Latest Odisha News

BREAKING NEWS

Browsing Category

ଓଡିଶା

Odisha

ନେତ୍ରବନ୍ଧ ଆଇରନ୍ ଓର୍ ଖଣି ଖନନ ପାଇଁ ପଲ୍ଲୀ ସଭା; ୩୦୦ରୁ ଉର୍ଦ୍ଦ୍ୱ ସ୍ଥାନୀୟ ନିଯୁକ୍ତି

କୋଇଡ଼ା: ନେତ୍ରବନ୍ଧ ଆଇରନ୍ ଓର୍ ଖଣି ରେ ଜେଏସଡବ୍ଲୁ ସହଯୋଗୀ ଭୂଷଣ ଷ୍ଟିଲ୍ ଏବଂ ପାୱାର ଲିମିଟେଡ ର ଖନନ ପାଇଁ ବୁଧବାର ବାଲାଡିହି ଗ୍ରାମରେ ପଲ୍ଲୀ ସଭା ବା ଜନ ଶୁଣାଣି ଅନୁଷ୍ଠିତହୋଇଯାଇଛି। ସ୍ଥାନୀୟ ଲୋକ ପ୍ରତିନିଧି ମାନଙ୍କ ସହ ପ୍ରଭାବିତ ଗ୍ରାମର ୫୦୦ ଜଣ ଏହି ସଭାରେ କମ୍ପାନୀ…

ଗଳି ଭିତରୁ ନେଇଗଲେ ୧୧ବର୍ଷର ପୁଅ, ରାଜଧାନୀରୁ ଧରାପଡିଲେ ପିଲାଚୋର

ଭୁବନେଶ୍ୱର: ରାଜଧାନୀରେ ପିଲା ଚୋରି‌ ରାକେଟ୍।ସାମ୍ନାକୁ ଆସିଲା ପିଲା ଚୋରିର ଦୃଶ୍ୟ ।ବୁଲି ବୁଲି ରେକି କରୁଛନ୍ତି। ଗହଳି ସ୍ଥାନରେ ପିଲାକୁ ଦେଖି ଟାର୍ଗେଟ କରୁଛନ୍ତି।ଚିକେନ ପକୋଡା ଓ ଆଇସିକ୍ରିମ ଖୁଆଇ ପିଲାକୁ ଚୋରି କରୁଛନ୍ତି। ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଖଣ୍ଡଗିରି ଥାନା ଜାଗମରା…

ବରଯାତ୍ରୀରେ ନଚେଇଲେ ବିଷାକ୍ତ ନାଗ, କରଞ୍ଜିଆ ରେ ୫ ଜଣ ଗିରଫ

ଭୁବନେଶ୍ୱର: ବରଯାତ୍ରୀ ରେ ନାଗ ସାପ ଧରି ନାଚୁଥିଲେ । ଭିଡିଓ ଭାଇରାଲ ହେଲା । କରଞ୍ଜିଆ ବନ ବିଭାଗ ଆସି ପାଞ୍ଚ ଜଣଙ୍କୁ ଗିରଫ କରିଛି । ଏନେଇ ସ୍ନେକ୍ ହେଲପଲାଇନ ପ୍ରତିଷ୍ଠାତା ଶୁଭେନ୍ଦୁ ମଲ୍ଲିକ୍ ସୂଚନା ଦେଇଛନ୍ତି । ବୁଧବାର କରଞ୍ଜିଆ ସହରରେ ଏକ ବରଯାତ୍ରୀ ଶୋଭାଯାତ୍ରାରେ ଜଣେ ସାପୁଆ ଏକ…

ବାହାଘର ମଜା ଫିକା କରିଦେଲା ଡକାୟତି

ସୋନପୁର: ଘରୁ ବାହାରିଥିଲେ ବାହାଘର ଭୋଜି ଖାଇ । ବିବାହରେ ବି ପହଂଚିଥିଲେ, ଭୋଜି ବି ଖାଇଥିଲେ । ହେଲେ ପେଟରେ ପଡିଥିବା ଭୋଜି ଭାତକୁ ହଜମ କରିବାକୁ ଦେଲାନି ଏକାକି ଡକାୟତ । ଶୁଣି ଅଡୁଆ ଲାଗୁଥିଲେ ବି ବିବାହ ସମାରୋହରେ ସାମିଲ ହୋଇ ଜଣେ ବ୍ୟକ୍ତି ଡକାୟତିର ଶିକାର ହେବା ଘଟଣା ସୁବର୍ଣ୍ଣପୁରରେ…

ଭୁବନେଶ୍ୱରରେ ପ୍ରଥମ ଟାଇବକ୍ସ ପ୍ରତିଯୋଗିତା

ଭୁବନେଶ୍ୱର: ଆସନ୍ତା ମେ ୧ ରେ ପ୍ରଥମ କରି ରାଜ୍ୟସ୍ତରୀୟ ଟାଇବକ୍ସ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ବୁଦ୍ଧେଶ୍ୱରୀ କଲୋନୀ କମ୍ପ୍ଲେକ୍ସ ସେଣ୍ଟର୍ ଠାରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତରେ ବିଭିନ୍ନ ଜିଲ୍ଲାରୁ ୩୦୦ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ ଭାଗନେବେ। ଟାଇବକ୍ସ ଏକ ସାମରିକ…

ନୀଳମାଧବ ପୀଠ ବିକାଶ ପ୍ରକଳ୍ପ ପାଇଁ ୧୦୦ କୋଟି ଟଙ୍କା

ଭୁବନେଶ୍ୱର  : କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ୱିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ସମ୍ୱନ୍ୱିତ ଐତିହ୍ୟ ଓ କୀର୍ତ୍ତିରାଜି…

ରାଜରାସ୍ତାରେ ପାଇକ ପୁଅର ଗର୍ଜନ : ପାଇକ ବିଦ୍ରୋହକୁ ପ୍ରଥମ ସ୍ଵାଧୀନତା ସଂଗ୍ରାମ ମାନ୍ୟତା ଦାବି

ଭୁବନେଶ୍ବର: ପାଇକ ବିଦ୍ରୋହକୁ ପ୍ରଥମ ସ୍ଵାଧୀନତା ସଂଗ୍ରାମ ମାନ୍ୟତା ଦିଅ । ଏମିତି ନାରାରେ ଆଜି ପ୍ରକମ୍ପିତ ହୋଇଥିଲା ରାଜଧାନୀ ରାଜରାସ୍ତା । ହଜାର ହଜାର ପାଇକ ନିଜ ପୂର୍ବ ପୁରୁଷଙ୍କ ବଳିଦାନକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟ ଦେବା ଦାବିରେ କରିଥିଲେ ବିଶାଳ ସମାବେଶ । ଓଡିଶା ବୀର…

ପୁଣି ନିୟମିତ ଚାଲିବ ସମତା ଏକ୍ସପ୍ରେସ

ଭୁବନେଶ୍ୱର: ରାୟଗଡା-ଟିଟିଲାଗଡ ଏବଂ ରାୟପୁର ମାର୍ଗ ଦେଇ ଚଳାଚଳ କରୁଥିବା ବିଶାଖାପାଟନମ୍-ହଜରତ ନିଜାମୁଦ୍ଦିନ-ବିଶାଖାପାଟନମ୍ ସମତା ଏକ୍ସପ୍ରେସକୁ ବିଶାଖାପାଟନମ୍ ନିଜାମୁଦ୍ଦିନରୁ ସାମୟିକ ଭାବେ ବାତିଲ କରାଯାଇଥିଲା । ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳ ପ୍ରାଧିକରଣରେ ସୁରକ୍ଷା ସମ୍ବନ୍ଧୀୟ…

[ଦେଖନ୍ତୁ ଭିଡିଓ] ବଡ଼ଦାଣ୍ଡରେ ସାଂସଦ ଅପରାଜିତା: ହଟହଟା ପରେ ଦିଅଁ ଦର୍ଶନ

ପୁରୀ : ଶ୍ରୀମନ୍ଦିର ହେରିଟେଜ୍ ପ୍ରକଳ୍ପକୁ ନେଇ ଆଜି ସପକ୍ଷ ଓ ବିପକ୍ଷ ଗୋଷ୍ଠୀ ମଧ୍ୟରେ ଏକରକମ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା । ସାଂସଦ ଅପରାଜିତା ଜଗନ୍ନାଥ ଦର୍ଶନ ପାଇଁ ବାହାରିଥିବା ବେଳେ ଚନ୍ଦନପୁର ନିକଟରେ ତାଙ୍କୁ ଅଟକାଇଥିଲା ପୁଲିସ୍ । ହେଲେ ସେଠାରେ ଅଟକି ଯାଇନଥିଲେ…

ପୋଲିସ ଜାଲରେ “ଉଁ ଆଁ” ଗ୍ୟାଙ୍ଗ, ଟାର୍ଗେଟ୍‌ରେ ଥିଲେ ବ୍ୟାଚଲର୍ ଓ କଲେଜ ପଢୁଆ

ଭୁବନେଶ୍ୱର: ରାଜଧାନୀରେ ବେଶ କିଛି ଦିନ ଧରି ଚାଂଚଲ୍ୟ ଖେଳାଇଥିଲେ “ଉଁ ଆଁ” ଗ୍ୟାଙ୍ଗ । ଧାରଣ କରିଥିଲେ ମୁକ ଓ ବଧିର ପରିଚୟ । ହେଲେ ଅସଲ କାମ ଥିଲା ଲୁଟ୍ କରିବା ଓ ଆଖି ପିଛୁଳାକେ ଚମ୍ପଟ୍ ମାରିବା । ଧରାପଡିଲେ ମୁକ ଓ ବଧିର ପରିଚୟ ଦେଇ ଖସିଯିବା ଲାଗି ମଧ୍ୟ ଥିଲା ଫୁଲ୍ ପ୍ରୁଫ୍ ପ୍ଲାନ୍ ।…