Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଚଣ୍ଡ ଖରା ପାଇଁ ଆଲର୍ଟ ଜାରି, ଆଜିଠୁ ୫ ଦିନ ଯାଏଁ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର : ପ୍ରଚଣ୍ଡ ଖରା ପାଇଁ ଆଲର୍ଟ ଜାରି, ଆଜିଠୁ ୫ ଦିନ ଯାଏଁ ସବୁ ସ୍କୁଲ ଛୁଟି ।  ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୫ ଦିନ ଅର୍ଥା‌ତ୍‌ ଏପ୍ରିଲରୁ ୨୬ରୁ ୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ବନ୍ଦ ରଖିବାକୁ…

ଆନ୍ଦୋଳନ ପାଇଁ ପ୍ରସ୍ତୁତି ବେଳେ ମୁହଁ ଖୋଲିଲେ ଗଜପତି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଏବେ ପ୍ରଶାସନ ବିବାଦ ଘେରକୁ ଠେଲି ହୋଇଯାଉଛି । ଗୋଟିଏ ପଟେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ସପକ୍ଷରେ ପୁରୀ ବଡ ଦାଣ୍ଡକୁ ଶହ ଶହ ଶ୍ରଦ୍ଧାଳୁ ଆସିବେ ବୋଲି ଜଣାପଡିଛି । ଆଉ ଏହାରି ଭିତରେ ଦୀର୍ଘ ଦିନର ନିରବତା ପରେ ଗଜପତି ଜବାବ ରଖି…

ମାନବିକତା ଆଗରେ ହାର ମାନିଲା ଲୋଭ, ସୁନା ହାର ଫେରାଇ ଦେଲେ ଅଟୋ ଚାଳକ

ଭୁବନେଶ୍ୱର: ସମାଜରେ ଗୋଟିଏ ଧାରଣା ରହିଛି ଯେଉଁମାନେ ଗାଡି ଚଳାନ୍ତି ସେମାନଙ୍କର ଶିକ୍ଷାଗତ ଯୋଗ୍ୟତା କମ୍ । ତେଣୁ ତାଙ୍କ ଚିନ୍ତାଧାର ଟିକିଏ ଭିନ୍ନ  ଆଉ ସେମାନେ ନିଜର ସ୍ୱାର୍ଥକୁ ଆଗ ଦେଖନ୍ତି । କିନ୍ତୁ ଏପରି ଏକ ଚିନ୍ତାଧାରାକୁ ମିଛ ବୋଲି ପ୍ରମାଣିତ କରିଛନ୍ତି ରାଜଧାନୀ ଭୁବନେଶ୍ୱରର…

ଗୌତମ ଆଦାନୀ ହେଲେ ବିଶ୍ୱର ପଞ୍ଚମ ଧନୀ

ଭୁବନେଶ୍ୱର: ଆଦାନୀ ଗୃପ ମୁଖ୍ୟ ତଥା ଭାରତୀୟ ଉଦ୍ୟୋଗୀ ଗୌତମ ଆଦାନୀ ବନିଲେ ବିଶ୍ୱର ପଞ୍ଚମ ଧନୀ ବ୍ୟକ୍ତି । ବିଖ୍ୟାତ ଷ୍ଟକ ଏକ୍ସପର୍ଟ ତଥା ନିବେଶକ ୱାରେନ ବଫେଟଙ୍କୁ ଷଷ୍ଠ ସ୍ଥାନକୁ ଠେଲି ଆଗକୁ ଯାଇଛନ୍ତି ଗୌତମ । ସୋମବାର ଫୋର୍ବସ ରିୟଲ ଟାଇମ ଟ୍ରାକର ରେ ଏହି ସୂଚନା ପ୍ରକାଶିତ ହୋଇଛି ।…

ମହାମାରୀ ବେଳେ ରାଜ୍ୟରେ ବଢ଼ିଛି ମ୍ୟାଲେରିଆ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: କରୋନା ମହାମାରୀ ବେଳେ ମ୍ୟାଲେରିଆ ପରିଚାଳନରେ ରାଜ୍ୟ ସରକାର ଫେଲ୍ ମାରିଛନ୍ତି। ରିପୋର୍ଟ ଅନୁଯାୟୀ ୨୦୧୯ ତୁଳନାରେ ୨୦୨୦ରେ ଅଧିକ ସଂଖ୍ୟକ ଲୋକ ମ୍ୟାଲେରିଆରେ ପ୍ରାଣ ହରାଇଛନ୍ତି।  ରାଜ୍ୟରେ ୨୦୨୧ରେ ୧୩ ଜଣ ମ୍ୟାଲେରିଆରେ ମୃତ୍ୟୁ ବରଣ କରିଥିବା ବେଳେ ୨୦୨୦ ଓ ୨୦୧୯ରେ ୯ ଜଣ…

ଖରା ପାଇଁ ପାଞ୍ଚ ଦିନ ସ୍କୁଲ ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୫ ଦିନ ପାଇଁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଗତ ଦୁଇ ଦିନ ଧରି ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି…

ପରୀକ୍ଷା ପାଇଁ ହେବନି ବିଦ୍ୟୁତ୍ କାଟ୍

ଭୁବନେଶ୍ୱର: ଚଳିତ ବର୍ଷ ଏପ୍ରିଲ ମାସରେ ଅପେକ୍ଷାକୃତ ଅଧିକ ଗ୍ରୀଷ୍ମ ପ୍ରବାହ ଏବଂ ଆଗାମୀ ମେଟ୍ରିକ ବୋର୍ଡ ଓ +୨ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଦ୍ୟୁତ ଯୋଗାଣ କାଟ ନକରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଦ୍ୟୁତ୍ ବିତରକ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସୋମବାର…

[ଦେଖନ୍ତୁ ଭିଡିଓ] ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୨୪୮ କୋଟି ଟଙ୍କାର ବଜେଟ ପାରିତ

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୨୪୮ କୋଟି ଟଙ୍କାର ବଜେଟ ପାରିତ ହୋଇଛି । ସେବାୟତ ଗୁରୁକୁଳ ପାଇଁ MOU ଅନୁଧ୍ୟାନ ସରିଥିବା ବେଳେ ସେବାୟତଙ୍କ ବାସଗୃହ ଯୋଜନା ପାଇଁ ଜମି ଚି଼ହ୍ନଟ କରାଯାଇଛି । ଖୁବ ଶୀଘ୍ର ବାସଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବ ବୋଲି ମୁଖ୍ୟ ପ୍ରଶାସକ…

ବଜ୍ରକାପ୍ତା ଡିଲ୍ ବେଳେ ମାଡିବସିଲା STF: ୧୧ କେଜି କାତି ଜବତ

ବୌଦ୍ଧ: ବଜ୍ରକାପ୍ତା ଡିଲ୍ ବେଳେ ମାଡିବସିଲା ଏସଟିଏଫ୍ । ବୌଦ୍ଧ ବନ ବିଭାଗ ଓ ଏସଟିଏଫର ମିଳିତ ରେଡ୍‌ରେ ବଜ୍ରକାପ୍ତା କାତି ଜବତ ହୋଇଛି। ବୌଦ୍ଧ ଥାନା ଜଗନ୍ନାଥ ରୋଡ୍ ସ୍ଥିତ ବଘାରପାଲି ଛକରୁ ୧୧କେଜି ବଜ୍ରକାପ୍ତା କାତି ଜବତ ହୋଇଛି । ଏହି ଘଟଣାରେ ଜଣେ ବଜ୍ରକାପ୍ତା ବେପାରୀ ପ୍ରଦୋଶ…

ତାତିରୁ ମିଳୁନି ତ୍ରାହି, ସୋନପୁର ଦେଶର ସବୁଠୁ ଦ୍ୱିତୀୟ ଉତ୍ତପ୍ତ ସହର : ୫ମ ସ୍ଥାନରେ ଭୁବନେଶ୍ୱର

ଭୁବନେଶ୍ୱର: ପ୍ରଚଣ୍ଡ ତାତିରେ ସନ୍ତୁଳି ହେଉଛି ସାରା ଓଡିଶା । ଲାଗାତାର ତୃତୀୟ ଦିନ ଲାଗି ସାରା ଓଡିଶାର ସ୍ଥାନରେ ନିଆଁ ବର୍ଷା ହୋଇଛି । ୨୮ରୁ ଅଧିକ ସ୍ଥାନର ତାପମାତ୍ରା ୪୦ ଡିଗ୍ରିୀ ଉପରେ ରହିଛି । ୪୨ ଡିଗ୍ରୀ ଉପରେ ୮ଟି ସ୍ଥାନର ତାପମାତ୍ରା ରହିଛି । ସୋନପୁର ରାଜ୍ୟର ସବୁଠୁ ଉତ୍ତପ୍ତ…