Latest Odisha News

BREAKING NEWS

Browsing Category

ଓଡିଶା

Odisha

ସତୀଚଉରା ଶ୍ମଶାନରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ

କଟକ: ସତୀଚଉରା ଶ୍ମଶାନଠାରେ ସମ୍ପନ୍ନ ହେଲା ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କ ଶେଷକୃତ୍ୟ। ରାଜ୍ୟ ସରକାରଙ୍କ ପକ୍ଷରୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ, ଚୌଦ୍ୱାର-କଟକ ପୂର୍ବତନ ବିଧାୟକ…

ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର:  ଭୁବନେଶ୍ୱର: ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସବୁ ସହରାଞ୍ଚଳ ଓ ଗ୍ରାମାଞ୍ଚଳକୁ ବିଦ୍ୟୁତ୍‌ ଯୋଗାଣ ନିଶ୍ଚିତ କରିବାକୁ…

ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି : ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁଙ୍କ ପଇତାଲାଗି ନୀତି ପାଇଁ ସୋମବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆସନ୍ତାକାଲି ଦଶମୀ ତିଥି ଅବସରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି ଥିବାରୁ ଆପାତତଃ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି…

କଳାରାହାଙ୍ଗ ଗ୍ରାମପଞ୍ଚାୟତର ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ

ଭୁବନେଶ୍ୱର:ଜିଆରଏସଙ୍କ ଘରେ ଭିଜିଲାନ୍ସ ରେଡ ।  କଳାହରାହଁଙ୍ଗ ଗ୍ରାମ ପଞ୍ଚାୟତ ଅଫିସର ଗ୍ରାମ ରୋଜଗାର ସେବକ ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବାବୁଲିଙ୍କ ୬ଟି ଠିକଣାରେ ରେଡ୍ ଚାଲିଛି । ୩ଜଣ ଡିଏସପି ଓ ୧୦ଜଣ ଇନସପେକ୍ଟର ଚଢ଼ାଉରେ…

ବସ୍‌ରେ ନିଆଁ ଲଗାଇଲେ ନକ୍ସଲ, ଓଡ଼ିଶାରୁ ହାଇଦ୍ରାବାଦ ଯାଉଥିଲେ ୫୦ ଯାତ୍ରୀ

ମାଲକାନଗିରି: ମାଲକାନଗିରି ସୀମାନ୍ତରେ ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି । ଆଜି ନକ୍ସଲଙ୍କ ପକ୍ଷରୁ ବନ୍ଦ ପାଳନ କରାଯାଉଥିବାବେଳେ ବନ୍ଦକୁ ନେଇ ନକ୍ସଲ ହିଂସାତ୍ମକ ହୋଇପଡିଛନ୍ତି । ଗତକାଲି ରାତିରେ ସୀମାନ୍ତ ତେଲେଙ୍ଗାନାର ଚିନ୍ତୁର ଥାନା ଅନ୍ତର୍ଗତ କତୁର ଗ୍ରାମ ନିକଟରେ ନବରଙ୍ଗପୁରରୁ…

ବୀଣାପାଣିଙ୍କ ବିୟୋଗ: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ

ଭୁବନେଶ୍ୱର: ବିଶିଷ୍ଟ ସାହିତ୍ୟିକା ତଥା ଓଡ଼ିଆ ସାହିତ୍ୟର ପାଟଦେଇ ବୀଣାପାଣି ମହାନ୍ତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ଅନେକ ରାଜନେତା ଶୋକ ପ୍ରକାଶ କରିଛନ୍ତି । ରବିବାର ସଂଧ୍ୟାରେ ବୀଣାପାଣି ସମସ୍ତଙ୍କୁ ପର କରି ଅଫେରା ରାଇଜକୁ ଚାଲିଯାଇଛନ୍ତି ।…

ଲୋକସେବା ଭବନରେ ଦୁଇ ଦିନିଆ କର୍ମଶାଳା, ନବ ନିର୍ବାଚିତଙ୍କୁ ନବୀନ ଦେବେ ଟିପ୍ସ

ଭୁବନେଶ୍ୱର: ଲୋକସେବା ଭାବନରେ ଦୁଇ ଦିନିଆ କର୍ମଶାଳାର ଆୟୋଜନ ହେବ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହି ଦୁଇ ଦିନିଆ କର୍ମଶାଳା ଆୟୋଜନ ହେବାକୁ ଯାଉଛି । ଏହି କର୍ମଶାଳାର ଶୀର୍ଷକ ରହିଛି ଅର୍ବାନ ଗଭରନାନ୍ସ ଆଣ୍ଡ ଇନିସିଏଟିଭ । ସୋମବାର ଏବଂ ମଙ୍ଗଳବାର ଆୟୋଜିତ ହେବାକୁ ଥିବା…

କଳିଙ୍ଗ ଷ୍ଟାଡିୟମ ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ଫି ବଢ଼ିଲା

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ସନ୍ତରଣାଗାରରେ ଫି ଧାର୍ଯ୍ୟ ହୋଇଛି । ପୂର୍ବ ତୁଳନାରେ ବୃଦ୍ଧି ପାଇ ଏହା ମାସକୁ ୧୦୦୦ ରୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ ରହିଛି । ଫନି ବାତ୍ୟାରେ ଭାଙ୍ଗିରୁଜି ଯାଇଥିବା ବିଜୁ ପଟ୍ଟନାୟକ ସନ୍ତରଣାଗାରର ପୁନଃରୁଦ୍ଧାର ପରେ ଏବେ ପୁଣି ତାଲିମ…

ପରଲୋକରେ ଓଡ଼ିଆ ସାହିତ୍ୟ ଜଗତର ପାଟଦେଈ ବୀଣାପାଣି ମହାନ୍ତି

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକା ବୀଣାପାଣି ମହାନ୍ତିଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ଜଣେ ଅର୍ଥନୀତିର ଅଧ୍ୟାପିକା ଭାବରେ ସେ ତାଙ୍କର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ। ପ୍ରାୟ ୨୫ ଟି ଗଳ୍ପ ସଙ୍କଳନ ଏବଂ ତିନୋଟି ଉପନ୍ୟାସର ସେ କାଳଜୟୀ ସ୍ରଷ୍ଟା…

ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ଆକ୍ରମଣ; ୯ ଜଣ ଗିରଫ

ମୟୂରଭଞ୍ଜ: ଜିଲ୍ଲାପାଳଙ୍କ ଗାଡିକୁ ପଥର ମାଡ କରିବା ମହଙ୍ଗା ପଡିଲା। ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କୁଳିଅଣା ଥାନା ପୋଲିସ। ଅଭିଯୁକ୍ତମାନେ ହେଲେ ଅଶୋକ କୁମାର ସାହୁ, ସଞ୍ଜୟ କୁମାର ସେଠି, ବିନେସ କୁମାର ବାରିକ, ନୀଲକମଲ ବାରିକ, ଅର୍ଜୁନ ସେଠି, ସୁନାରାମ ହାଁସଦା, ଜାନୁ ହାଁସଦା,…