Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଏନଏମ ପରୀକ୍ଷା ବାତିଲ; ବର୍ଷିଲେ ନବୀନ

ଭୁବନେଶ୍ୱର: ଓଡ଼ିଶା ଡାକ୍ତରୀ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକ (ଡିଏମଇଟି) ଶୁକ୍ରବାର ଦିନ ଅପରାହ୍ନ ୨ଟାରେ ଆରମ୍ଭ ହେବାକୁ ଥିବା ସହାୟକ ନର୍ସ ମିଡୱାଇଫେରୀ (ଏଏନ୍ଏମ୍) ପରୀକ୍ଷାକୁ ସ୍ଥଗିତ ରଖିଥିଲେ। ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଯୋଗୁଁ ଏହି ନିଷ୍ପତି ନିଆଯାଇଥିଲା। ତେବେ ଏହି ଘଟଣାରେ…

T20 Match Ticket: ବାରବାଟୀ ଟିକେଟ ବିକ୍ରି ଶେଷ, ଦିନକରେ ସରିଗଲା ୧୦ ହଜାର ଟିକେଟ୍

କଟକ: ସରିଲା ବାରବାଟୀ ଟିକେଟ ବିକ୍ରି। ଏଥିପାଇଁ ପୂର୍ବରାତିରୁ ଲାଗିଥିଲା ଲମ୍ବା ଲାଇନ। ଦିନକରେ ସରିଗଲା ୧୦ହଜାର ଟିକେଟ୍। ଏବେ ଅପେକ୍ଷା ୯ ତାରିଖକୁ। ଯିଏ ଟିକେଟ ପାଇଲା ଖୁସି, ଆଉ ଯିଏ ନପାଇଲା ମନ ଦୁଃଖ କରି ଘରକୁ ଫେରିଲା। ଇଣ୍ଡିଆ ଓ ସାଉଥ ଆଫ୍ରିକା ମଧ୍ୟରେ ଆସନ୍ତା ଡିସେମ୍ବର ୯…

MKBY; ଝିଅ ବାହାଘର ପାଇଁ ଆଉ ନାହିଁ ଚିନ୍ତା, ଟାଙ୍କା ସହ ଉପହାର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଣିକି ଝିଅ ବାହାଘର ପାଇଁ ଆଉ ନାହିଁ ଚିନ୍ତା। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ। ଆଉ ଏହି ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ। ଗରିବ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ସରକାର। ସିଧାସଳଖ…

Odisha Winter: ରାଜ୍ୟରେ ହାଡ଼ଭଙ୍ଗା ଶୀତ: ୨ ଡିଗ୍ରୀ ସେଲସିୟସକୁ ଖସିଲା ପାରଦ

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ଶୀତ ଲହରୀ। ହାଡଭଙ୍ଗା ଶୀତକୁ ଜନଜୀବନ ଅସ୍ତବ୍ୟସ୍ତ। ୨ ଡିଗ୍ରୀ ସେଲସିୟସ ତାପମାତ୍ରାରେ ଥରିଲା ମୟୂରଭଞ୍ଜ। ଜିଲ୍ଲାରେ କୁହୁଡ଼ି ସାଙ୍ଗକୁ ହାଡ଼ଭଙ୍ଗା ଶୀତ। ମୟୂରଭଞ୍ଜ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୨ ଡିଗ୍ରୀ ସେଲସିୟସକୁ ଖସିଛି ପାରଦ। ବିଶେଷ କରି…

Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ବର: ଶୁକ୍ରବାର ଦିନ ରାଜଧାନୀର ବାଣୀବିହାର ସତସଙ୍ଗ ବିହାର ନିକଟରେ ଏକ 'ଆମ ବସ୍' ଜଣେ ବାଇକ୍ ଆରୋହୀ ଯୁବକଙ୍କ ଉପରେ ମାଡ଼ିଯାଇଛି। ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଏହାପରେ ଏହି ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଦୁର୍ଘଟଣାରେ ଭୋଇ ନଗରର ସୁଦର୍ଶନ ସାହୁଙ୍କ ମୃତ୍ୟୁ…

ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ

କୋଣାର୍କ: ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଆୟୋଜିତ ପାଞ୍ଚ ଦିନିଆ ୩୬ ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ ଓଡିଶାର ରାଜ୍ୟପାଳଙ୍କ କରକମଳରେ…

37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡ଼ିୟମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ହେଉଛି ୩୭ତମ ଜାତୀୟ ସବ ଜୁନିୟର ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ । ପଞ୍ଚମ ଦିନରେ ଉଭୟ ବୟସ ବର୍ଗରେ ସମସ୍ତ ବିଭାଗର ଫାଇନାଲ ଲାଇନ ଚୂଡାନ୍ତ ହୋଇଯାଇଛି । ପଞ୍ଚମ ଦିନର…

ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ

ଭୁବନେଶ୍ବର: ଏକାମ୍ର ୱାକ୍  ର ଓଡ଼ିଆ ଭାଷା ପଦଯାତ୍ରା,  ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ( ବି.ଡି.ଏ) ର ଏକ ପଦକ୍ଷେପ । ଯାହାକି ପ୍ରତ୍ୟେକ ରବିବାର ଦିନ ୧୧:୩୦ ରୁ  ଆରମ୍ଭ କରି ୨:୩୦ ଘଟିକା ପର୍ଯ୍ୟନ୍ତ ପ୍ରତ୍ୟାବର୍ତ୍ତନ କରିବ । ଏହି ପଦଯାତ୍ରା ସାହିତ୍ୟ ପ୍ରେମୀ ଓ…

Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ

କନ୍ଧମାଳ:କିଛିଦିନର ନୀରବତା ପରେ କନ୍ଧମାଳ ଜିଲ୍ଲାରେ ମାଓ ଗତିବିଧି ଦେଖାଦେଇଛି ।ଶୁକ୍ରବାର କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ରହିଛି । ଜଙ୍ଗଲରେ କମ୍ବିଂ ଅପରେସନ ସମୟରେ ପୋଲିସ ଓ ମାଓବାଦୀ…

୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ

ଭୁବନେଶ୍ୱର: ଗତ ୧୬ ମାସ ମଧ୍ୟରେ ଓଡ଼ିଶାର ଦୁଇଟି ସରକାରୀ କଲେଜରୁ ରାଗିଂର ଆଠଟି ଅଭିଯୋଗ ଆସିଥିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଶୁକ୍ରବାର ଦିନ ବିଧାନସଭାରେ ସୂଚନା ଦେଇଛନ୍ତି। ତେବେ ଭୁବନେଶ୍ୱରର ବିଜେବି ସ୍ୱୟଂଶାସିତ କଲେଜ ଏବଂ ରାଉରକେଲାର ସରକାରୀ ସ୍ୱୟଂଶାସିତ…