Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାର୍ଶାଘାଇରେ ଦଳିତ ଯୁବକଙ୍କୁ ନାକ ଘଷାଇବା ଘଟଣା, ରିପୋର୍ଟ ତଲବ କଲେ ଏନଏଚଆରସି

ଭୁବନେଶ୍ୱର: ଗାଁ ମନ୍ଦିରକୁ ଦାନ ଦେବାକୁ ମନା କରିବାରୁ ଜଣେ ଦଳିତ ଯୁବକଙ୍କୁ ଛେପରେ ନାକ ଘଷିବାକୁ ବାଧ୍ୟ କରାଯାଇଥିବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିସନ (ଏନଏଚଆରସି) ଓଡ଼ିଶା ସରକାରଙ୍କୁ ରିପୋର୍ଟ ମାଗିଛନ୍ତି। ଏହି ଘଟଣାକୁ ନେଇ ବିଭିନ୍ନ ମିଡିଆରେ ଖବର ପ୍ରକାଶ ପାଇବା ପରେ ଏନଏଚଆରସି…

ହିଞ୍ଜିଳି ଓ ଶେରଗଡର ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ମୁଖ୍ୟମନ୍ତ୍ରୀ କଲେ ଆଲୋଚନା

ଭୁବନେଶ୍ୱର: ନିକଟରେ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ବିଜୟୀ ହୋଇଥିବା ନବ ନିର୍ବାଚିତ ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତକାଲି ସଂଧ୍ୟାରେ ନବୀନ ନିବାସଠାରେ ହିଞ୍ଜିଳି ଓ ଶେରଗଡ ଅଞ୍ଚଳର ନବ ନିର୍ବାଚିତ ପ୍ରତିନିଧି ମାନଙ୍କ ସହ ମୁଖ୍ୟମନ୍ତ୍ରୀ…

ଆସନ୍ତା ସପ୍ତାହରେ ମେଟ୍ରିକ ଓ +୨ ପରୀକ୍ଷା, ମୁଖ୍ୟ ଶାସନ ସଚିବ କଲେ ସମୀକ୍ଷା

ଭୁବନେଶ୍ୱର: ଚଳିତ ମାସ ଶେଷକୁ ଆରମ୍ଭ ହେବାକୁ ଥିବା ମେଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ବୈଠକରେ ପରୀକ୍ଷା ସୁପରିଚାଳନା, ପ୍ରଶ୍ନପତ୍ର ସୁରକ୍ଷା, ନୋଡାଲ ସେଣ୍ଟର ସୁରକ୍ଷା ଆଦି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ହୋଇଛି…

ଗଣ୍ଡମୁଣ୍ଡା ଘାଟିରେ ଓଲଟିଲା ଯାତ୍ରିବାହୀ ବସ, ୩୦ ଆହତ

ଜି ଉଦୟଗିରି: ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରିବାହୀ ବସ୍ । ବାଲିଗୁଡାର ବୁଡ଼ାଗୁଡା ରାସ୍ତାର ଗଣ୍ଡମୁଣ୍ଡା ଘାଟିରେ ଏପରି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୩୦ ଫୁଟ୍ ତଳକୁ  ଯାତ୍ରିବାହୀ ବସରେ ୩୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡିଛି । ଯେଉଁଥିରେ ୫ ଜଣ ଶିଶୁ ମଧ୍ୟ ଥିଲେ। ସମସ୍ତ…

[ଭିଡିଓ] ପୋଲିସ କବଜାରେ କଟୁରୀ ଗ୍ୟାଙ୍ଗ, ୫ ଗିରଫ

ଭୁବନେଶ୍ୱର : ରାଜଧାନୀରେ କ୍ରିମିିନାଲ ମାନଙ୍କ ଆତଙ୍କ ବଢିବାରେ ଲାଗିଛି । କମ୍ପିଟେଟିଭ୍ ଛାତ୍ର ଏବେ ପାଲଟିଛନ୍ତି ହାର୍ଡକୋର କ୍ରିମିନାଲ । କଟୁରୀ ଗ୍ୟାଙ୍ଗ ସହ ମିଶି ଭୁବନେଶ୍ୱରରେ ଲୋକଙ୍କୁ ଲୁଟୁଛନ୍ତି ଛାତ୍ର । ଆଉ ଏହି ଗ୍ୟାଙ୍ଗର ୫ ଜଣଙ୍କୁ ଧରିଛି କମିଶନରେଟ ପୋଲିସ । ଜଣେ ନାବାଳକ ସହ…

ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର: ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା ଦର୍ଶନ

ପୁରୀ: ଶ୍ରୀମନ୍ଦିର ବଜେଟ ପୂର୍ଣ୍ନାଙ୍ଗ ହୋଇପାରିନି । ଆସନ୍ତା ୨୫ ତାରିଖରେ ପୁର୍ନବାର ବୈଠକ ବସି ବଜେଟ ଚୂଡ଼ାନ୍ତ ହେବ । ବୈଠକରେ ନୀତି ସବକମିଟିରେ ନିଆଯାଇଥିବା ନିଷ୍ପତ୍ତି ଓ ଚନ୍ଦନଯାତ୍ରା ନୀତିନିର୍ଘଣ୍ଟକୁ ମୋହର ମାରିଛି ପରିଚାଳନା କମିଟି । ସହଜ ହେବ ଶ୍ରୀମନ୍ଦିର ପ୍ରବେଶ ଓ ଜଗା…

ବିବାହ କଲେ ଆତ୍ମସମର୍ପିତ ମାଓ ପ୍ରେମୀ ଯୁଗଳ

ଭବାନିପାଟଣା: ମାଓବାଦ ରାସ୍ତା ଛାଡ଼ି ମୁଖ୍ୟସ୍ରୋତକୁ ଫେରିଥିବା ପ୍ରେମୀ ଯୁଗଳଙ୍କୁ ବାହା କରାଇଛି କଳାହାଣ୍ଡି ପୋଲିସ । ୨୦୧୬ରେ ଆତ୍ମସମର୍ପଣ କରିଥିବା କଲମଦେଇ ଏବଂ ୨୦୨୦ରେ ମାଓବାଦ ରାସ୍ତା ଛାଡ଼ିଥିବା ରାମଦାସ ଶୁକ୍ରବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଶୁକ୍ରବାର ଭବାନିପାଟଣା…

ଶୁକଶାରି ମନ୍ଦିରରୁ ମିଳିଲା ପ୍ରାଚୀନ ଲିପି, ଅଧିକ ଗବେଷଣା ଆବଶ୍ୟକ: ଏଏସ୍‌ଆଇ

ଭୁବନେଶ୍ୱର: ଶୁକଶାରି ମନ୍ଦିର ନିକଟରେ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ(ଏଏସ୍‌ଆଇ) ପକ୍ଷରୁ ଚାଲିଥିବା ଖନନ କାର୍ଯ୍ୟ ଲୋକଙ୍କ ଭିତରେ ଦିନକୁ ଦିନ ଉତ୍କଣ୍ଠା ବଢ଼ାଇବାରେ ଲାଗିଛି। ମାଟି ତଳୁ ବାହାରୁଥିବା ପ୍ରାୟ ୧୪ ଶହ ବର୍ଷ ତଳର କୀର୍ତ୍ତିରାଜି କିଭଳି ପୋତି ହୋଇଗଲା, ତାହା ଜାଣିବାକୁ ସବୁ…

ଭୀମ ଭୋଇ ମେଡିକାଲ କଲେଜରେ ଅଘଟଣ, ହଷ୍ଟେଲ ଛାତରୁ ଖସି ଡାକ୍ତରୀ ଛାତ୍ର ମୃତ

ବଲାଙ୍ଗିର: ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ଅଘଟଣ । ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତର ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତ ଛାତ୍ରଙ୍କ ଜଣଙ୍କ ହରିୟାଣାର ହୋଇଥିବା ବେଳେ ତାଙ୍କ ନାଁ ନିଶାନ୍ତ କୁମାର । ପ୍ରଥମ ବର୍ଷର ମେଡିକାଲ ଛାତ୍ର ଥିଲେ ନିଶାନ୍ତ । ନିଶାନ୍ତ କଲେଜର…

[ଦେଖନ୍ତୁ ଭିଡିଓ] ସ୍କୁଲ ରୂପାନ୍ତରୀକରଣ ପରେ ପାଠପଢ଼ା, ସମୀକ୍ଷା କଲେ 5T ସଚିବ

କେନ୍ଦୁଝର  : କେନ୍ଦୁଝର ଗସ୍ତରେ ଅଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5-Tସଚିବ ଭିକେ ପାଣ୍ଡିଆନ । କେନ୍ଦୁଝର ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିବା ପରେ ସ୍କୁଲ ମୁହାଁ ହୋଇଥିଲେ ସଚିବ । ସ୍କୁଲ ରୂପାନ୍ତରଣ ପରେ କେମିତି ଚାଲିଛି ପାଠପଢା, ତା’ର ତଦାରଖ କରିଥିଲେ…