Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରିବା ଦର ଉଚ୍ଚା ପାଇଁ ହତ୍ୟାକାଣ୍ଡ : ଗ୍ରାହକଙ୍କୁ ହତ୍ୟା କରି ପରିବା ଦୋକାନୀ ଗିରଫ

ଭୁବନେଶ୍ୱର : ପରିବା ଦର ଉଚ୍ଚା ପାଇଁ ହତ୍ୟାକାଣ୍ଡ । ପରିବା  ଦର ଅଧିକ କହିବାରୁ ଗ୍ରାହକ ଓ ବ୍ୟବସାୟୀଙ୍କ ମଧ୍ୟରେ ଗଣ୍ଡଗୋଳ । ଗ୍ରାହକଙ୍କ ଅକାରଣ ଚାଲିଗଲା ଜୀବନ । ହତ୍ୟାକାରି ପରିବା ଦୋକାନୀଙ୍କୁ ଗିରଫ କରିଛି ପୋଲିସ । ଏମିତି ଏକ ଲୋମ ହର୍ଷଣକାରୀ ଘଟଣା ଘଟିଛି ଖଣ୍ଡଗିରି ଅଞ୍ଚଳରେ ।…

ସମ୍ବଲପୁର କୁଚିଣ୍ଡାର ଘରୋଇ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ସମ୍ବଲପୁର: ସମ୍ବଲପୁର କୁଚିଣ୍ଡାସ୍ଥିତ ଏକ ଘରୋଇ ସ୍କୁଲରେ ଦଶମ ଶ୍ରେଣୀ ଛାତ୍ରଙ୍କୁ ରାଗିଂ ଅଭିଯୋଗ । ଛାତ୍ରଙ୍କୁ ଉଲଗ୍ନ କରି ଚପଲରେ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଶାସନ ଥାନା ଅନ୍ତର୍ଗତ ଶାସନଠାରେ ଥିବା ଏକ ଘରୋଇ ସ୍କୁଲ୍‌ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କୁ ମାଡ଼ ମାରିବା ଘଟଣାରେ…

ରାଜ୍ୟସଭାରୁ ଇସ୍ତଫା ଦେଲେ କଟକ ମେୟର ସୁବାସ ସିଂହ

କଟକ: ରାଜ୍ୟସଭା ପଦରୁ ଇସ୍ତଫା ଦେଲେ କଟକର ମେୟର ସୁବାସ ସିଂହ। ସାମ୍ବାଦିକ ସମ୍ମିଳନୀ ଜରିଆରେ ରାଜ୍ୟସଭାରୁ ନିଜର ଇସ୍ତଫା ବାବଦରେ ଘୋଷଣା କରିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଛନ୍ତି। ୨ ବର୍ଷରୁ ଅଧିକ ସମୟ ରାଜ୍ୟସଭା ସଦସ୍ୟ ଭାବେ କାର୍ଯ୍ୟ କରିଛନ୍ତି। ୨୦୨୦…

ଜଳଛତ୍ରରେ କୀଟନାଶକ ବିଷ ମିଶାଇଦେଲେ ଦୁର୍ବୃତ୍ତ , ୩ ଗୁରୁତର, ପୋଲିସର ଛାନଭିନ ଜାରି

ମାଲାକାନଗିର : ମାଲାକାନଗିରି ଜିଲ୍ଲାରେ ଅଘଟଣ । ଜଳଛତ୍ରର ବିଶାକ୍ତ ପାଣି ପିଇ ୩ ଜଣ ଗୁରୁତର ହୋଇପଡିଛନ୍ତି । ବିଷି ମିଶା ପାଣି ପିଇ ଦୁଇ ପୁଅ ଓ ଜଣେ ଝିଅ ଗୁରୁତର ହୋଇପଡିଛନ୍ତି । ପିଲାମାନେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ବେଳେ ଗୁରୁତର ଅବସ୍ଥାରେ ସେମାନଙ୍କୁ ମାଲକାନଗିରି ମେଡିକାଲରେ…

ମଣିଷଙ୍କୁ ପଶୁ ଇଂଜେକ୍ସନ୍ ଦେବା ଘଟଣା: ମହୁଲଡ଼ିହା ଥାନା ASI ନିଲମ୍ବିତ

ମୟୂରଭଞ୍ଜ: ମଣିଷଙ୍କୁ ପଶୁ ଇଂଜେକ୍ସନ୍ ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ମୟୂରଭଞ୍ଜ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାଯାଇଛି । କ୍ୱାକ ବିଶ୍ବନାଥ ବେହେରାଙ୍କୁ ଲୋକେ ଜିମା ଦେବା ପରେ ପୁଲିସ ଛାଡ଼ିଦେଇଥିବା ଅଭିଯୋଗ ଆସିବାପରେ ମହୁଲଡ଼ିହା ଥାନା ଏଏସଆଇ…

ଆଜିଠୁ ଲାଗୁ ହେଲା ଓମଫେଡ କ୍ଷୀରର ବର୍ଦ୍ଧିତ ଦର , ଲିଟର ପିଛା ୨ଟଙ୍କା ବୃଦ୍ଧି

 ଭୁବନେଶ୍ୱର : ଆଜିଠୁ ଲାଗୁ ହେଲା ଓମଫେଡ କ୍ଷୀରର ବର୍ଦ୍ଧିତ ଦର । ଓମଫେଡ କ୍ଷୀରର ଦର ବଢିଛି । ଲିଟର ପିଛା ୨ ଟଙ୍କା ବୃଦ୍ଧି କରିଛି କମ୍ପାନୀ । ଚାଷୀଙ୍କ ଲାଭକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି । ଓମଫେଡ ଗୋଲ୍ଡ ମୂଲ୍ୟ ୫ମିଲି ଲିଟିର ପ୍ରତି ୨୪ ଟଙ୍କା ଏବଂ ଓମଫେଡ ପ୍ରିମିୟମ…

ଆଜି ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ:ମାଲକାନଗିରିରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କରିବେ ସମୀକ୍ଷା

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ଗସ୍ତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ । ଆଜି ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସଂଧ୍ୟାରେ କୋରାପୁଟରେ ପହଂଚିବା ପରେ କରିବେ ରାତ୍ରି ଯାପନ । ଶୁକ୍ରବାର ସକାଳେ ମାଲକାନଗିରି ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କରିବେ ସମୀକ୍ଷା । ସେପଟେ,…

କଟକ ଚଣ୍ଡୀ ମନ୍ଦିରରେ ୫- ଟି ସଚିବ: ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା

କଟକ  : କଟକ ଚଣ୍ଡି ମନ୍ଦିର ବୁଲି ଦେଖିଲେ ୫-ଟି ସଚିବ ଭିକେ ପାଣ୍ଡିଆନ । ଆଜି ସକାଳୁ ପହଂଚି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଏହି ସମୟରେ ଜିଲ୍ଲାପାଳଙ୍କ ସହ କଟକ ଡିସିପି ଓ ମହାନଗର ନିଗମ କମିଶନ ଉପସ୍ଥିତ ଥିଲେ । ମାଆ କଟକ ଚଣ୍ଡିଙ୍କ ଦର୍ଶନ କରିବା ପରେ ମନ୍ଦିରର…

ମନ୍ତ୍ରୀ ନବ ଦାସଙ୍କ ରୋଷେୟାଙ୍କ ଶବକୁ ରାତିରେ ବ୍ୟବଛେଦ କରାଇବା ପଛରେ କାରଣ କ’ଣ?

ଝାରସୁଗୁଡା: ରୋଷେୟା ଲଳିତ ସାହୁଙ୍କ ମୃତ୍ୟୁ ମାମଲେ ବିବାଦ ଭିତରକୁ ଟାଣି ହୋଇଯାଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ । ଯଦିଓ ଲଳିତ ସାହୁ ଆତ୍ମହତ୍ୟା କରିଛନ୍ତି ବୋଲି ଜଣାପଡିଛି ହେଲେ ଶବ ବ୍ୟବଚ୍ଛେଦ ରାତିରେ କେଉଁ ପରିସ୍ଥିତିରେ ହେଲା ତାକୁ ନେଇ ବିଜେପି ନେତା ଟଙ୍କଧର ତ୍ରିପାଠୀ…

ଦେଶର ଶ୍ରେଷ୍ଠ ହସ୍ପିଟାଲ୍ ତାଲିକାରେ କିମ୍‍ସ

ଭୁବନେଶ୍ୱର: କିମ୍‍ସ ଭାରତର ଶ୍ରେଷ୍ଠ ହସ୍‍ପିଟାଲ୍‍ ମଧ୍ୟରେ ସ୍ଥାନ ପାଇବାର ଗୌରବ ଅର୍ଜନ କରିଛି । ନିକଟରେ ବହୁଳ ପ୍ରସାରିତ ଇଂରାଜୀ ପତ୍ରିକା ଆଉଟ୍‍ଲୁକ୍‍ ଓ ଏନ୍‍ଇବି ରିସର୍ଚ୍ଚ ଦ୍ୱାରା ଦେଶର ବିଭିନ୍ନ ଖ୍ୟାତି ସମ୍ପନ୍ନ ହସ୍‍ପିଟାଲକୁ ନେଇ ଏକ ରାଙ୍କିଂ ପ୍ରସ୍ତୁତ କରାଯାଇଥିଲା। ଏଥିରେ…