Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଚଣ୍ଡ ତାତି ସହ କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର:  ରାଜ୍ୟ ତମାମ ପ୍ରଚଣ୍ଡ ତାତି ଜାରି ରହିଛି । ଆଗକୁ ବିଭିନ୍ନ ସ୍ଥାନରେ ତାପମାତ୍ରା ଆହୁରି ବଢ଼ିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ବଲାଙ୍ଗୀର,…

ଠାକୁରମୁଣ୍ଡାର ଠକ ଡାକ୍ତର କାରନାମା: ମଣିଷକୁ ଦେଲେ ପଶୁ ଇଞ୍ଜେକସନ

 ମୟୁରଭଞ୍ଜ: ମଣିଷ ଦେହରେ ପଶୁଙ୍କ ଇଞ୍ଜେକ୍ସନ ଦେଲା ନକଲି ଡାକ୍ତର  । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଠାକୁରମୁଣ୍ଡା ବ୍ଲକ ମହୁଲଡିହାରେ ଜଣେ ବ୍ୟକ୍ତିଙ୍କୁ ଅଣ୍ଟା ବ୍ୟଥା ପାଇଁ ପଶୁଙ୍କ ପାଇଁ ବ୍ୟବହୃତ ଇଞ୍ଜେକ୍ସନ ବ୍ୟବହାର କରିବା…

[ଦେଖନ୍ତୁ ଭିଡିଓ] ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତରେ ଲଙ୍କାପୋଡି ନୀତି

ପୁରୀ : ପବିତ୍ର ଶ୍ରୀରାମ ନବମୀରୁ ଶ୍ରୀକ୍ଷେତ୍ରରେ ଚାଲିଥିବା ସାହିଯାତ୍ରାରେ ଲଙ୍କାପୋଡି ନୀତି ଅନୁଷ୍ଠିତ ହୋଇଯାଇଛି । ଚୈତ୍ର ପୂର୍ଣ୍ଣିମା ତିଥିରେ ଦୋଳମଣ୍ଡପ ସାହି ଆଖେଡା ପକ୍ଷରୁ ଲଙ୍କାପୋଡି ପ୍ରସ୍ତାବ କରାଯାଇଥିଲା । ମହାପ୍ରଭୁଙ୍କ ଆଜ୍ଞାମାଳା ପ୍ରାପ୍ତ ହେବା ପରେ ରାବଣ ଓ ହନୁମାନ…

[ଦେଖନ୍ତୁ ଭିଡିଓ] ପ୍ରବାଦପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ମନେ ପଡ଼ନ୍ତି ବିଜୁ ବାବୁ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ…

[ଦେଖନ୍ତୁ ଭିଡିଓ] ଓଡ଼ିଆ ମାନଙ୍କର ଗର୍ବ ଗୌରବ : ଝଡ଼ର ଇଗଲ ତଥା ମହାନ ଜନନାୟକଙ୍କ ସ୍ମୃତିରେ . . .

ଭୁବନେଶ୍ୱର : ବିଜୟାନନ୍ଦ ପଟ୍ଟନାୟକ ବନାମ ବିଜୁ ପଟ୍ଟନାୟକ।  ବିଜୁ ପଟ୍ଟନାୟକ, ଓଡିଆମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା ତଥା ସ୍ଥପତି, ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ | ଏହି…

ଜଗା ଦର୍ଶନ ହେଲା ଶେଷ ଦର୍ଶନ: ଶ୍ରୀମନ୍ଦିରରେ ଟଳିପଡ଼ି ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ସୁଦୂର ଛତିଶଗଡ଼ରୁ ଛୁଟି ଆସିଥିଲେ ଜଣେ ବୃଦ୍ଧ। ସେ ନିଜର ପରିବାର ସହ ପୁରୀ ଆସିଥିଲେ। କିନ୍ତୁ ଜାଣି ନଥିଲେ ଯେ ଏହି ଯାତ୍ରା ହେବ ତାଙ୍କର ଶେଷ ଯାତ୍ରା। ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ଏଭଳି ଘଟଣା ଘଟିଥିବା ଜଣାଯାଇଛି। ଛତିଶଗଡ଼ର ୭୨…

ପୁରୀ ବେଳାଭୂମିରେ ବିଚ୍‌ କନେକ୍ଟ କାର୍ଯ୍ୟକ୍ରମ, ସବୁ ରବିବାର ହେବ ଆୟୋଜନ

ପୁରୀ : ପୁରୀ ବେଳାଭୂମିରେ ବିଚ୍‌ କନେକ୍ଟ କାର୍ଯ୍ୟକ୍ରମ, ସବୁ ରବିବାର ହେବ ଆୟୋଜନ ।   ଆଜିଠାରୁ ସଂଯୋଗ ସ୍ବର୍ଣ୍ଣାଭ ବେଳାଭୂମି କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଛି । ଆଜି ଭୋର ୫ଟା ୩୦ରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହା ୮.୩୦ ଯାଏଁ ଅନୁଷ୍ଠିତ ହୋଇଛି । ପୁରୀ ବେଳାଭୂମିକୁ ସ୍ୱଚ୍ଛ,…

ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ

ରାୟଗଡ଼ା : ରାୟଗଡ଼ା ରାମନଗୁଡ଼ା ଥାନା ପଣସଗୁଡ଼ାରେ ଦୁର୍ଘଟଣା। ଧାନ ମିଲ୍ ନିକଟରେ ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ ହୋଇଯାଇଛି । ଘରକୁ ଫେରୁଥିବା ବେଳେ ଗଛରେ ପିଟି ହୋଇ ଏକ ଖାଲରେ ପଡ଼ିଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକ ଦୁଇ ଜଣ ରଞ୍ଜିତ ଶବର ଓ କୁମାର ଶବର…

ଢେଙ୍କାନାଳ ଗୁଳିକାଣ୍ଡ ଘଟଣା: ୱାର୍ଡମେମ୍ବରଙ୍କୁ ହତ୍ୟା ପରେ ପ୍ରତିଶୋଧ ନେଲେ ମୃତକଙ୍କ ପରିବାର

ଢେଙ୍କାନାଳ : ଉଗ୍ର ହେଲା ଢେଙ୍କାନାଳ ଗୁଳିକାଣ୍ଡ ଘଟଣା । ୱାର୍ଡମେମ୍ବରକୁ ଗୁଳିମାରିବା ପରେ, ମୁଖ୍ୟ ଅଭିଯୁକ୍ତଙ୍କ ପରିବାର ଉପରେ ମଧ୍ୟ ଆକ୍ରମଣ କରାଯାଇଛି । ଗୁଳିମାଡର ପ୍ରତିଶୋଧ ନେଇଛନ୍ତି ମୃତକଙ୍କ ପରିବାର ଲୋକ । ତେବେ ଅଭିଯୁକ୍ତ ନୁରୁ ନାୟକଙ୍କ ଘରେ ପଶି ତାଙ୍କ ପତ୍ନୀ ଓ ପୁଅକୁ…

ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା: ଆଜି କୋର୍ଟରେ ହାଜର ହେବ ଅଭିଯୁକ୍ତ ଶିବପ୍ରସାଦ ସାହୁ

କଟକ: ରହସ୍ୟ ଘେରରେ ମାହାଙ୍ଗା ଗଣହତ୍ୟା ମାମଲା । ଏକୁଟିଆ ଶିବ ୫ ଜଣଙ୍କୁ କିପରି କଲା ହତ୍ୟା, ତାହାକୁ ନେଇ ଏବେ ବି ସନ୍ଦେହ ବଢିବାରେ ଲାଗିଛି । ଏହାରି ଭିତରେ ଅଭିଯୁକ୍ତ ଶିବ ସାହୁର ତିନି ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଛି । ଆଜି ତାକୁ କୋର୍ଟରେ ହାଜର କରାଯିବ । ଆଗକୁ ଆବଶ୍ୟକ ପଡ଼ିଲେ…