Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି

ପୁରୀ : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହୁନୁମାନ ଜୟନ୍ତୀ । ଏନେଇ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ଦୟଣା ଚୋରି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ସମେତ ମଠ ପରିସରରେ ଦୟଣା ଚୋରି ନୀତି ସମ୍ପନ୍ନ ହେବ । ଗୁରୁବାର ସକାଳୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧୁବନ ନାଗାପାଟଣା ନିବାସୀ…

ରେଳ ଧାରଣାରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଜିଲ୍ଲା ହୀରାକୁଦ ଷ୍ଟେସନ ନିକଟରେ ଅଘଟଣ । ଷ୍ଟେସନ ନିକଟ ଏ . କଟାପାଲି ଓଭରବ୍ରିଜ ତଳେ ରେଳ ଧାରଣାରୁ ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଯୁବକ ଯୁବତୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ଟ୍ରେନରେ କଟି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା କରିଛନ୍ତି । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ…

ପୁଣି ଅଘଟଣ: ମହାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଯୁବକ

ଜଗତସିଂହପୁର : ଜଗତସିଂହପୁର କୁଜଙ୍ଗ ନିକଟରେ ଅଘଟଣ । ମହାନଦୀରେ ବୁଡି ଦୁଇ ଯୁବକ ମୃତ, ଗାଧୋଇବାକୁ ଯାଇ ପାଣିରେ ବୁଡିଗଲେ । ଗାଧୋଇବାକୁ ଯାଇ ମହାନଦୀରେ ବୁଡି ଦୁଇ ଯୁବକ ମୃତ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଅଗପାଳ ପଂଚାୟତ ପଥୁରିଆ ଗ୍ରାମର ଦୁଇ ଯୁବକ  । ସକାଳ ୯ଟା ସମୟରେ…

ପ୍ରଭାତ ପଟ୍ଟନାୟକଙ୍କୁ ମିଳିବ ୨୦୨୨ ମାଲକମ୍ ଅଡିଶେଷିୟା ପୁରସ୍କାର

ଭୁବନେଶ୍ୱର : ପ୍ରଭାତ ପଟ୍ଟନାୟକଙ୍କୁ ମିଳିବ ୨୦୨୨ ବର୍ଷ ପାଇଁ ମାଲକମ୍ ଅଡିଶେଷିୟା ପୁରସ୍କାର । ଜଣାଶୁଣା ଭାରତୀୟ ଅର୍ଥନୀତିଜ୍ଞ ଓ ରାଜନୈତିକ ସମୀକ୍ଷକ ପ୍ରଭାତ ପଟ୍ଟନାୟକ ୨୦୨୨ ମଲକମ୍ ଆଡିଶିୟା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଏହି ପୁରସ୍କାର ପ୍ରତି ବର୍ଷ ମାଲକମ୍ ଏବଂ ଏଲିଜାବେଥ…

ପିଶାଚୀ ମା’ , ତିନି ବର୍ଷର ଶିଶୁକୁ ଗଳାକାଟି ନୃଶଂସ ଭାବେ ହତ୍ୟା କଲା

କୋରାପୁଟ : ରାକ୍ଷସୀ ସାଜିଲା ମା' । ରକ୍ତ ଭୁଲିଗଲା ରକ୍ତ ସମ୍ପର୍କ । ତିନି ବର୍ଷର ଶଶିକୁ ଅତି ନୃଶଂସ ଭାବେ ହତ୍ୟା କଲା ମା । ମା' ଶିଶୁଟିକୁ ଧାରୁଆ ଅସ୍ତ୍ରରେ ବେକ କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି ।କୋରାପୁଟ ସଦର ଲୁକୁମାରୀ ଗାଁରେ ଏପରି ଅଘଟଣ ଘଟିଛି । ଘଟଣା ସ୍ଥଳରେ କୋରାପୁଟ…

କଣ୍ଟିଲୋ ନୀଳମାଧବଙ୍କୁ ଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ , ବିଭିନ୍ନ ଉନ୍ନତିମୂଳକ କାମର କଲେ ସମୀକ୍ଷା

ନୟାଗଡ : ନୟାଗଡ ଜିଲ୍ଲାର କଣ୍ଟିଲୋ ନୀଳମାଧବ ମନ୍ଦିର ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ । ପାଣ୍ଡିଆନ ପ୍ରଥମେ ମନ୍ଦିରରେ ପହଁଞ୍ଚି ନୀଳ ମାଧବଙ୍କୁ ଦର୍ଶନ କରିଛନ୍ତି ।ପରେ ମନ୍ଦିର ପରିସର ପାଣ୍ଡିଆନ ବୁଲିଦେଖିବା ସହ ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିଛନ୍ତି । କଣ୍ଟିଲୋ…

ବାଲୁକା କଳାରେ ଓଡ଼ିଆ ନବବର୍ଷର ଅଭିନନ୍ଦ ନଜଣାଇଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ

ପୁରୀ: ବାଲୁକା କଳା ମାଧ୍ୟମରେ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଗୁରୁବାର ହନୁମାନ ଜୟନ୍ତୀ ଏବଂ ଓଡ଼ିଆ ନବବର୍ଷ ଥିବାରୁ ବାଲୁକା କଳାରେ ଆଗୁଆ ଶୁଭେଚ୍ଛା ଜଣାଇଛନ୍ତି ମାନସ । ତାଙ୍କ ବାଲୁକା କଳାରେ ରହିଛି ପ୍ରଭୁ ଶ୍ରୀ ହନୁମାନଙ୍କ…

ମେରୁ ଉତ୍ସବ ପାଳନ ବେଳେ ଉତ୍ତେଜନା: ଢେଲାପଥର ମାଡ଼ରେ ଜଣଙ୍କର ମୃତ୍ୟୁ

ନୟାଗଡ଼: ମେରୁ ଉତ୍ସବ ପାଳନ ବେଳେ ଟାଉନ ଥାନା ଅଧୀନ ଦୁର୍ଗାପ୍ରସାଦ ଓ ଦେଉଳପଲ୍ଲୀ ଗାଁ ମଧ୍ୟରେ ଗଣ୍ଡଗୋଳ ଘଟି ଜଣଙ୍କର ମୃତ୍ୟୁ ଘଟିଥିବାର ଖବର ମିଳିଛି। ଏଥିରେ ନୟାଗଡ଼ ଥାନା ଆଇଆଇସି ବି ଆହତ ହୋଇଛନ୍ତି। ଟେକାପଥର ମାଡ଼ରେ ଉଭୟ ଗାଁର ୧୦ରୁ ଅଧିକ ଲୋକ ଆହତ ହୋଇଥିବାର ସୂଚନା ରହିଛି। ମେରୁ…

[ଦେଖନ୍ତୁ ଭିଡିଓ] ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସେ ଏକ ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ଆପଣମାନଙ୍କୁ ଅଭିନନ୍ଦନ ଜଣାଉଛି।…

ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆ ବର୍ଷ

 ଭୁବନେଶ୍ୱର: ଓଡିଆରେ କଥା ଅଛି ‘ବାର ମାସରେ ତେର ପର୍ବ’ ଅର୍ଥାତ କାଳ ତୁଳନାରେ ଅନେକ ପର୍ବପର୍ବାଣି ଓଡିଶାରେ ଅନୁଷ୍ଠିତ ହୁଏ । ଉତ୍କଳର ପର୍ବପର୍ବାଣି ଗୁଡିକ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନ ଉପରେ ପ୍ରତିଷ୍ଠିତ । ଉତ୍କଳୀୟମାନେ ପର୍ବପର୍ବାଣିକୁ ବହୁତ ଆନନ୍ଦ ସହକାରେ ପାଳନ କରନ୍ତି ।…