Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାଲୁର ବିଧାୟକ ହେଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ, କୋଟିଆକୁ ନେଇ ବଢ଼ିବ ଓଡ଼ିଶାର ଅଡୁଆ !

କୋଟିଆ: ଆଗକୁ କୋରାପୁଟ କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବଡ ଚ୍ୟାଲେଞ୍ଜର ସାମ୍ନା କରିପାରନ୍ତି । ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ସାଲୁରର ବିଧାୟକ ପି ରାଜାନ୍ନା ଦୋରାଙ୍କୁ ସେ ଉପମୁଖ୍ୟମନ୍ତ୍ରୀ କରାଇଛନ୍ତି । ଏଥିସହ ତାଙ୍କୁ…

କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ : ଦୀପୁ ଓ ଓମ୍ ହତ୍ୟା ଘଟଣାରେ ସାକ୍ଷ୍ୟ ଗ୍ରହଣ ପାଇଁ ହାଜର

କଟକ: କୋର୍ଟରେ ହାଜର ହେଲେ ଡି ବ୍ରଦର୍ସ । କଟକ ଜିଲ୍ଲା ଦୌରା ଜଜ୍ କୋର୍ଟରେ ହାଜର ହୋଇଛନ୍ତି ଶୁସୀଲ ଓ ଶୁଶାନ୍ତ ଧଳ ସାମନ୍ତ ।ଦୀପୁ ମଲ୍ଲୀକ ଏବଂ ଓମ୍ ସ୍ୱାଇଁ ହତ୍ୟା କାଣ୍ଡ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ଦୁଇ ଭାଇଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସୂଚନାଅନୁସାରେ ୨୦୧୩ ମସିହା…

ରାଜଧାନୀରେ ଭୁଜାଲିରେ ହାଣି ଲୁଟ, ଶୋଇଛି କମିଶନରେଟ ପୋଲିସ ?

ଭୁବନେଶ୍ୱର: ଆଇନ ବ୍ୟବସ୍ଥାକୁ ଫୁ କରି ଗୋଟିଏ ପରେ ଗୋଟିଏ ଅପରାଧ ଘଟାଇବାରେ ସଫଳ ହୋଇ ଚାଲିଛନ୍ତି ଅପରାଧୀ । ଆଉ ଜଳକା ହୋଇ ବସିଛି କମିଶନରେଟ ପୋଲିସ । ରାତି ହେଲେ କିଟମିଟ ଅନ୍ଧାର ହେଲା ମାତ୍ରେ ଅପରାଧୀ ଚେଇଁ ଉଠୁଛନ୍ତି । ଆଉ ଘଟାଉଛନ୍ତି ଗୋଟିଏ ପରେ ଗୋଟିଏ ବଡ ଅପରାଧ। ଗତକାଲି…

ବିକାଶ ବଦଳରେ ବିନାଶ କାମରେ ବ୍ୟସ୍ତ ବିଏମସି: ଅପରାଜିତା

ଭୁବନେଶ୍ୱର: ଝାରପଡା ହାଟକୁ ବେଆଇନ କହି ବିଏମସି ଭାଙ୍ଗି ଦେବା ପରେ ଆଜି ସାଂସଦ ଅପରାଜିତା ଷଡ଼ଙ୍ଗୀ ଘଟଣାସ୍ଥଳକୁ ଯାଇ କ୍ଷତିଗ୍ରସ୍ତଙ୍କୁ ଭେଟିଛନ୍ତି । ଏହି ସମୟରେ କ୍ଷତିଗ୍ରସ୍ତ ବ୍ୟବସାୟୀଙ୍କ ସହ ଆଲୋଚନା କରିଛନ୍ତି । ଏହାପରେ ସେ ବିଏମସି ଉପରେ ବର୍ଷିଛନ୍ତି । ବିକାଶ କାମରେ ନିୟୋଜିତ…

ଯୋଡା ଗୋଷ୍ଠୀ ସଂଘର୍ଷ ଘଟଣା : କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ ,୧୪୪ ଧାରା ବଳବତ୍ତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡାରେ ଗୋଷ୍ଠୀ ସଂଘର୍ଷ ଘଟଣା । ଏନେଇ କେନ୍ଦୁଝରରେ ଗତକାଲି ଠାରୁ ଇଣ୍ଟରନେଟ ସେବା ବନ୍ଦ ରହିଛି । ହନୁମାନ ଝଣ୍ଡାନେବାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ଗତକାଲିଠାରୁ ଗଣ୍ଡୋଗୋଳ ହୋଇଥିଲା ।ଏନେଇ କାଲିଠାରୁ ଜାରି ହୋଇଥିବା ୧୪୪ ଧାରା ଆଜି ବି ବଳବତ୍ତର…

ବଢୁଛି ରୌଦ୍ର ତାପ: ୧୨ଟି ସହରରେ ପାରଦ ୪୦ ପାର୍

ଭୁବନେଶ୍ୱର : ଦିନକୁ ଦିନ ରାଜ୍ୟରେ ବଢୁଛି ରୌଦ୍ର ତାପ । ଅସହ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଗତକାଲି ରାଜ୍ୟର ୧୨ଟି ସହରରେ ପାରଦ ୪୦ ପାର୍ କରିଥିଲା । ୪୨ ଦଶମିକ ୬ ଡିଗ୍ରୀ ସହ ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା । ତାପଛକୁ ବଲାଙ୍ଗିର, ଝାରସୁଗୁଡ଼ା, ସୋନପୁର ଆଦି…

ପୂର୍ବତନ ରାଜ୍ୟ ବିଜେପି ସଭାପତି ‘ମୁଣ୍ଡକାଟ’ ଧମକ ଦେଇଥିବା ଅଭିଯୋଗ

ଜୁନାଗଡ: ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଏକ ବୈଠକରେ ମୁଣ୍ଡକାଟ ପାଇଁ ଧମକ ଦେଇଥିବା ଅଭିଯୋଗ ହୋଇଛି । ସୋମବାର ଜୁନାଗଡ ଏନଏସିରେ ନିର୍ବାଚିତ କାଉନସିଲରଙ୍କୁ ନେଇ ଏକ ବୈଠକ ବସିଥିଲା। ଏହି ସମୟରେ ବିଜେଡି କାଉନସିଲରଙ୍କ ସହ ଯୁକ୍ତିତର୍କ ବେଳେ…

କୋଟିପତି ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦୁର୍ନୀତି: ଆନିକଟ୍‌ ମରାମତି ପାଇଁ ଆସିଥିବା ଅନୁଦାନ ହଡପ୍‌

 ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପଡ଼ିଥିବା କୋଟିପତି ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦୁର୍ନୀତିର ଫିଟୁଛି ଗୁମର । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଞ୍ଚଳରେ ଲକ୍ଷ ଲକ୍ଷ ଟଙ୍କାର ଦୁର୍ନୀତିର ଚିତ୍ର ସାମ୍ନାକୁ ଆସିଛି । ବର୍ଷା ଜଳ ସଂରକ୍ଷଣ ପାଇଁ ଉଦ୍ଧିଷ୍ଟ ସମାପଲ୍ଲୀ ଓ ପଥରା ଗାଁ ନିକଟରେ…

ମହାନଦୀରେ ଗାଧୋଇବା ବେଳେ ନିଖୋଜ ତୃତୀୟ ନାବାଳକର ମୃତଦେହ ଉଦ୍ଧାର

କଟକ: ଜଗତପୁର ଥାନା ଯୋବ୍ରା ବ୍ୟାରେଜ୍ ନିକଟରେ ମହାନଦୀରେ ଗାଧୋଇବା ବେଳେ ନିଖୋଜ ଥିବା ତୃତୀୟ ନାବାଳକର ମୃତଦେହ ଗୁରୁଦ୍ୱାର ନିକଟରୁ ଉଦ୍ଧାର ହୋଇଛି। ଆଜି ସକାଳ ପ୍ରାୟ ୬ଟା ବେଳେ ତୃତୀୟ ନାବାଳକର ମୃତଦେହ ମିଳିଥିବା ଜଣାଯାଇଛି। ମୃତକ ହେଲେ ରାଜ୍ ଓରଫ ସିଦ୍ଦିକ୍ ଖାନ୍ (୧୭)। ଗତ ରବିବାର…

ଇଂଲିଶ ଚ୍ୟାନେଲ ଅତିକ୍ରମ କରିବା ଲକ୍ଷ୍ୟରେ ସୁଚେତା, ଭୁବନେଶ୍ୱରରେ ଚାଲିଛି ପ୍ରସ୍ତୁତି

ଭୁବନେଶ୍ୱର: ସୁଚେତା ଦେବ ବର୍ମନ ଜୁଲାଇରେ ଇଂଲିଶ ଚ୍ୟାନେଲ ଅତିକ୍ରମ କରିବା ପାଇଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ କଠିନ ଅଭ୍ୟାସ ଜାରୀ ରଖିଛନ୍ତି । ୩୮ ବର୍ଷୀୟା ଏହି ଲଙ୍ଗ ଡିଷ୍ଟାନ୍ସ ଓପନ ୱାଟର ସନ୍ତରଣକାରୀ ବିଶ୍ୱର ୧୩ଟି କଷ୍ଟକର ସ୍ଥାନରେ ପହଁରିବା ପାଇଁ ଆଶା ବ୍ୟକ୍ତ କରିଛନ୍ତି ।…