Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶିକ୍ଷାନୁଷ୍ଠାନ ନିକଟରେ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି ନେଇ ବିଶ୍ଳେଷଣ କରିବେ ସରକାର

ଭୁବନେଶ୍ବର: ସରକାରଙ୍କୁ ଘାରିଛି ସ୍କୁଲ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଚିନ୍ତା । ରାଜ୍ୟର ସମସ୍ତ ଦୁର୍ଘଟଣା ପ୍ରବଣ ଅଞ୍ଚଳ ନିକଟରେ ଥିବା ଶିକ୍ଷାନୁଷ୍ଠାନର ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରିବାକୁ ସରକାର ନୂଆ ଯୋଜନା କରୁଛନ୍ତି । ବିଶ୍ଳେଷଣ ସମ୍ଭାବ୍ୟ ବିପଦ ଚିହ୍ନଟ କରିବା ଏବଂ ବିପଦ ହ୍ରାସ…

ସିରିଜ୍ ଦୁର୍ଘଟଣାରେ ୩ ମୃତ, ଜଣେ ଗୁରୁତର

ମାଲକାନଗିରି: ମାଲକାନଗିରି ଜିଲ୍ଲା ୩୨୬ ନମ୍ବର ଜାତୀୟ ରାଜପଥର କତାମେଟାରେ ସିରିଜ୍ ଦୁର୍ଘଟଣା । ଟ୍ରକ ପଛପଟେ ଦୁଇଚି ବାଇକ୍ ପିଟି ହୋଇଯିବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି । ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ରାଜଧାନୀର ଦୁର୍ଗା ପୂଜା ମଣ୍ଡପଗୁଡ଼ିକରୁ ୨୦୦ ଟନରୁ ଅଧିକ ସଫା ହେଲା ଅଳିଆ

ଭୁବନେଶ୍ବର: ସରିଛି ଦଶହରା ପର୍ବ । ଏବେ ଆରମ୍ଭ ହୋଇଛି ସଫେଇ କାମ । ରାଜଧାନୀର ସବୁ ଦୁର୍ଗା ପୂଜା ମଣ୍ଡପ ଗୁଡିକରୁ ବିଏମସି କର୍ମଚାରୀମାନେ ୨୦୦ ଟନ୍‌ରୁ ଅଧିକ ଅଳିଆ ସଫା କରିଛନ୍ତି । ଏହା ସହିତ ଦୈନିକ ୮୦୦ ମେଟ୍ରିକ୍ ଟନ୍ ଶୁଖିଲା ଅଳିଆ ସଫା କରାଯାଉଛି । ଏନେଇ ବିଏମସି ଅଧିକାରୀମାନେ ଆଜି…

ଅକ୍ଟୋବର ୫ରୁ ବିଦେଶ ଗସ୍ତରେ ଯିବେ ବାଚସ୍ପତି

ଭୁବନେଶ୍ୱର: ବିଦେଶ ଗସ୍ତରେ ଯିବେ ବାଚସ୍ପତି ସୁରମା ପାଢ଼ୀ । ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଚଳିତ ମାସ ୫ରୁ ୧୯ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ ବାଚସ୍ପତି । ଏନେଇ ନିଜେ ଗଣାମଧ୍ୟମରେ ସେ ସୂଚନା ଦେଇଛନ୍ତି ।…

ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣା: ଆସନ୍ତାକାଲି କଟକ ବନ୍ଦ ଡାକରା

କଟକ: କଟକ ଦରଘା ବଜାରରେ ଭସାଣ ଶୋଭାଯାତ୍ରାରେ ଗଣ୍ଡଗୋଳ ଘଟଣା । ଆସନ୍ତାକାଲି ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କଟକ ବନ୍ଦ ଡାକରା ଦିଆଯାଇଛି । ଗଣ୍ଡଗୋଳ ଘଟଣା ପାଇଁ ପରିଷଦ ପକ୍ଷରୁ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ଦାୟୀ କରାଯାଇଛି । ଏହାସହ କଟକ ଜିଲ୍ଲାପାଳ ଓ ଡିସିପିଙ୍କ ବଦଳି ଦାବି କରାଯାଇଛି…

ଏସଆଇ ନିଯୁକ୍ତି ପରୀକ୍ଷା ମହାଘୋଟାଲା: ଶନିବାର ସୁଦ୍ଧା ରିପୋର୍ଟ ଦେବାକୁ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ବାତିଲ ପରେ ଏବେ ଏହି ପ୍ରସଙ୍ଗକୁ ନେଇ ଚାରିଆଡେ ଚର୍ଚ୍ଚା ଯୋର ଧରିଛି । ରାଜନୀତିକ ମହଲରେ ବି ବେଶ୍ ଚର୍ଚ୍ଚାରେ ରହିଛି । ସେପଟେ, ବାତିଲ ନିଯୁକ୍ତି ପରୀକ୍ଷାକୁ ନେଇ ସରକାର କଡା ଆଭିମୁଖ୍ୟ ଜାହିର କରିଛନ୍ତି । ଜୁନ୍ ୨୦୨୪ରୁ ଆଜି ପର୍ଯ୍ୟନ୍ତ ବାତିଲ…

ରାଜ୍ୟର ଦଶହରା ଦୁର୍ଗାମେଢ଼ଗୁଡିକୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ

ଭୁବନେଶ୍ୱର: ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି । ଦୁର୍ଗାମେଢ଼କୁ ୩…

ଐତିହାସିକ କଟକ ବାଲିଯାତ୍ରା-୨୦୨୫: ପ୍ରସ୍ତୁତିର ସମୀକ୍ଷା କଲେ ଉନ୍ନୟନ ସଚିବ

କଟକ: ନଭେମ୍ବର ୫ରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା-୨୦୨୫ । ଏହି ବୃହତ ବାଣିଜ୍ୟିକ ମେଳାର ପ୍ରସ୍ତୁତି ନେଇ ଆଜି ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଉନ୍ନୟନ କମିଶସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଲୋକସେବା…

ବହୁଚର୍ଚ୍ଚିତ ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲାରେ ପୁଣି ୨ ଗିରଫ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ଜାଲିଆତି ମାମଲାରେ ପୁଣି ୨ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗିରଫ ଅଭିଯୁକ୍ତମାନେ ହେଲେ କଟକ ଜିଲ୍ଲା ବାଙ୍କୀ ଉପଖଣ୍ଡ ବୈଦ୍ୟେଶ୍ୱର ଥାନା ଅନ୍ତର୍ଗତ କଳାପଥର ଗ୍ରାମର ଭଗବାନ ସାହୁଙ୍କ ପୁଅ ଲୋକନାଥ ସାହୁ ଏବଂ ଉକ୍ତ ଗ୍ରାମର ତଳସାହିର ସାଧୁଆ…

ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ; ବିଦେଶ ଗସ୍ତରେ ଯିବେ ବାଚସ୍ପତି

ଭୁବନେଶ୍ୱର: ୬୮ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ଅକ୍ଟୋବର ୫ରୁ ୧୯ ତାରିଖ ପର୍ଯ୍ୟନ୍ତ ବିଦେଶ ଗସ୍ତରେ ଯିବେ ବାଚସ୍ପତି ସୁରମା ପାଢ଼ୀ। ଏ ସଂପର୍କରେ ସୂଚନା ଦେଇ ବାଚସ୍ପତି କହିଛନ୍ତି ଯେ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘରେ ୫୬ଟି…