Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗିରଫ ହେଲେ କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳ

ଭଞ୍ଜନଗର :  ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତୀକେଶ୍ୱର ରାଉଳଙ୍କୁ ଆଜି ଗିରଫ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି ।ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ । ଦୀର୍ଘ ୪୮ ଘଣ୍ଟାଧରି ଯନ୍ତ୍ରୀ ଘରେ ରେଡ ଜାରି ରଖିଥିଲା…

ବିଦ୍ୟୁତ ବିଭ୍ରାଟର ବିକଳ୍ପ ସମାଧାନ : ଟିପିଏସ୍‌ଓଡିଏଲ୍ ପକ୍ଷରୁ ବିଦ୍ୟୁତ ଯୋଗାଣ ପାଇଁ ଭ୍ରାମ୍ୟମାଣ କମ୍ପାକ୍ଟ…

ବ୍ରହ୍ମପୁର : ବ୍ରହ୍ମପୁରରେ ଟିପିଏସଓଡିଏଲ ପକ୍ଷରୁ ଭରସାଯୋଗ୍ୟ ବିଦ୍ୟୁତ ଯୋଗଣ ପାଇଁ ଭ୍ରାମ୍ୟମାଣ୍ୟ କମ୍ପାକ୍ଟ ଷ୍ଟେସନ ଶୁଭାରମ୍ଭ ହୋଇଛି । ବିଦ୍ୟୁତ ବିଭ୍ରାଟ ସମୟରେ ଭରସ୍ୟାଯୋଗ୍ୟ ଯୋଗାଣ ପାଇଁ ଏହା ବିକଳ୍ପ ସମାଧାନ ।  ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ଣ୍ଣ ଓଡ଼ିଶା…

ଶ୍ରୀକ୍ଷେତ୍ରରେ ଚାଞ୍ଚଲ୍ୟ, ହୋଟେଲ ରୁମରୁ ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ପୁରୀ : ଶ୍ରୀକ୍ଷେତ୍ରରେ ପୁଣି ଚାଞ୍ଚଲ୍ୟ । ପୁରୀ ସମୁଦ୍ରକୂଳରେ ଥିବା ଏକ ହୋଟେଲରେ ପର୍ଯ୍ୟଟକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ଆସିଛି । ହୋଟେଲରେ ପୋଲିସ ପହଁଞ୍ଚି ମୃତଦେହ ଜବତ କରିଛି । ମୃତକ ପର୍ଯ୍ୟଟକ ଜଣକ ପଶ୍ଚିମବଙ୍ଗର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ରୁମ ବାହାରେ ରକ୍ତ…

ନୂଆପଡାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ ଆରମ୍ଭ : ବିମାନରେ ପହଁଞ୍ଚିଲେ ୭ଜଣ ଡାକ୍ତର

ନୂଆପଡା : ନୂଆପଡାରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ । ଆଜିଠାରୁ ବାୟୁସ୍ୱାସ୍ଥ୍ୟସେବା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏନେଇ ୭ ଜଣ ସ୍ପେଶାଲିଷ୍ଟ ଡାକ୍ତର ନୂଆପଡା ଡାକ୍ତରଖାନାରେ ପହଁଞ୍ଚିଛନ୍ତି । ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଡାକ୍ତରମାନେ…

ସାମ୍ବାଦିକଙ୍କ ଉପରେ ପୋଲିସ ଜୁଲମକୁ ନିନ୍ଦା: ପୋଲିସ୍ କଷ୍ଟଡି ଦାୟିତ୍ୱରେ ଥିବା ହାବିଲଦାର ସସପେଣ୍ଡ

ବାଲେଶ୍ୱର : ନୀଳଗିରିରେ ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ ସସପେଣ୍ଡ ହେଲେ ହାବିଲଦାର । ପୋଲିସ୍ କଷ୍ଟଡି ଦାୟିତ୍ୱରେ ହାବିଲଦାରଙ୍କୁ ସସପେଣ୍ଡ କରିବାକୁ ନିର୍ଦ୍ଦେଶ ଦେଲେ ପୋଲିସ୍ ଡିଜି ସୁନୀଲ ବଂଶଲ । ସାମ୍ବାଦିକଙ୍କ ଗୋଡ଼ରେ ବେଡ଼ି ପକାଇବାକୁ ନିର୍ଦ୍ଦେଶ ଦେଇଥିଲେ ଆଇଆଇସି ଦୌପଦୀ…

ଔଷଧ କିଣିବାକୁ ଯାଇଥିବା ବେଳେ ଯୁବକଙ୍କୁ ଏସିଡ଼୍ ମାଡ଼

ଭଦ୍ରକ  : ଔଷଧ କିଣିବାକୁ ଯାଇ ଏସିଡ୍‌ ମାଡ଼ର ଶିକାର ହେଲେ ଯୁବକ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଏସିଡ ମାଡ଼ ଅଭିଯୋଗ ହୋଇଛି । ଭଦ୍ରକ ବନ୍ତ ଥାନା ସିଲନ୍ଦୀ ଗାଁରୁ ଏଭଳି ଅଭିଯୋଗ ଆସିଛି । ଜମି ବାଡ଼ି ଓ ମଦ ବିକ୍ରିକୁ ବିରୋଧ କରିବାରୁ ଗାଁର ଜଣେ ଯୁବକଙ୍କୁ ଏସିଡ ମାଡ଼…

ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ବିରୋଧ: ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା

ଭୁବନେଶ୍ୱର: ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ବିରୋଧ  । ରାଜଧାନୀର ଝାରପଡ଼ା ଗଣେଶ ମଣ୍ଡପ ହାଟ ଉଚ୍ଛେଦକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଘଟଣାସ୍ଥଳରେ ୧୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ନୋଟିସ ନଦେଇ ଆଜି ସକାଳୁ ସକାଳୁ ଝାରପଡ଼ା ଗଣେଶ ମଣ୍ଡପ ହାଟ…

ଡିଭାଇଡରରେ ପିଟି ହୋଇ ଓଲଟିଲା ବସ୍‌, ୧୦ରୁ ଅଧିକ ଶ୍ରମିକ ଆହତ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ବିହାରରେ ସକାଳୁ ସକାଳୁ ଘଟିଛି ଦୁର୍ଘଟଣା। ଶ୍ରମିକଙ୍କୁ ନେଇ ଯାଉଥିବା ବସ୍ ଓଲଟିପଡ଼ିଲା। ଡିଭାଇଡରରେ ବସଟି ପିଟି ହୋଇଯାଇଥିବା ବେଳେ ସେଠାରେ ଓଲଟିପଡ଼ିଥିଲା। ଏଥିିରେ ଥିବା ୧୦ରୁ ଅଧିକ ଶ୍ରମିକ ଆହତ ହୋଇପଡ଼ିଛନ୍ତି। ଦୁର୍ଘଟଣାରେ ଗୁରୁତର ହୋଇଥିବା ଶ୍ରମିକଙ୍କୁ…

ଗଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ : ଆଜି ନେତ ଉତ୍ସବରେ ଚଳଚଞ୍ଚଳ ଏକାମ୍ର କ୍ଷେତ୍ର

ଭୁବନେଶ୍ୱର : ଆସନ୍ତାକାଲି ଗଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ସେହିଭଳି ଆଜି ନେତ ଉତ୍ସବରେ ଚଳଚଞ୍ଚଳ ହୋଇପଡିଛି  ଏକାମ୍ର କ୍ଷେତ୍ର । ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଏକାମ୍ର କ୍ଷେତ୍ର । ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଂଚିଥିବା ବେଳେ…

ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ:ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ରହିଛି । ତା ସହ ଘଡଘଡି ଓ ସମ୍ଭାବନା ରହିଛି । ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ଏହାର ପ୍ରଭାବରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି । କେତେକ ଅଞ୍ଚଳରେ…