Latest Odisha News

BREAKING NEWS

Browsing Category

ଓଡିଶା

Odisha

ବୁର୍ଲା ମେଡ଼ିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା

ସମ୍ୱଲପୁର: ରୋଗୀଙ୍କର ସମ୍ପର୍କୀୟଙ୍କୁ ହତ୍ୟା ଅଭିଯୋଗ । ସମ୍ୱଲପୁର ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ରୋଗୀଙ୍କ ସମ୍ପର୍କୀୟଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । କିଛି କାମରେ ହସ୍ପିଟାଲ ବାହାରକୁ ଯାଇଥିବାବେଳେ ଏହି ଘଟଣା ଘଟିଛି । ତେବେ ଲୁଟ୍ ଉଦ୍ଦେଶ୍ୟରେ କେହି ତାଙ୍କୁ ହତ୍ୟା…

ଆଜି ୧୦୫ଟି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ

ଭୁବନେଶ୍ୱର: ଆଜି ୧୦୫ଟି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ । ଏହାସହ କଟକ ମହାନଗର ନିଗମର ଡେପୁଟି ମେୟର ପଦ ପାଇଁ ଭୋଟ ମଧ୍ୟ ହେବ ।ସେହିପରି ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ମଧ୍ୟରେ ଭୋଟ ହେବ । ୨ରୁ ଅଧିକ ପ୍ରାର୍ଥୀ ଥିଲେ ରାଉଣ୍ଡ ଓ୍ୱାରି ଭୋଟିଂ ହେବ । ପ୍ରତି…

୧୪ ଦିନିଆ ରିମାଣ୍ଡରେ ଜଗନ୍ନାଥ ଚୁଲି ଭାଙ୍ଗିଥିବା ଅଭିଯୁକ୍ତ ଜଗନ

ପୁରୀ: ପୁରୀ ଶ୍ରୀମନ୍ଦିର ରୋଷେଇ ଘର ଚୁଲି ଭାଙ୍ଗିବା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ ମହାପାତ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଏହାପରେ ପୁରୀ ଏସଡିଜିଏମ କୋର୍ଟ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅଭିଯୁକ୍ତ ଜଣକ କହିଛନ୍ତି, ରୋଷେଇ ଘରେ ସବୁଠି ପ୍ରସାଦ ଏଣେ…

ଅଧ୍ୟାଦେଶ ରୋକ୍ ପରେ ତେଜିଲା ରାଜନୀତି, ବିଜେଡି କହିଲା କେନ୍ଦ୍ର କରୁଛି ପକ୍ଷପାତିତା

ଭୁବନେଶ୍ୱର: କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ଲିଙ୍ଗରାଜ ଅଧ୍ୟାଦେଶ ଉପରେ ରୋକ୍ ଲଗାଇବା ପରେ ଏହାକୁ ନେଇ ରାଜନୀତି ତେଜିଛି । ଶାସକ ଦଳ ବିଜେଡି କହିଛି ଏ ପ୍ରସଙ୍ଗରେ ଆଇନ ମନ୍ତ୍ରାଳୟ ଦୁଇ ଥର ସ୍ପଷ୍ଚିକରଣ ରଖିସାରିଛି । କିନ୍ତୁ ଏବେ ରାଜ୍ୟ ସରକାରଙ୍କୁ ଏ ପ୍ରସଙ୍ଗରେ ଆଲୋଚନା ନକରି…

ସମ୍ବଲପୁରରେ ଆଇଓସିଏଲ ଏକ୍ସପି-୧୦୦ ତେଲ ବିକ୍ରି ଆରମ୍ଭ କଲା

ସମ୍ବଲପୁର: ଇଣ୍ଡିଆନ ଅଏଲ କର୍ପୋରେସନ ପକ୍ଷରୁ ପ୍ରଥମ ଥର ପାଇଁ ଉଚ୍ଚ କ୍ଷମତା ସମ୍ପନ୍ନ ସ୍ୱତନ୍ତ୍ର ପେଟ୍ରୋଲର ବିକ୍ରି ଆରମ୍ଭ କରାଯାଇଛି । ‘ଏକ୍ସପି-୧୦୦’ ନାମରେ ବୁଢ଼ାରଜା ସ୍ଥିତ ‘ସମ୍ବଲପୁର ଫୁଏଲ୍ସ’ ପେଟ୍ରୋଲ ପମ୍ପରେ ବିକ୍ରି ଆରମ୍ଭ କରାଯାଇଛି । ବିଶ୍ୱସ୍ତରୀୟ ଏହି ପେଟ୍ରୋଲ ଭାରତରେ…

‘ପଣା’ ପିଇ ପ୍ରାଣ ହରାଇଲେ ଦୁଇ ଜଣ, ଅନେକ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର: ପଣା ପିଇବା ପରେ ଦୁଇ ଜଣ ପ୍ରାଣ ହରାଇଛନ୍ତି । ଆଉ କିଛି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଅନ୍ତର୍ଗତ ବାଖରାକାଟା ଗାଁରେ ଏପରି ଘଟଣା ସାମ୍ନାକୁ ଆସିଛି। ପଣା ପିଇବା ପରେେ ବାଖରାକାଟା ଗାଁର ଲୋକେ ପେଟ ଯନ୍ତ୍ରଣାର ସମସ୍ୟା ସାମ୍ନା କରିଥିଲେ।…

ଜୁନ ମାସରୁ ଜୟପୁରରୁ ବିମାନ ସେବା ଆରମ୍ଭ ହେବ

ଜୟପୁର: ବହୁ ପ୍ରତୀକ୍ଷିତ କୋରାପୁଟ ଜୟପୁର ବିମାନ ବନ୍ଦରରୁ ବିମାନ ଉଡିବ । ଚଳିତବର୍ଷ ଜୁନ ମାସରୁ ଏହା କାର୍ଯ୍ୟକ୍ଷମ ହେବ । ବୁଧବାର ସକାଳେ ପାଞ୍ଚ ଜଣିଆ ଟିମ୍ ଘଟଣାସ୍ଥଳ ପରିଦର୍ଶନ କରିବା ପରେ ଏହି ସୂଚନା ମିଳିଛି। ବ୍ୟୁରୋ ଅଫ୍ ସିଭିଲ୍ ଆଭିଏସନ୍ ସିକ୍ୟୁରିଟି (ବିସିଏଏସ୍)ର ଆଞ୍ଚଳିକ…

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଗୁରୁ ଘାସିଦାସ ବିଶ୍ୱବିଦ୍ୟାଳୟରେ ଭୀମ ଭୋଇ ଚେୟାର ପ୍ରତିଷ୍ଠା

ନୂଆଦିଲ୍ଲୀ: ଓଡ଼ିଶାର ମହାନ ସନ୍ଥ କବି ତଥା ମହିମା ଧର୍ମର ମହାନ ପ୍ରଚାରକ ଭୀମ ଭୋଇଙ୍କ ପ୍ରତି କେନ୍ଦ୍ର ସରକାରଙ୍କ ସମ୍ମାନ ପ୍ରଦର୍ଶନ । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ କାଳଜୟୀ କବି ସନ୍ଥ ଭୀମ ଭୋଇଙ୍କ ନାମରେ ପ୍ରତିଷ୍ଠା ହେବ ଚେୟାର । ସୋମବାର ୟୁଜିସି ଯୁଗ୍ମ ସଚିବ ଜିତେନ୍ଦ୍ର କୁମାର ତ୍ରିପାଠୀ…

ଏପ୍ରିଲ ୧୦ରୁ ପୁରୀ-ସମ୍ବଲପୁର ଇଣ୍ଟର ସିଟି ଏକ୍ସପ୍ରେସ ଚଳାଚଳ ଆରମ୍ଭ କରିବ

 ଭୁବନେଶ୍ୱର : ସମ୍ବଲପୁର -ପୁରୀ ଇଣ୍ଟରସିଟି ଏକ୍ସପ୍ରେସ ଏପ୍ରିଲ ୧୦ରୁ ଚଳାଚଳ ଆରମ୍ଭ କରିବ । ସମ୍ବଲପୁର-ପୁରୀ ସମ୍ବଲପୁର ଇଣ୍ଟରସିଟି ଏକ୍ସପ୍ରେସକୁ ଚଳିତ ମାସ ୧୦ ତାରିଖ ଠାରୁ ଚଳାଚଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛିା ୧୮୩୦୩ ସମ୍ବଲପୁର -ପୁରୀ ଇଣ୍ଟରସିଟି ଏକ୍ସପ୍ରେସ ସମ୍ବଲପୁରରୁ…

ଭଦ୍ରକରେ ବଢୁଛି ବିଜେଡିର ବଳ ,ସ୍ୱାଧୀନ କାଉନସିଲର ବିଜେଡିରେ ମିଶିଲେ

ଭଦ୍ରକ : ଭଦ୍ରକରେ ବଢୁଛି ବିଜେଡିର ବଳ । ଭଦ୍ରକ ପୌର ପାଳିକାରେ ସ୍ୱାଧିନ କାଉନସିଲର ବିଜେଡିରେ ମିଶିଲେ । ରାତି ପାହିଲେ ଭଦ୍ରକ ପୌର ପାଳିକାରେ ଉପାଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ । ସ୍ୱାଧିନ ଭାବେ ନିର୍ବାଚନରେ ଏକ ନମ୍ବର ୱାର୍ଡରୁ ବିଜୟ ଲାଭ କରିଥିବା ଜୟନ୍ତି ପୃଷ୍ଟି ଆଜି ବିଦ୍ଧି ବଦ୍ଧ…