Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିପୁଳ ପରିମାଣର ଗଞ୍ଜେଇ ଜବତ;୭ ଗିରଫ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ଗଞ୍ଜେଇ ମୁକ୍ତ ଅଭିଯାନ ଆରମ୍ଭ ହୋଇଛି । ରବିବାର ପୃଥକ ପୃଥକ ଦୁଇଟି ମାମଲା ରୁଜୁ କରି ୧୪ କୁଣ୍ଟାାଲ ୫୦ କେଜି ଗଞ୍ଜେଇ ଜବତ କରିଛି ବୌଦ୍ଧ ପୋଲିସ । ଏହି ଘଟଣାରେ ୭ ଜଣ ଗିରଫ ହୋଇଛନ୍ତି । ଏନେଇ ବୌଦ୍ଧ ଥାନା ଅଧିକାରୀ ନଳିନୀକାନ୍ତ ଦାସ ସୂଚନା ପ୍ରଦାନ କରିଛନ୍ତି ।…

ସ୍କୁଟିରୁ ୫୧ ଗ୍ରାମ ବ୍ରାଉନସୁଗାର ଜବତ,୨ ଗିରଫ

ଗଞ୍ଜାମ:ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି ଭଞ୍ଜନଗର ପୋଲିସ । ଗିରଫ ଦୁଇଜଣ ହେଲେ ଭଞ୍ଜନଗରର ଓମ୍‌ ସାଇ ଓ ଖଲ୍ଲିକୋଟର ଚନ୍ଦନ ମହାପାତ୍ର। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର, ଗୋଟିଏ ସ୍କୁଟି ସହ ୨୭୦୦ ଟଙ୍କା ଓ ଦୁଇଟି ମୋବାଇଲ ଜବତ କରାଯାଇଛି।…

Road Accident:କାର୍ ସହ ଧକ୍କାରେ ୨ ବାଇକ୍ ଆରୋହୀ ଯୁବକ ମୃତ

କେନ୍ଦୁଝର:ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତେଲକୋଇ ଥାନା ସିରିଗିଡ଼ା ଗ୍ରାମର ମହେଶ୍ବର…

Mahanadi Tribunal: ୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ

ଭୁବନେଶ୍ବର:ଆସନ୍ତା ୨୬ରେ ଓଡ଼ିଶା ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ । ଫେବୃଆରୀ ୨୬ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ୪ ଦିନିଆ ଗସ୍ତରେ ଆସିବେ ମହାନଦୀ ଟ୍ରିବ୍ୟୁନାଲ । ଟ୍ରିବ୍ୟୁନାଲ ଅଧ୍ୟକ୍ଷ ଓ ସଦସ୍ୟଙ୍କ ସହ ୧୦ ଜଣିଆ ଟିମ୍‌ ଆସିବାର ସୂଚନା ରହିଛି । ସମ୍ବଲପୁର ଓ ଝାରସୁଗୁଡ଼ା ଗସ୍ତ ସହ…

Elephant Death: ବେଲଘର ହାତୀ ମୃତ୍ୟୁ ଘଟଣା: ଆଉ ୩ ଶିକାରୀ ଗିରଫ

କନ୍ଧମାଳ: ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା ।ଏହି ମାମଲାରେ ଆଉ ୩ ଶିକାରୀଙ୍କୁ ବନ ବିଭାଗ ଶନିବାର ଗିରଫ କରିଛି । ସେମାନେ ହେଲେ ବେଲଘର ରେଞ୍ଜ ଝିରିପାଣି ଗାଁର କ୍ଷମା ପାତ୍ର(୭୬), ବୃଷଭ ପାତ୍ର(୪୪) ଓ ଗୋକୁଳ ପାତ୍ର(୪୧) । ଏହି ଘଟଣାର…

ରାଜଧାନୀରେ ବାଇକକୁ ପିଟିଲା କାର୍‌; ୫ ଆହତ

ଭୁବନେଶ୍ୱର: ଭୁବନେଶ୍ୱରର ରସୁଲଗଡ଼ ଓଭରବ୍ରିଜ୍‌ରେ ରବିବାର ସନ୍ଧ୍ୟାରେ ଏକ କାର ଦୁଇଟି ବାଇକକୁ ଧକ୍କା ଦେବାରୁ ଜଣେ ମହିଳା ଏବଂ ତାଙ୍କ ପିଲା ସମେତ ପାଞ୍ଚ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, କଟକରୁ ଭୁବନେଶ୍ୱର ଯାଉଥିବା ସମୟରେ କାରର ଡ୍ରାଇଭର ଗାଡ଼ି ଉପରୁ ନିୟନ୍ତ୍ରଣ ହରାଇଥିଲେ।…

କିଟ୍‍ ଓ କିସ୍‍ ପରିଦର୍ଶନ କଲେ ଆମାଜନ ଆଇନ୍‍ ମୁଖ୍ୟ ଡାଭିଡ୍‍

ଭୁବନେଶ୍ୱର: ଆମାଜନ ଚିଫ୍‍ ଗ୍ଲୋବାଲ୍‍ ଆଫ୍ୟାୟାର୍‍ସ ଓ ଆଇନ୍‍ ଅଧିକାରୀ ଡାଭିଡ୍‍ ଏ ଜାପଲସ୍କି ଆଜି କିଟ୍‍ ଓ କିସ୍‍ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ କିଟ୍‍ର ବିଭିନ୍ନ କ୍ୟାମ୍ପସ୍‍ ଓ କିସ୍‍ର ସମସ୍ତ ୟୁନିଟ୍‍ ବୁଲି ଦେଖିଥିଲେ। ଶିକ୍ଷା ଜରିଆରେ ଜନଜାତି ବିକାଶ କ୍ଷେତ୍ରରେ…

ଝାରସୁଗୁଡ଼ା ଦୁର୍ଘଟଣା; ମୃତ ୫ ପୋଲିସ ଅଧିକାରୀଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏଥିସହିତ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ପ୍ରାଣ ହରାଇଥିବା ପ୍ରତ୍ୟେକ ପୋଲିସ କର୍ମଚାରୀଙ୍କ…

‘ଅପରେସନ ସାଇବର କବଚ’: ୩୬୨୫ ବେନାମୀ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ, ୧୮୭ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ସାଇବର ଅପରାଧ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଜାରି ରହିଛି ସ୍ୱତନ୍ତ୍ର ଅଭିଯାନ ‘ଅପରେସନ ସାଇବର କବଚ’। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଏସ୍‌.ପି. ଓ ଡି.ସି.ପି.ମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ…

Two Mao Died: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ, ସର୍ଚ୍ଚ ଅପରେସନ ଜାରି

କନ୍ଧମାଳ: ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । କନ୍ଧମାଳ ଜିଲ୍ଲା ରାଇକିଆ ଥାନା କରଡ଼ା ଜଙ୍ଗଲରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ବେଳେ, ବର୍ତ୍ତମାନ ସୁଦ୍ଧା ମୃତ ମାଓବାଦୀଙ୍କ ପରିଚୟ ମିଳିନାହିଁ ।…