Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ପୁଲିସ୍ ପ୍ରତିଷ୍ଠା ଦିବସ ଅବସରରେ ପୁଲିସ କର୍ମଚାରୀ ସମ୍ବର୍ଦ୍ଧିତ

କଟକ  : ବିଭିନ୍ନ ସ୍ଥାନରେ ପାଳିତ ହୋଇଛି ପୁଲିସ ପ୍ରତିଷ୍ଠା ଦିବସ । ଅନ୍ୟ ସ୍ଥାନ ଭଳି କଟକ ଓଏମପି ସ୍ଥିତ ଷଷ୍ଠ ବାଟାଲିୟନ ଖେଳପଡିଆ ଠାରେ ଏହି ଦିବସକୁ ଧୂମଧାମରେ ପାଳନ କରାଯାଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୋଲିସ ପ୍ରତିଷ୍ଠା…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ,ଆଉ ୬ ମାସ ପାଇଁ ହିତାଧିକାରୀଙ୍କୁ ମିଳିବ ମାଗଣା ଚାଉଳ

ଭୁବନେଶ୍ୱର : ଓଡ଼ିଶା ଦିବସରେ  ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଏଣିକି ହିତାଧିକାରୀଙ୍କୁ  ଆଉ ୬ ମାସ ମିଳିବ ମାଗଣା ଚାଉଳ । ହିତାଧିକାରୀମାନେ ଏପ୍ରିଲ ମାସରୁ ସେପ୍ଟେମ୍ବର ମାସ ଯାଏ  ମାଗଣା ଚାଉଳ ପାଇବେ । ପ୍ରତି ପରିବାରକୁ ମାସକୁ ମୁଣ୍ଡ ପିଛା ୫ କେଜି ମାଗଣା ଚାଉଳ ମିଳିବ । ଏଥିରେ…

ଉତ୍କଳ ଦିବସ ୨୦୨୨ : ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ : ଆଜି ଉତ୍କଳ ଦିବସ । ଏହି ଅବସରରେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ  କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି ଲେଖିଛନ୍ତି ।ଉତ୍କଳ ଦିବସ ଅବସରରେ ଓଡିଶାବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା । ଭାରତ ପ୍ରଗତିରେ ଓଡିଶା…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ଉତ୍କଳ ଦିବସ ଶୁଭେଚ୍ଛା

ପୁରୀ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ସେହିଭଳି ଉତ୍କଳ ଦିବସ ଉପଲକ୍ଷେ ବେଳାଭୂମିରେ ବାଲୁକା କଳାମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ ହାଉସ ନିକଟସ୍ଥ…

ମାନସ ସ୍ୱାଇଁ ହତ୍ୟା ମାମଲା : କ୍ରାଇମ ସ୍ପଟରେ ଶର୍ମିଷ୍ଠା, ଚାଲିଛି ସିନ୍ ରିକ୍ରିଏସନ

ଚାନ୍ଦବାଲି : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା । ଆଜି ସିନ୍ ରିକ୍ରିଏସନ କରୁଛି କ୍ରାଇମବ୍ରାଞ୍ଚା ।  ଚାନ୍ଦବାଲି କ୍ରାଇମ ସ୍ପଟରେ ଶର୍ମିଷ୍ଠାଙ୍କୁ ନେଇ ଖୋଳତାଡ ଜାରି ରଖିଛି କ୍ରାଇମବ୍ରାଞ୍ଚ । ଚାନ୍ଦବାଲି ପଳାସପୁରରେ କ୍ରାଇମବ୍ରାଞ୍ଚ ଟିମ୍ ସହ ଅଛନ୍ତି…

ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି । ୮୭ତମ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଫାଷ୍ଟ କମ୍ ଫାଷ୍ଟ ସର୍ଭ ଆଧାରରେ ଟଙ୍କା ଫେରିପାଇବେ ଚିଟଫଣ୍ଡ ଜମାକାରୀ

କଟକ : ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଫାଷ୍ଟ କମ୍ ଫାଷ୍ଟ ସର୍ଭ ଆଧାରରେ ଟଙ୍କା ଫେରାଇବାକୁ କହିଲେ ଅଦାଲତ। ଚିହ୍ନଟ ଜମାକାରୀଙ୍କୁ ଯାଞ୍ଚ କରି ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟର ବହୁଚର୍ଚ୍ଚିତ ଚିଟଫଣ୍ଡ ଠକେଇର ଶିକାର…

ମାନସ ସ୍ୱାଇଁ ହତ୍ୟା ମାମଲା: ଶର୍ମିଷ୍ଠାଙ୍କୁ ଧରି କ୍ରାଇମସିନ୍ ରିକ୍ରିଏସନ୍ କରିବ କ୍ରାଇମବ୍ରାଞ୍ଚ

କଟକ: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ରହସ୍ୟ ଭେଦୁଛି କ୍ରାଇମବ୍ରାଞ୍ଚ । ଅଧିକ ଖୋଳତାଡ ଚଳାଇଛି । ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତ, ଷଡ଼ଯନ୍ତ୍ରକାରୀ ନିରଞ୍ଜନ ସେଠୀ ସମେତ ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ଜେରା ଚାଲିଛି । ତିନି ଦିନର ମାରାଥନ୍ ଜେରାରେ କ୍ରାଇମବ୍ରାଞ୍ଚ…

ଆଜି ଉତ୍କଳ ଦିବସ: ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶାକୁ ମିଳିଥିଲା ମାନ୍ୟତା

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ । ୧୯୩୬ ମସିହା ଆଜିର ଦିନରେ ଦେଶରେ ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବରେ ଓଡ଼ିଶାକୁ ମାନ୍ୟତା ମିଳିଥିଲା । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ମନେ ରଖିବା ପାଇଁ ପ୍ରତିବର୍ଷ ଆଜିର ଦିନକୁ ଉତ୍କଳ ଦିବସ ଭାବରେ ପାଳନ କରାଯାଉଛି ।…

ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଦୁଇ ଅନନ୍ୟ ମହାନାୟକ : ଉତ୍କଳ ଗୌରବ ମଧୁସୂଦନ ଓ ଉତ୍କଳ ପ୍ରାଣ ବ୍ରଜସୁନ୍ଦର

 ଉତ୍କଳ ଦିବସ ଉପଲକ୍ଷେ ରାଜଲକ୍ଷ୍ମୀ ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ଆଜି ଆମେ ଉତ୍କଳ ଦିବସ ବା ଓଡିଶା ଜୟନ୍ତୀ ପାଳନ କଲାବେଳେ ଆମ ପୂର୍ବସୂରୀମାନଙ୍କୁ ନିଶ୍ଚୟ ମନେ ପକାଇବା। ଓଡ଼ିଶାର ବରପୁତ୍ର ଉତ୍କଳ ଗୌରବ ମଧୁସୂଦନ ,ପାରଳା ମହାରାଜ…