Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ : ଅନୁଧ୍ୟାନ ପାଇଁ ବିଧାନସଭାରେ ୮ ଜଣିଆ ଗୃହ କମିଟି ଗଠିତ

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଗୃହ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଟିମ ଗଠନ ହୋଇଛି । ଏହିି କମିଟିରେ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର…

ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ ଆବେଦନ

ବାଣପୁର : ପୁଣି ଖାରଜ ହେଲା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଆବେଦନ । ଦୌରା ଜଜଙ୍କ ନିଟକରେ ୨୮ ତାରିଖ ଦିନ ଜାମିନ ଆବେଦନ କରାଯାଇଥିବା ବେଳେ ଆଜି ତାହାର ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିଲା ।ଏହି ଶୁଣାଣି ସମୟରେ ଉଭୟ ବିଧାୟକଙ୍କ ଓକିଲ ଓ ସରକାରୀ ଓକିଲ ଯୁକ୍ତି…

ସୁମିତ ତପସ୍ୱିନୀ ପାରିବାରିକ ବିବାଦ ମାମଲା: ହାଇକୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହାଜର ନିର୍ଦ୍ଦେଶ

କଟକ : ବହୁଚର୍ଚ୍ଚିତ ସୁମିତ ଓ ତପସ୍ୱିନୀ ପାରିବାରିକ ବିବାଦ ମାମଲା  ।  ଏହି ମାମଲାରେ ଆସିଛି ନୂଆ ତଥ୍ୟ ।  ମାମଲାରେ ହାଇକୋର୍ଟଙ୍କ ମଧ୍ୟସ୍ଥିତା କେନ୍ଦ୍ରରେ ହାଜର ପାଇଁ ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ତେବେ ସୁମିତ ଓ ତମସ୍ୱିନୀଙ୍କୁ ଏପ୍ରିଲ ୯ ତାରିଖରେ ହାଜର…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା

ବଲାଙ୍ଗୀର : ବଲାଙ୍ଗୀରରେ ଚାଞ୍ଚଲ୍ୟ। ଡବଲ ମର୍ଡ଼ର ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ତୁଷୁରା ଥାନା ନୂଆପଡ଼ାରେ ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ ମାନେ। ମୃତକ ଦୁଇଜଣ ହେଲେ ବୋହୁ ଅମ୍ବିକା ମେହେର ଓ ଶାଶୁ ପ୍ରେମଶିଳା ମେହେର। ଘରେ ଶାଶୁବୋହୁ ଏକାକି ଥିବା ବେଳେ…

ସଂସଦରେ ଅପରାଜିତାଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରସଙ୍ଗ : ଜବାବ୍ ଦେଲେ ପୁରୀ ସାଂସଦ ପିନାକୀ ମିଶ୍ର, ଆଇନର ଉଲ୍ଲଂଘନ…

 ଭୁବନେଶ୍ୱର : ଶ୍ରୀମନ୍ଦିର ଐତିହ ପରିକ୍ରମା ପ୍ରକଳ୍ପ ନେଇ ସାଂସଦ ଅପରାଜିତାଙ୍କୁ ଜବାବ୍ ଦେଲେ ପୁରୀ ସାଂସଦ ପିନାକୀ ମିଶ୍ର । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଆଇନର କୌଣସି ଉଲ୍ଲଙ୍ଘନ ହୋଇନାହିଁ ।ଏହି ପ୍ରକଳ୍ପ ପାଇଁ ନ୍ୟାସନାଲ ମନ୍ୟୁମେଣ୍ଟ ଅଥରିଟି ଏନଏମଏର ଅନୁମତି ରହିଛି  ବୋଲି…

୫୦୦ କୋଟିର ଠକକୁ ଗିରଫ କଲା ଇଓଡବ୍ଲୁ

ବ୍ରହ୍ମପୁର: ୫୦୦ କୋଟିର ଠକ ଗିରଫ ।  ୫୦୦କୋଟି ଟଙ୍କା ଠକେଇ ଅଭିଯୋଗରେ ସକସେସ୍ ଅନଲାଇନ ସର୍ଭିସ ସିଷ୍ଟମ (ଏସଓଏସଏସ) ଚିଟଫଣ୍ଡ କମ୍ପାନିର ଆଞ୍ଚଳିକ ନିର୍ଦ୍ଦେଶକ ଗିରଫ । ଗଞ୍ଜାମର ବ୍ରହ୍ମପୁରରୁ ଅଭିଯୁକ୍ତ ଆଞ୍ଚଳିକ ନିର୍ଦ୍ଦେଶକ ନିଖିଳାନନ୍ଦ ପଶୁପାଳକଙ୍କୁ ଇଓଡବ୍ଲୁ ଦ୍ବାରାଗିରଫ…

ବିଧାନସଭାରେ ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇଲେ ନରସିଂହ ମିଶ୍ର

ଭୁବନେଶ୍ୱର : ବିଧାନସଭାରେ ଉଠିଲା ଦରଦାମ ବୃଦ୍ଧି ପ୍ରସଙ୍ଗ । ବିଧାନସଭା ଶେଷ ଦିନ ଅଧିବେସନରେ ଦରଦାମ ବୃଦ୍ଧି ପ୍ରସଙ୍ଗ ଉଠାଇଛନ୍ତି କଂଗ୍ରେସ ନେତା ନରସିଂହ ମିଶ୍ର ଓ ବିଧାୟକ ସନ୍ତୋଷ ସିଂ ସାଲୁଜା । ଦେଶରେ ଯେଉଁଭଳି ଭାବେ ଦରଦାମ ବୃଦ୍ଧି ହେଉଛି ସରକାର ତାକୁ ତୁରନ୍ତ ନିୟନ୍ତ୍ରଣ କରନ୍ତୁ…

[ଭିଡିଓ] ଦିଲ୍ଲୀ ଲୋକସଭାରେ ଶ୍ରୀମନ୍ଦିର ଐତିହ କରିଡର ପ୍ରସଙ୍ଗ ଉଠାଇଲେ ସାଂସଦ ଅପରାଜିତା ଷଡଙ୍ଗୀ

ଦିଲ୍ଲୀ : ଦିଲ୍ଲୀ ଲୋକସଭା ଭବନରେ ଉଠିଲା ଶ୍ରୀମନ୍ଦିର ପ୍ରସଙ୍ଗ । ଭୁବନେଶ୍ୱର  ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ସଂସଦରେ ଶ୍ରୀମନ୍ଦିର ଐତିହ କରିଡର ପ୍ରସଙ୍ଗ ଲୋକସଭାରେ ଉଠାଇଛନ୍ତି । ଏହି ସମୟରେ ଅପରାଜିତା କହିଛନ୍ତି ସମସ୍ତଙ୍କୁ ଜଣା ଜଗନ୍ନାଥ ଧାମ ଚାରିଧାମରୁ ଗୋଟିଏ ଧାମ ।ଆମ ହିନ୍ଦୁ…

ଗାଙ୍ଗପୁର ଆଇଆଇସି ମୃତ୍ୟୁ ରହସ୍ୟ: ଅଡୁଆ ବଢ଼ାଇଲା ଏସ୍‌ଆଇଙ୍କ ଭିଡିଓ

ବ୍ରହ୍ମପୁର : ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ମୃତ୍ୟୁ  ରହସ୍ୟ ।  ଦିନ ଯେତେ ଗଡ଼ୁଛି ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି । ଦିନକୁ ଦିନ ଗୋଟିଏ ପରେ ଗୋଟିଏ ରୋଚକ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି । ଘଟଣା ସମୟରେ ଭଞ୍ଜନଗର ଏସ୍‌ଡିପିଓ ଓ ଭଞ୍ଜନଗର ଆଇଆଇସିଙ୍କ…

ଦଶରଥପୁରରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ହତ୍ୟା ଉଦ୍ୟମ

ଯାଜପୁର : ଯାଜପୁରରେ ପୁଣି ମାତିଲେ ବାଲି ମାଫିଆ । ଚଢାଉ ବେଳେ ତହସିଲଦାରଙ୍କୁ ଗାଡି ଚଢାଇବାକୁ ଉଦ୍ୟମ କରିବାକୁ ବି ପଚାଇଲେନି ବାଲି ମାଫିଆ । ଦଶରଥପୁର ତହସିଲରୁ ଆସିଛି ଏପରି ସାଙ୍ଘାତିକ ଅଭିଯୋଗ । ଦଶରଥପୁର ତଦସିଲଦାର ମଙ୍ଗଳପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ଘଟଣା ସାମ୍ନାକୁ ଆସିଛି…