Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ତାଳଚେର : ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ତାଳଚେର ଆରଏସଡବ୍ଲୁ ଯନ୍ତ୍ରୀ ସନ୍ତୋଷ କୁମାର ସାହୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।କଣ୍ଟାକ୍ଟରଙ୍କ ଠାରୁ ବିଲ କରିବା ନାରେ ଟଙ୍କା ମାଗିଥିଲେ । ତାଳଚେରରେ ତାଙ୍କ ସରକାରୀ…

ଶୂନ୍ୟ କାଳରେ ଉଠିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ : ବିଧାନସଭାରେ ଟିମ୍ ଗଠନ କରି ପୁରୀ ପଠାଇବା ପାଇଁ…

ଭୁବନେଶ୍ୱର : ବିଧାନସଭା ଶୂନ୍ୟ କାଳରେ ଉଠିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ । ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି ବିକାଶମୂଳକ କାର୍ଯ୍ୟକୁ କେହି ବିରୋଧ କରିବେ ନାହିଁ ।ମାତ୍ର ବିକାଶ ନା ରେ ଯଦି ମନ୍ଦିର ପ୍ରତି ବିପଦ ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ହେବେ…

ରୋଗୀଙ୍କୁ ନେଇ ଯିବା ବାଟରେ ଓଲଟିଲା ୧୦୮ ଆମ୍ବୁଲାନ୍ସ ,୪ ଆହତ

ନବରଙ୍ଗପୁର : ରୋଗୀଙ୍କୁ ନେଇ ଯାଉଥିବା ବେଳେ ଓଲଟିପଡିଲା ୧୦୮ ଆମ୍ବୁାଲାନ୍ସ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି କୋଷାଗୁମୁଡା ରାସ୍ତାର ତଣ୍ଡାଗୁଡା ଗାଁରେ ଆମ୍ବୁଲାନ୍ସ ଭାରସାମ୍ୟ ହରାଇ ଓଲଟି ପଡିବା ଫଳରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଖଟୁବାଇ ଗାଁରୁ ପାପଡାହାଣ୍ଡି ଡାକ୍ତରଖାନାକୁ…

ବଦଳିପାରେ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ

ଭୁବନେଶ୍ୱର: ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ସୂଚୀ ବଦଳିପାରେ । ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ ପ୍ରସ୍ତାବ ଦିଆଯାଇଛି । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ ଅଳ୍ପ ବ୍ୟବଧାନ ଥିବାରୁ ଏଭଳି…

ଭୂମିକମ୍ପ ଝଟକାରେ ଥରିଲା ଲେହ

ଦିଲ୍ଲୀ : ଭୁମିକମ୍ପ ଝଟକାରେ ଥରିଲା ଲେହେ । ଜମ୍ମୁ କଶ୍ମୀର ଲେହରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରେକ୍ଟର ସ୍ଲେଲରେ ଭୂମିକମ୍ପର ତୀବ୍ରତା ୪.୩ ରେକର୍ଡ କରାଯାଇଛି ।ଆଜି ସକାଳ ୭.୨୯ରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜି ପକ୍ଷରୁ ସୂଚନା ମିଳିଛି  ।…

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ପୁଣି ଅସୁସ୍ଥ ହେଲେ ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ରାତିରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ । ଏହାପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ବାଣପୁର ସବଜେଲରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।…

ବନ୍ଦ ହେଲା ବାରୁଣୀ ସ୍ନାନ: ବୁଡ଼ ଅଂଚଳରେ ୧୪୪ ଧାରା

ଯାଜପୁର: ବନ୍ଦ ହେଲା ବାରୁଣୀ ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶାଶ୍ୱମେଧ ଘାଟରେ ହେବାକୁ ଥିବା ବାରିଣୀ ବୁଡ଼ ଅଂଚଳରେ ଆଜି ଓ ଆସନ୍ତାକାଲି ପାଇଁ ୧୪୪ ଧାରା ଲଗାଇଛି ପ୍ରଶାସନ । କରୋନା କଟକଣା ପାଇଁ ୨ବର୍ଷ ହେଲା ବାରୁଣୀ ବୁଡ଼ ବନ୍ଦ ରହିଥିଲା ବେଳେ ଚଳିତ ବର୍ଷ ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ଆଶା…

ମାଲକାନଗିରି ଅଧୀକ୍ଷଣ ଯନ୍ତ୍ରୀଙ୍କ ବ୍ୟାଙ୍କ ଲକରରୁ ମିଳିଲା ଆଉ ୮୯୯ ଗ୍ରାମ୍ ସୁନା

ଭୁବନେଶ୍ୱର: ଯେତେ ଖୋଳିଲେ ସେତେ ବାହାରୁଛି । ୫ ଦିନ ହେଲା ସରୁନି ଭିଜିଲାନ୍ସ ରେଡ୍ । ମାଲକାନଗିରି ଅଧୀକ୍ଷଣ ଯନ୍ତ୍ରୀ ଆଶିଷ ଦାସଙ୍କ ଅମାପ ସମ୍ପତ୍ତି ଦେଖି ଭିଜିଲାନ୍ସ ଆଖି ଟେରା । ବ୍ୟାଙ୍କ ଲକରୁ ମିଳିଲା ଆଉ ୮୯୯ ଗ୍ରାମ୍ ସୁନା । ଭୁବନେଶ୍ୱର ନୀଳାଦ୍ରିବିହାର ବ୍ୟାଙ୍କ ଅଫ ବରୋଦା…

ଶ୍ରୀଜିଉଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ

ପୁରୀ : ପୁରୀ ଗସ୍ତରେ  ଆନ୍ଧ୍ରପ୍ରଦେଶ ରାଜ୍ୟପାଳ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ । ପତ୍ନୀଙ୍କ ସହିତ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି  । ଶ୍ରୀମନ୍ଦିର ସମ୍ମୁଖରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ତାଙ୍କୁ…

ଖୋଲିବ କ୍ୟାମେରାମ୍ୟାନ୍ ମର୍ଡର ମିଷ୍ଟ୍ରି: ସତ ଉଗାରିବେ ଶର୍ମିଷ୍ଠା, ନିରଞ୍ଜନ

ଭୁବନେଶ୍ୱର: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଉପରୁ ହଟିବ ପରଦା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଧରାପଡ଼ିବା ପରେ ମର୍ଡର ମିଷ୍ଟ୍ରି ଭେଦିବ କ୍ରାଇମବ୍ରାଞ୍ଚ । ଆଜିଠୁ ୪ ଜଣ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ସହଯୋଗୀ ଝୁନା ଭୋଇ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ବୈଷୟିକ…