Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀଙ୍କୁ ଅଫିସର ଭେଟିବା ପ୍ରସଙ୍ଗରେ ବିଜେପି-ବିଜେଡି ବାକଯୁଦ୍ଧ

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନରେ ବିପୁଳ ବିଜୟ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଶାସନିକ ଅଧିକାରୀ ଭେଟିବା ପ୍ରସଙ୍ଗରେ ଜୋର ଧରିଛି ରାଜନୀତି । ଅଫିସରଙ୍କୁ ଟାର୍ଗେଟ କରିଛି ବିଜେପି । ଆଜି ସାମ୍ବାଦିକ ସମ୍ମିଳନୀରେ ପ୍ରଶାସନିକ ଅଧିକାରୀଙ୍କୁ…

ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ଭୁବନେଶ୍ୱର: ବେଲଗାମ ହେଉଛି ତୈଳ ଦର । ଆଜି ପୁଣି ଥରେ ବଢ଼ିଛି ପେଟ୍ରୋଲ୍ ଓ ଡିଜେଲ୍ ଦାମ୍ । ସପ୍ତମ ଦିନରେ ଲଗାତାର ଷଷ୍ଠ ଥର ବଢ଼ିଛି ତୈଳ ଦର । ଆଜି ପେଟ୍ରୋଲ୍ ଦାମ୍ ଲିଟର ପିଛା ୩୦ ଓ ଡିଜେଲ୍ ଲିଟର ପ୍ରତି ଦର ୩୫ ପଇସା ମହଙ୍ଗା ହୋଇଛି । ବର୍ଦ୍ଧିତ ଦର ଲାଗୁ ହେବା ପରେ ଓଡ଼ିଶାରେ ପେଟ୍ରୋଲ…

ଭାରତ ବନ୍ଦର ପ୍ରଭାବ: ଆମ୍ବୁଲାନ୍ସ ଛାଡିଲେନି ଆନ୍ଦୋଳନକାରୀ

ଭୁବନେଶ୍ୱର  : ରାଜଧାନୀ ଭୁବନେଶ୍ୱରରେ ଭାରତ ବନ୍ଦର ପ୍ରଭାବ ।  ସକାଳୁ ସକାଳୁ ପିକେଟିଂ କରି ରାସ୍ତା ଅବରୋଧ । ଏପରିକି ରୋଗୀଙ୍କୁ ଧରି ଯାଉଥିବା ଆମ୍ବୁଲାନ୍ସକୁ ମଧ୍ୟ ବାଟ ଛାଡି ନାହାନ୍ତି ଆନ୍ଦୋଳନକାରୀ । ଜୟଦେବବିହାର ଛକରେ ବାଧ୍ୟହୋଇ ପଛକୁ ଫେରିଛି ଆମ୍ବୁଲାନ୍ସ । ପୂର୍ବରୁ ବନ୍ଦ…

ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ମରେ ଦିଲ୍ଲୀ ଅଭିମୁଖେ ବାହାରିବେ । ତିନି ଦିନର ରହଣି କାର୍ଯ୍ୟକ୍ରମ ରହିଛି । ଆଜି ସନ୍ଧ୍ୟା ସାଢ଼େ ୬ଟାରେ ବିବିସି ସ୍ପୋର୍ଟସ ଆଓ୍ୱାର୍ଡ ଉତ୍ସବରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ସଂସଦର…

ପେଟ୍ରୋଲ ପମ୍ପରେ ଫୁଟିଲା ଗୁଳି, ଜଣେ କର୍ମଚାରୀ ଗୁରୁତର

ଭୁବନେଶ୍ୱର: ରାଜଧାନୀରେ ଗୁଳିମାଡ଼ । ପେଟ୍ରୋଲ ପମ୍ପରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ଗତକାଲି ରାତିରେ ଏହି ଗୁଳିମାଡ଼ ହୋଇଛି । ଗୁରୁତର ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତକାଲି ରାତିରେ…

ଦୁଇ ଦିନିଆ ଭାରତ ବନ୍ଦ ପାଇଁ ୨ ଦିନ ଘୁଞ୍ଚିଲା ସମସ୍ତ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ…

ଶ୍ରମିକ ସଂଗଠନର ଧର୍ମଘଟରେ ସାମିଲ ହେଲାନି ପେଟ୍ରୋଲିୟମ୍ ଡିଲର୍ସ ସଂଘ

ଭୁବନେଶ୍ୱର: ଟ୍ରେଡ୍ ୟୁନିଅନର ଧର୍ମଘଟରେ ସାମିଲ୍ ହେଲାନି ପେଟ୍ରୋଲିୟମ୍ ଡିଲର୍ସ ସଂଘ । ଏନେଇ ସୂଚନା ଦେଇଛି ପେଟ୍ରୋଲିୟମ୍ ମହାସଂଘ । ପିକେଟିଂ ଯୋଗୁଁ ଆଜି ପ୍ରଥମାର୍ଦ୍ଧରେ ଭୁବନେଶ୍ୱରରେ ପେଟ୍ରୋଲ ପମ୍ପ ବନ୍ଦ ରହିବ ।  ଦ୍ୱିତୀୟାର୍ଦ୍ଧରେ ଖୋଲା ରହିବ ପେଟ୍ରୋଲ୍ ପମ୍ପ । ରାଜ୍ୟର ଅନ୍ୟ ସବୁ…

ଦୁଇ ଦିନିଆ ସର୍ବଭାରତୀୟ ଧର୍ମଘଟ କରୁଛି ଶ୍ରମିକ ସଂଗଠନ

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ସର୍ବଭାରତୀୟ ଧର୍ମଘଟ କରୁଛି ଶ୍ରମିକ ସଂଗଠନ । ବିଭିନ୍ନ ସ୍ଥାନରେ ପିକେଟିଂ ସହ ବନ୍ଦ ପାଳନ କରୁଛନ୍ତି । ୧୨ ଦଫା ଦାବିରେ ବନ୍ଦ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ । ଏହାର ପ୍ରଭାବ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି । ଭୁବନେଶ୍ୱର…

ଡାକିନେଇ ଯବାନକୁ ହତ୍ୟା କଲେ ନକ୍ସଲ

ମାଲକାନଗିରି: ଡାକିନେଇ ଯବାନକୁ ହତ୍ୟା କଲେ ନକ୍ସଲ  ।  ମାଲକାନଗିରି ସୀମାନ୍ତ ଛତିଶଗଡର ସୁକମା ଜିଲ୍ଲାରେ ଜଣେ ଯବାନକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି ନକ୍ସଲ ।  କୁକନାର ଥାନା ଅନ୍ତର୍ଗତ ବୋଦାରାସ ଗ୍ରାମର ଜଣେ ଯବାନ ନିଜ ଗ୍ରାମରେ ଯାତ୍ରା ଚାଲିଥିବାରୁ ଗ୍ରାମକୁ ଆସିଥିଲା।  ଯାତ୍ରା…

ମାର୍ଚ୍ଚ ୨୮ରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର: ମାର୍ଚ୍ଚ ୨୮ରୁ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ।  ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଚଳିତ ବର୍ଷ ଷୋଡ଼ଶ ତୋଷାଳି ଜାତୀୟ ହସ୍ତତନ୍ତ ମେଳା ମାର୍ଚ୍ଚ ୨୮ରୁ ଆରମ୍ଭ ହେବାକୁ ଯାଉଛି ।     ୨୦୨୨ ମାର୍ଚ୍ଚ ୨୮ରୁ ଏପ୍ରିଲ ୧୦ ତାରିଖ ପର୍ଯ୍ୟନ୍ତ…