Latest Odisha News

BREAKING NEWS

Browsing Category

ଓଡିଶା

Odisha

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟାକାଣ୍ଡ : ନ୍ୟାୟ ପାଇଁ ମାଆର ନିବେଦନ

ଭୁବନେଶ୍ୱର : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟାକାଣ୍ଡ  । ମାମଲାରେ ସୁପ୍ରିମକୋର୍ଟ ଯିବାକୁ କହିଛନ୍ତି ମାନସଙ୍କ ମାଆ । ଆଜି କ୍ରାଇମବ୍ରାଞ୍ଚ ଦୟାଲ ଆଶ୍ରମ ସିଲ୍ କରିବା ପରେ ସେଠାରୁ ଏକ ଠେଙ୍ଗା ମିଳିଛି । ଏହି ଠେଙ୍ଗାରେ ମାନସଙ୍କୁ ପିଟିପିଟି ହତ୍ୟା କରାଯାଇଥିବା…

କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ : କାଲିଠୁ ୨ ଦିନ ଭାରତ ବନ୍ଦ

ଆସନ୍ତାକାଲି ଏବଂ ମାର୍ଚ୍ଚ ୨୯, ୨ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାରଙ୍କ ନୀତିକୁ ବିରୋଧ କରି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ଦେଶବ୍ୟାପୀ ଏହି ବନ୍ଦ ଡାକରା ଦେଇଛି। ଏହି ଆନ୍ଦୋଳନରେ ସର୍ବ ଭାରତୀୟ ବ୍ୟାଙ୍କ କର୍ମଚାରୀ ସଂଘ ସାମିଲ ହେବା ପାଇଁ…

ପରଲୋକରେ ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌

ବରଗଡ଼  : ପୂର୍ବତନ ମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ପରଲୋକ । ହୃଦଘାତରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ରିପୁନାଥ ସେଠ୍‌ଙ୍କ ହୃଦଘାତରେ ପରଲୋକ ହୋଇଛି । ଏକ ଘରୋଇ ହସିଂହୋମରେ ତାଙ୍କର ପରଲୋକ ହୋଇଯାଇଛି । ମୃତ୍ୟୁର ଖବର ଶୁଣି ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି ।…

‘ମନ କି ବାତ୍’ରେ ଓଡିଆ ପୁଅଙ୍କ ପ୍ରଶଂସାରେ ଶତମୁଖ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ

ପୁରୀ: ଆଜି ‘ମନ କି ବାତ୍’ରେ ଓଡିଆ ପୁଅଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୮୭ ତମ ମନ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଉ ଜଣେ ଓଡିଆ ପୁଅଙ୍କ ପ୍ରଶଂସା କରିଛନ୍ତି । ସେ ହେଉଛନ୍ତି ପୁରୀର ରାହୁଲ ମହାରଣା । ରାହୁଲ ହେଉଛନ୍ତି…

ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲା: ୨ ଅଭିଯୁକ୍ତଙ୍କ ସିନ୍ ରିକ୍ରିଏସନ୍

ପୁରୀ: ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲାରେ ଅହୁରି ଖୋଳତାଡ କରୁଛି ପୋଲିସ୍ । ଆଜି ଆଉ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏନ୍ କରାଯାଇଛି । ଗତକାଲି ଘଟଣାର ମୁଖ୍ୟ ଅଭିଯୁକ୍ତ କୁନମୁନ୍ ଓ ଟୁଟୁକୁ ନେଇ ସିନ୍ ରିକ୍ରିଏସନ୍ କରାଯାଇଥିବାବେଳେ ଆଉ ଆଉ ୨ ଅଭିଯୁକ୍ତ…

କ୍ୟାମରାପର୍ସନ ମାନସ ସ୍ୱାଇଁ ହତ୍ୟା ଘଟଣା: ଦୟାଲ ଆଶ୍ରମରେ କ୍ରାଇମବ୍ରାଞ୍ଚର ତନାଘନା

ଭୁବନେଶ୍ୱର : କ୍ୟାମେରାପର୍ସନ ମାନସ ସ୍ୱାଇଁ ହତ୍ୟା ମାମଲା । ମାମଲାରେ ଆଜି ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଡିଏସପି କଳ୍ପନା ସାହୁଙ୍କ ତତ୍ତ୍ୱାବଧାନରେ ୫ଜଣିଆ ତଦନ୍ତ ଟିମ ସେଠାରେ ପହଞ୍ଚି ତନାଘନା ଆରମ୍ଭ କରିଛି । ଆଜିର ତଦନ୍ତରେ ଆଶ୍ରମରେ ରହୁଥିବା…

ପୌର ଲଢ଼େଇରେ ଶଙ୍ଖନାଦ: ଉପକୂଳର ୯ ଜିଲ୍ଲାରେ ବିଜେଡିକୁ ୭୭% ସଫଳତା

ଭୁବନେଶ୍ୱର: ପଞ୍ଚାୟତ ଭଳି ପୌର ଲଢ଼େଇରେ ବି କାମ ଦେଲା ନବୀନ ମ୍ୟାଜିକ୍ । ଚାରିଆଡ଼େ ଶଙ୍ଖନାଦ । ବିଜେଡି ବିପୁଳ ସଫଳତା ପାଇଛି । ୧୦୫ ଏନଏସି ଓ ମ୍ୟୁନିସିପାଲିଟି ଅଧ୍ୟକ୍ଷ ନିର୍ବାଚନରେ ବିଜେଡି ୭୩ଟି ଜିତିଛି । ବିଜେପି ୧୬, କଂଗ୍ରେସ ୭ ଓ ଅନ୍ୟାନ୍ୟ ୯ଟିରେ ବାଜି ମାରିଛନ୍ତି । ଉପକୂଳର…

ପୁଣି ଜନ୍ମ ନେଲେ ଯୋଡ଼ା ଶିଶୁକନ୍ୟା

ସମ୍ବଲପୁର: ପୁଣି ଜନ୍ମ ନେଲେ ଯୋଡ଼ା ଶିଶୁ । ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜନ୍ମ ନେଇଛନ୍ତି ଯୋଡା ଶିଶୁକନ୍ୟା । ରେଙ୍ଗାଲି ଅଞ୍ଚଳର ଦମ୍ପତ୍ତିଙ୍କର ଏଭଳି ଯୋଡା ଶିଶୁ ଜନ୍ମ ହୋଇଛନ୍ତି । ଯୋଡ଼ା ଶିଶୁକନ୍ୟା ଜନ୍ମରୁ ଆରମ୍ଭ ହୋଇଛି ଯନ୍ତ୍ରଣା । ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ…

ସ୍ୱାଧୀନ ପ୍ରାର୍ଥୀଙ୍କ ଘର ସାମ୍ନାରେ ଆତଙ୍କରାଜ: ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି ଚୁର୍‌ମାର୍‌

ବ୍ରହ୍ମପୁର  : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଷାଣିନୂଆଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି । କିଛି ଦୁର୍ବୃତ୍ତ ରାତି ଅଧରେ ପରାଜିତ ବିଜେପି ଓ ସ୍ୱାଧୀନ ପ୍ରାର୍ଥୀଙ୍କ ଘର ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଘର ଉପରକୁ ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି…

ଆଜି ବସୁଛି ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସୁଛି ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ । ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଉପରେ ମୋହର ବାଜିବ । ଆସନ୍ତା ୩୦ ତାରିଖରେ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ…