Latest Odisha News

BREAKING NEWS

Browsing Category

ଓଡିଶା

Odisha

ଖରାରୁ ମିଳିବ ଆଶ୍ୱସ୍ତି; ୩ ଘଣ୍ଟା ପାଇଁ ଏସବୁ ଜିଲ୍ଲାରେ ବର୍ଷିଵ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସନ୍ଧ୍ୟା ପ୍ରାୟ ୬ଟା ପର୍ଯ୍ୟନ୍ତ ଓଡ଼ିଶାର ଚାରିଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି। ଆଗାମୀ ୩ ଘଣ୍ଟା ମଧ୍ୟରେ ଅନୁଗୁଳ, ଦେବଗଡ଼, କଟକ, ନୟାଗଡର କିଛି ସ୍ଥାନରେ ଘଣ୍ଟାପ୍ରତି ୪୦-୫୦କିଲୋମିଟର ବେଗରେ ପବନ ବହିବା ସହିତ…

ଖୁବ୍‌ଶୀଘ୍ର ସ୍ଲଟ୍‌ ବୁକିଂ ମାଧ୍ୟମରେ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

ପୁରୀ: ଦୀର୍ଘ ସମୟ ଅପେକ୍ଷା ଏବଂ ଭିଡ଼କୁ ପରିଚାଳନା କରିବା ପାଇଁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅନଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା ପ୍ରଚଳନ କରିବାକୁ ଓଡ଼ିଶା ସରକାର ଯୋଜନା କରୁଛନ୍ତି। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ସୂଚନା ଦେଇଛନ୍ତି। ମନ୍ଦିରରେ ଶ୍ରୀଜିଉଙ୍କ…

ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ…

ପୁରୀ: ଶ୍ରୀଜଗନ୍ନାଥଙ୍କ ପବିତ୍ର ବନକଲାଗି ନୀତିକାନ୍ତିକୁ ସୁଗମ କରିବା ପାଇଁ ବୁଧବାର ଦିନ ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। କୃଷ୍ଣ ପକ୍ଷ ତ୍ରୟୋଦଶୀ ତିଥି ଅବସରରେ ଏହି ପୂଜା ପାଳନ…

OUSSSC ପାଇଁ ୭୨ଟି ନୂତନ ପଦବୀ

ଭୁବନେଶ୍ୱର: OUSSSC ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି କରିବାକୁ ସରକାରଙ୍କ ଅନୁମୋଦନ। ଏଥିରେ ସଚିବ, ଅତିରିକ୍ତ ସଚିବ, ଯୁଗ୍ମ ସଚିବ, ଉପ-ସଚିବ, ଅନୁ-ସଚିବ ଅନ୍ତର୍ଭୁକ୍ତ। ସେକ୍ସନ ଅଫିସର, ପ୍ରୋଗ୍ରାମର ଓ ଅନ୍ୟାନ୍ୟ ସହାୟକ କର୍ମଚାରୀ ମଧ୍ୟ ଅନ୍ତର୍ଭୁକ୍ତ। ସଚିବ ପଦବୀରେ ଜଣେ ଓଏଏସ୍ (OAS)…

ଗରମ ତାୱାରେ ଜଳିବ ଓଡ଼ିଶା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଜଳୁଛି ଓଡ଼ିଶା। ପଶ୍ଚିମରେ ଅସମ୍ଭାଳ ତାତି। ୪୦ ଡିଗ୍ରୀ ଉପରେ ୮ ସହର। ଗତକାଲି ୪୧.୭ ଡିଗ୍ରୀ ସହିତ ରାଜ୍ୟର ସବୁଠୁ ତତଲା ସହର ପାଲଟିଥିଲା ଟିଟିଲାଗଡ଼। ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର…

ଆଶ୍ରମ ସ୍କୁଲ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ RDC ସ୍ତରୀୟ ତଦନ୍ତ ନିର୍ଦ୍ଦେଶ

ମୟୁରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ରସଗୋବିନ୍ଦପୁର ବ୍ଲକ୍ କାକବନ୍ଧ ଆଶ୍ରମ ସ୍କୁଲ ହଷ୍ଟେଲରେ ବାସି ପଖାଳ ଓ ଆଳୁ ଟଟଣି ଖାଇବା ପରେ ୧୦୦ରୁ ଅଧିକ ଅନ୍ତେବାସୀ ଅସୁସ୍ଥ ହୋଇପଡ଼ିଥିଲେ । ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ନିକଟସ୍ଥ ରସଗୋବିନ୍ଦପୁର ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରି ଚିକିତ୍ସା…

ଖୁବ ଶୀଘ୍ର ଭୁବନେଶ୍ୱରରେ ନିର୍ମାଣ ହେବ ଆମ୍ବେଦକର ଭବନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୟଦେବ ଭବନରେ ଆୟୋଜିତ ଭାରତରତ୍ନ ବାବା ସାହେବ ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଅବସରରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସେ କହିଛନ୍ତି ଯେ, ଆମ୍ବେଦକର କେବଳ ଏକ ନାମ ନୁହେଁ, ଏହା ଏକ ବିଚାରଧାରା, ଯାହା ସମାନତାର ପଥ ପ୍ରଦର୍ଶନ କରେ ।…

‘ଅଙ୍ଗନବାଡ଼ିରୁ ବାଲ୍ ବାଟିକା: ‘ଆରୋହଣ’ ମାଧ୍ୟମରେ ସୁଦୃଢ଼ ହେବ ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା…

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଇସିଡବ୍ଲୁଏସ (ICWS) ପରିସରରେ ଅଭିନବ କାର୍ଯ୍ୟକ୍ରମ ‘ଆରୋହଣ’ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି…

ନୂଆ ହିତାଧିକାରୀଙ୍କ ପାଇଁ ଖୁସି ଖବର; ଆଉ ୫ ଦିନ ବଢିବ ସୁଭଦ୍ରା ଆବେଦନ ଅବଧି

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ବଡ ଅପଡେଟ୍ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ ଆଜି ଗଣମାଧ୍ୟମ କହିଛନ୍ତି ଯେ, ‘ସୁଭଦ୍ରା’ ନୂଆ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆହୁରି ୫ ଦିନ ବଢିପାରେ ସୁଭଦ୍ରା ପଞ୍ଚିକରଣର ଅବଧି । ଏପ୍ରିଲ ୧ ରୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ନୂଆ…

କିଟରେ ଓଡ଼ିଆ ନବବର୍ଷ ପାଳନ କଲେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ପ୍ରତିଯୋଗୀ

ଭୁବନେଶ୍ୱର: କିଟରେ ଓଡ଼ିଆ ନୂଆବର୍ଷ ପାଳିତ ହୋଇଯାଇଛି। ଏଥିରେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ ଯୋଗଦେଇଥିଲେ। ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍‍ ଧୁମ୍‍ଧାମ୍‍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ ପାଳନ କରିଥିଲେ। ଓଡ଼ିଶାର…