Latest Odisha News

BREAKING NEWS

Browsing Category

ଓଡିଶା

Odisha

୫୦ ଟଙ୍କା ବଢ଼ିଲା ଘରୋଇ ଗ୍ୟାସ ସିଲିଣ୍ଡର ଦାମ୍

ଭୁବନେଶ୍ୱର: ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ପେଟ୍ରୋଲ ଓ ଡିଜେଲ୍ ସହ ବଢ଼ିଲା ଏଲପିଜି ଗ୍ୟାସ ସିଲିଣ୍ଡର । ୫୦ ଟଙ୍କା ବୃଦ୍ଧି ହୋଇଛି । ଆଜିଠୁ ଲାଗୁ ହୋଇଛି ନୂଆ ଦର । ଫଳରେ ରନ୍ଧନ ଗ୍ୟାସ ସିଲିଣ୍ଡର ଦାମ୍ ୯୨୬ରୁ ବଢ଼ି ୯୭୬ ଟଙ୍କା ହୋଇଛି । ୨୦୨୧ ଅକ୍ଟୋବର ୬ ତାରିଖରେ ଦେଶରେ ଶେଷ ଥର…

ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ଭୁବନେଶ୍ୱର: ଦେଶରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଚାରି ମାସ ପରେ ତୈଳ ଦର ବୃଦ୍ଧି ହୋଇଛି । ପେଟ୍ରୋଲ ଓ ଡିଜେଲ୍ ଦାମରେ ୮୦ ପଇସା ଲେଖାଏ ବୃଦ୍ଧି ହୋଇଛି । ଆଜିଠୁ ଲାଗୁ ହୋଇଛି ବର୍ଦ୍ଧିତ ଦର । ଭୁବନେଶ୍ୱରରେ ପେଟ୍ରୋଲ୍ ଦାମ୍ ଲିଟ୍ର ପିଛା ୧୦୨ ଟଙ୍କା ୬୬ ପଇସା ଓ ଡିଜେଲ୍ ଦାମ୍ ୯୨…

ଏପ୍ରିଲରୁ ସ୍କୁଲରେ ଦିଆଯିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: ଏପ୍ରିଲ ମାସରୁ ସ୍କଲରେ ମିଳିବ ମଧ୍ୟାହ୍ନ ଭୋଜନ । ସ୍କୁଲ ଓ ଗଣଶିକ୍ଷା ବିଭାଗର ନୋଡାଲ ଅଫିସର ସନତ କୁମାର ମହାନ୍ତି ଏହି ସୂଚନା ଦେଇଛନ୍ତି। ଏଥିସହ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ମଧ୍ୟାହ୍ନ ଭୋଜନ ଏପ୍ରିଲରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମଧ୍ୟାହ୍ନ…

ଶ୍ରୀଜିଉଙ୍କ ଦର୍ଶନ କଲେ କମେଡିଆନ୍ କପିଲ ଶର୍ମା

ପୁରୀ: ପ୍ରଥମ ଥର ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି କମେଡିଆନ ତଥା ବଲିଉଡ କଳାକାର କପିଲ ଶର୍ମା । ନିଜର ଏକ ଫିଲ୍ମ ସୁଟିଂ ପାଇଁ ଭୁବନେଶ୍ୱର ଗସ୍ତରେ ରହିଥିବା କପିଲ ସୋମବାର ସଂଧ୍ୟାରେ ବଡ ଠାକୁରଙ୍କୁ ଦର୍ଶନ କରିଥିଲେ । କପିଲ ଶର୍ମା ଶ୍ରୀମନ୍ଦିର ସିଂହ ଦ୍ୱାର ନିକଟରେ…

‘ଆଧୁନିକ ଯୁଗରେ ଆଧ୍ୟାତ୍ମିକ ପ୍ରୋୟଗର ଆବଶ୍ୟକତା ରହିଛି’

ବ୍ରହ୍ମପୁର: ଆତ୍ମନିର୍ଭର ଭାରତରେ ଚାଷର ଆବଶ୍ୟକତା ଅଧିକ ରହିଛି । କିଭଳି ଆମେ ବିନା ସାର ଏବଂ କୀଟନାଶକରେ ଚାଷ କରିବା ସେ ଦିଗରେ ଗୁରୁତ୍ୱ ଦେବା ଦରକାର । ସୋମବାର ବ୍ରହ୍ମପୁର ରାମଚନ୍ଦ୍ରପୁର ସ୍ଥିତ ପ୍ରଭୁ ଉପହାର ରିଟ୍ରିଟ ସେଣ୍ଟର ଠାରେ ଆୟୋଜିତ ଆତ୍ମନିର୍ଭରଶୀଳ ଭାରତର କୃଷକ ସମାବେଶରେ…

ଓସ୍‌ଜାର ବାର୍ଷିକ ଉତ୍ସବ : ଅରୂପାନନ୍ଦ ରାଉତରାୟ ଓ ବୀରେନ୍ଦ୍ର ଲାକ୍ରା ପୁରସ୍କୃତ, ଅଚ୍ୟୁତ ସାମନ୍ତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଓସ୍‌ଜାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ କ୍ରୀଡା ସାମ୍ବାଦିକ ସଂଘ ଏସ୍‍ଜେଏଫ୍‍ଆଇର ଅନୁବନ୍ଧିତ ଓଡିଶା କ୍ରୀଡା ସାମ୍ବାଦିକ ସଂଙ୍ଘର ସପ୍ତମ ପ୍ରତିଷ୍ଠା ଉତ୍ସବ ସଭାପତି ସନ୍ଦୀପ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି ।ଏହି ପ୍ରତିଷ୍ଠା ଉତ୍ସବ ସମାରୋହରେ…

କୋଭିଡ-୧୯ ରିଲିଫ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସର୍ବଭାରତୀୟ ସିଏସ୍ଆର୍ ସମ୍ମାନ

ଭୁବନେଶ୍ୱର : କୋଭିଡ-୧୯ ମହାମାରୀର ମୁକାବିଲା ପାଇଁ ବହୁମୁଖୀ ପଦକ୍ଷେପ  ନେଇଥିବା  ଜେଏସପିକୁ ସିଏସଆର ଉତ୍କର୍ଷ ପୁରସ୍କାରରେ ସମ୍ମାନିତ କରାଯାଇଛି । ମୁମ୍ବାଇର ଯଶବନ୍ତରାଓ ଚଭନ କେନ୍ଦ୍ରରେ ଆୟୋଜିତ ହୋଇଥିବା ସିଏସଆର ଜର୍ଣ୍ଣାଲ ଏକ୍ସଲେନ୍ସ ଆୱାର୍ଡର ଚତୁର୍ଥ ସଂସ୍କରଣରେ ଏହି ସମ୍ମାନଜନକ…

[ଦେଖନ୍ତୁ ଭିଡିଓ] ମୁଣ୍ଡ ନେବାକୁ ୩୦ ଲକ୍ଷର ଡିଲ୍ : ସୁପାରୀ ଦେଇଥିଲେ ବାପ-ପୁଅ

ପୁରୀ: ମୁଣ୍ଡ ନେବାକୁ ହୋଇଥିଲା ୩୦ ଲକ୍ଷର ଡିଲ୍ । ହତ୍ୟା ପୂର୍ବରୁ ଅଗ୍ରୀମ ୨ ଲକ୍ଷ ଟଙ୍କା ନେଇଥିଲେ ଅଭିଯୁକ୍ତ । ପିସ୍ତଲ ପାଇଁ ନେଇଥିଲେ ୭୦ହଜାର ଟଙ୍କା । ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ  ହତ୍ୟା କରିବାକୁ ଦିଆଯାଇଥିଲା ସୁପାରୀ ।  କାଳୁ…

ସୁନା ଦୋକାନରେ ଜିଏସଟି ବିଭାଗର ଚଢାଉ

କଟକ : ଅଳଙ୍କାର ଦୋକାନରେ ଜିଏସଟି ବିଭାଗର ଚଢାଉ । କଟକ ସିଟି ଜିଏସ ଟି ବିଭାଗ ପକ୍ଷରୁ କଟକ ଜିଲ୍ଲା ନିଆଳି ଥାନା ସମ୍ମୁଖରେ ଥିବା ମା’ ଅଳଙ୍କାର ସୁନା ଦୋକାନ ଉପରେ ଚଢାଉ ହୋଇଛି ।ଚଢାଉ ସମୟରେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର , କମ୍ପ୍ୟୁଟର ଓ  ଗଛିତ ସୁନା  ଜିଏସଟି ବିଭାଗ ଜବତ କରିଛି ।…

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଘଟଣା , ଅବସରପ୍ରାପ୍ତ ସରକାରୀ ଅଫିସର ନିରଞ୍ଜନ ସେଠୀ ଗିରଫ

 ଭୁବନେଶ୍ୱର : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ।ଏହି ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରିଛି ଭଦ୍ରକ ପୋଲିସ ।ମାମଲା ସହ ସଂପୃକ୍ତ ଅଭିଯୋଗରେ ଅବସରପ୍ରାପ୍ତ ଓଆଇଏସ୍ ନିରଞ୍ଜନ ସେଠୀଙ୍କୁ ଭଦ୍ରକ ପୋଲିସ ଗିରଫ କରିଛି ।ଏହା ସହ ରାଜ୍ କମୁନିକେସନ ମାଲିକ ରଞ୍ଜନ…