Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଦେଖନ୍ତୁ ଭିଡିଓ] ନବୀନ ନିବାସରେ ପଖାଳ ଦିବସ ପାଳିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

 ଭୁବନେଶ୍ୱର : ପଖାଳ ପ୍ରତିଟି ଓଡ଼ିଆର ହାଣ୍ଡିଶାଳର ପରିଚୟ । ପଖାଳ ଦିବସ ପାଳନରୁ ବାଦ ପଡିନାହାନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାର୍ଚ୍ଚ ୨୦କୁ ବିଶ୍ୱ ପଖାଳ ଦିବସ ଭାବେ ପାଳନ ହୋଇ ଆସୁଥିବାବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନବୀନ ନିବାସରେ ପାଳନ କରିଛନ୍ତି ପଖାଳ…

ବସ୍ତିପିଲାଙ୍କ ସହ ହୋଲି ପାଳିଲା ଅଙ୍କୁର ଫାଉଣ୍ଡେସନ

ଭୁବନେଶ୍ୱର: ଅଙ୍କୁର ଫାଉଣ୍ଡେସନ ପକ୍ଷରୁ ୧୮ ତାରିଖରେ ହୋଲି ଉତ୍ସବ ପାଳିତ ହୋଇଯାଇଛି । ଏକ ନିଆରା ଆୟୋଜନରେ ଫାଉଣ୍ଡେସନ ତରଫରୁ ବସ୍ତିରେ ରହୁଥିବା ପିଲାଙ୍କ ସହିତ ରଙ୍ଗ ଖେଳ କରା ଯାଇଥିଲା। ପିଲାଙ୍କୁ ହୋଲି ଖେଳିବା ପାଇଁ ରଙ୍ଗ ଓ ପିଚକାରୀ ଉପହାର ଦେବାସହ ସୁରକ୍ଷିତ ଓ ସୁନ୍ଦର ହୋଲି ପାଳନର…

[ଦେଖନ୍ତୁ ଭିଡିଓ] ପୌରପରିଷଦ ନିର୍ବାଚନ ପ୍ରଚାର ଜୋରଦାର

ଗୁଣୁପୁର : ଗୁଣୁପୁର ପୌରପରିଷଦ ନିର୍ବାଚନର ମଙ୍ଗ ଧରିଛନ୍ତି ଭାରତୀୟ ଜନତା ପାର୍ଟର ରାଜ୍ୟ ସଭାପତି ସମୀର ମହାନ୍ତି ।  ଏକ ବିରାଟ ପଟୁଆରରେ ଗୁଣୁପୁର ସହର ପରିକ୍ରମା କରି ଭାରତୀୟ ଜନତା ପାର୍ଟିର ଅଧକ୍ଷା ପ୍ରାଥୀ ଏବଂ କାଉନସିଲରଙ୍କୁ ଭୋଟ ଦେଇ ବିଜୟୀ କରିବା ପାଇଁ ପ୍ରଚାର କରିଛନ୍ତି  ।…

ଜୟପୁରରେ ଗୁଳିକାଣ୍ଡ: ଦୁଇ ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଥାନା ଘେରାଉ

ଜୟପୁର: କଂଗ୍ରେସ ପକ୍ଷରୁ ଥାନା ଘେରାଉ । ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଦୁଇ ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ କଂଗ୍ରେସ ପକ୍ଷରୁ ଥାନା ଘେରାଉ କରାଯାଇଛି । ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗ କରି ଜୟପୁର ବିଧାୟକ ତାରା ବାହିନୀପତିଙ୍କ ନେତୃତ୍ୱରେ ପ୍ରଥମେ ଜୟପୁର ଟାଉନ୍…

ନିଆଳିରେ ସରପଞ୍ଚଙ୍କ ଘର ଉପରକୁ ବୋମାମାଡ

ନିଆଳି : ନିଆଳିରେ ବୋମାମାଡ ।  ବ୍ରାହ୍ମଣବାଟି ଗ୍ରାମପଞ୍ଚାୟତ ସରପଞ୍ଚ ସଞ୍ଜୟ କୁମାର ରାଉତରାୟଙ୍କ ଘର ଉପରକୁ ବୋମାମାଡ କରିଛନ୍ତି କିଛି ଦୁବୃର୍ତ୍ତ । ଗୋବିନ୍ଦପୁର ଥାନା ବ୍ରାହ୍ମଣ ବାଟି ପଞ୍ଚାୟତ ନବ ନିର୍ବାଚିତ ସରପଞ୍ଚଙ୍କ ଘର ସମ୍ମୁଖରେ ଏହି  ବୋମାମାଡ ହୋଇଛିି । ଶନିବାର ବିଳମ୍ବିତ…

ହୋଲି ପାଳନ ବେଳେ ଫୁଟିଲା ବୋମା, ଗିରଫ ଭୟରେ ଗାଁ ପୁରୁଷଶୂନ୍ୟ

ପୁରୀ: ହୋଲି ପାଳନ ବେଳେ ଫୁଟିଲା ବୋମା । ପୁରୀ ଜିଲ୍ଲା ବ୍ରହ୍ମଗିରିର ଦଣ୍ଡୁଆସିପଡ଼ା ଗାଁରେ ଗତକାଲି ବୋମାମାଡ଼ ଓ ଗୁଳି ଚାଳନା ପରେ ଚାପା ଉତ୍ତେଜନା ଲାଗି ରହିଛି । ସ୍ୱାଭାବିକ ସ୍ଥିତି ଫେରାଇ ଆଣିବା ପାଇଁ ଉଦ୍ୟମ ଜାରି ରଖିଛି ପୋଲିସ ପ୍ରଶାସନ । ଗିରଫଦାରୀ ଭୟରେ ପୂରା ଦଣ୍ଡୁଆସିପଡ଼ା ଗାଁ…

ବାଣୀବିହାରରେ ଛାତ୍ର ଉତ୍ତେଜନା

ଭୁବନେଶ୍ୱର: ପୁଣି ଅଶାନ୍ତ ବାଣୀବିହାର କ୍ୟାମ୍ପସ । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଏହାପରେ ବିଳମ୍ବିତ ରାତିରେ ହଷ୍ଟେଲରେ ଗାଡି ପୋଡ଼ିଦେଲେ ଦୁର୍ବୃତ୍ତ । ଏହି ଘଟଣାକୁ ନେଇ ବାଣୀବିହାର ଛାତ୍ର ନିବାସରେ ଚାପା ଉତ୍ତେଜନା ଦେଖାଦେଇଛି । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ…

ଆଜିଠୁ ପ୍ରତି ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲା

ପୁରୀ: ଏଣିକି ସବୁ ଦିନ ଜଗା ଦର୍ଶନ । ଆଜିଠାରୁ ରବିବାର ବି ଭକ୍ତଙ୍କ ପାଇଁ ଖୋଲା ରହିବ ବଡ଼ଦେଉଳ ଦୁଆର । ଆଜିଠୁ ପ୍ରତି ରବିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ପୂର୍ବରୁ କରୋନା କଟକଣା ଯୋଗୁ ସପ୍ତାହରେ ୬ ଦିନ ଦର୍ଶନ ଅନୁମତି ଥିଲା । ସଂକ୍ରମଣ କମିବା ପରେ ସ୍ଥିତି ଦେଖି…

ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା

ପୁରୀ: ଆଜି ବିଶ୍ୱ ପଖାଳ ଦିବସ । ପଖାଳକୁ ଭଲ ପାଉଥିବା ଲୋକଙ୍କ ପାଇଁ ଦିନଟିଏ । ଓଡ଼ିଆଙ୍କର ପ୍ରିୟ ଖାଦ୍ୟ । ଏହାକୁ ବିଶ୍ୱର କୋଣ ଅନୁକୋଣରେ ପହଞ୍ଚାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି । ଏହି ଅବସରରେ ବାଲୁକା କଳାରେ ପଖାଳ ଦିବସର ଶୁଭେଚ୍ଛା…

ଯାଜପୁର ଖରସ୍ରୋତାରେ ବୁଡ଼ି ଯାଇଥିବା ୬ ଜଣଙ୍କର ମୃତଦେହ ମିଳିଲା

ଯାଜପୁର: ବଡ଼ସୁଆର ନିକଟରେ ଖରସ୍ରୋତା ନଦୀରେ ବୁଡ଼ି ଯାଇଥିବା ୬ ଜଣ ଯୁବକଙ୍କ ମୃତଦେହ ମିଳିଛି । ଆଜି ଆଉ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କ ନାଁ ବିଶ୍ୱଜିତ ଜେନା । ଗତକାଲି ଯାଏ ୫ ଜଣଙ୍କର ମରଶରୀର ଉଦ୍ଧାର କରିଥିଲେ ଓଡ୍ରାଫ ଓ ଅଗ୍ନିଶମ ବାହିନୀ । ତିନି ଦିନରେ…