Latest Odisha News

BREAKING NEWS

Browsing Category

ଓଡିଶା

Odisha

ନନ୍ଦନକାନନରେ ନୂଆ ଅତିଥି , ୩ଟି ଶିଶୁ ଶାବକଙ୍କୁ ଜନ୍ମ ଦେଲା ବାଘୁଣୀ ରୂପା

ବାରଙ୍ଗ : ବାରଙ୍ଗ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏବେ ନୂଆ ଅତିଥି । ମା ହେଲେ ଧଳା ବାଘୁଣି ରୂପା ।ରୂପା ପ୍ରଥମ ଥର ପାଇଁ ସମସ୍ତଙ୍କୁ ଦେଇଛି ଖୁସି ଖବର । ୨୧ ନମ୍ବର ଖୁଆଡରେ ରହୁଥିବା ରୂପା ଗର୍ଭରୁ ୩ ଟି ଶିଶୁ ଶାବକ ଜନ୍ମ ନେଇଛନ୍ତି । ଧଳା ବାଘୁଣୀ ରୂପା ନାଲୀମହାବଳ ରାଜେସ ସହ ମିଳନ ପରେ…

ମାତିଲେ ଚୋର: ମନ୍ଦିରରୁ ନେଇଗଲେ ୫ ଅଷ୍ଟଧାତୁ ମୂର୍ତ୍ତି

ପୁରୀ: ଦୋଳ ପୂର୍ଣ୍ଣିମା ପୂର୍ବରୁ ମନ୍ଦିରରୁ ଦୋଳଗୋବିନ୍ଦଙ୍କୁ ନେଇଗଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ବୀର ନରସିଂହପୁରର ଗୋପୀନାଥ ମନ୍ଦିରରୁ ୫ଟି ଅଷ୍ଟଧାତୂ ମୂର୍ତ୍ତି ଚୋରି ହୋଇଛି । ଗତରାତିରେ ମନ୍ଦିର ଗ୍ରୀଲ୍ କାଟି ମୂର୍ତ୍ତି ଚୋରି ଅଭିଯୋଗ । ଚୋରି ହୋଇଥିବା ମୂର୍ତ୍ତିର ଓଜନ ୧୦୦ କେଜିରୁ…

ବିଜେପି ପ୍ରାର୍ଥୀଙ୍କ ପରିବାରକୁ ମରଣାନ୍ତକ ଆକ୍ରମଣ, ଗୁରୁତରଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ନର: ପୋଷ୍ଟର ମାରିବାକୁ ନେଇ ରାଜଧାନୀରେ ହିଂସା । ବିଜେପି କର୍ପୋରେଟର ପ୍ରାର୍ଥୀ ଧରିତ୍ରୀ ଜେନାଙ୍କ ସ୍ୱାମୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ବିଳମ୍ବିତ ରାତ୍ରିରେ ସଂଘବଦ୍ଧ ଭାବେ ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତରଙ୍କୁ ରାଜଧାନୀ…

ଦୁର୍ଘଟଣା ପରେ ଲଙ୍କାକାଣ୍ଡ

ସମ୍ୱଲପୁର: ସମ୍ବଲପୁର ଜିଲ୍ଲା ଜାତୀୟ ରାଜପଥର ୫୩ରେ ସର୍ଲାପାଲି ଛକ ନିକଟରେ ଦୁର୍ଘଟଣା । ମର୍ଣ୍ଣିଂୱାକରେ ଯିବା ବେଳେ ବରିଷ୍ଠ ଆଇନଜିବୀଙ୍କ ଉପରେ ଅଙ୍ଗୁର ବୋଝେଇ ଟ୍ରକ୍‌ ମାଡ଼ି ଗଲା । ମୃତକଙ୍କ ନାଁ ଉମେଶ ଚନ୍ଦ୍ର ପ୍ରଧାନ ଓ ଘର ସାକ୍ଷୀପଡ଼ାରେ । ଦୁର୍ଘଟଣା ପରେ ଟ୍ରକ୍ ଛାଡ଼ି ଡ୍ରାଇଭର…

ରାଜ୍ୟରେ ୨-୩ ଡିଗ୍ରୀ ଯାଏ ବଢ଼ିବ ଦିନର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ବଢିବ ତାତି । ୨ ରୁ ୩ ଡ଼ିଗ୍ରୀ ଯାଏ ଦିନ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି । ଆଗାମୀ ୪ ରୁ ୫ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରୀ ଯାଏ ଦିନ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ରାଜଧାନୀରେ ପୁଣି ମାତିଲେ ପଲସର ଲୁଟେରା

ଭୁବନେଶ୍ୱର: ପୁଣି ରାଜଧାନୀରେ ମାତିଲେ ପଲସର ଲୁଟେରା ଗ୍ୟାଙ୍ଗ । ହେଲମେଣ୍ଟ ପିନ୍ଧି ଆସି ଜଣେ ବ୍ୟବସାୟୀଙ୍କ ଠାରୁ ଲୁଟି ନେଲେ ୩ ଲକ୍ଷ ନଗଦ କ୍ୟାସ୍ । ଏଭଳି ଘଟଣା ଘଟିଛି ଶୈଳଶ୍ରୀ ବିହାର ଅଞ୍ଚଳରେ । ଲୁଟ୍ ନେଇ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଛନ୍ତି ଗୁଜୁରାଟର ଜଣେ ବେପାରୀ ।   …

କଏଦୀ ହେବେ ଆତ୍ମନିର୍ଭଶୀଳ, ୩ଦିନ ଇଂଲିସ୍ କ୍ଲାସ ସାଙ୍ଗକୁ କମ୍ପ୍ୟୁଟର ଶିକ୍ଷା

ଝାରସୁଗୁଡ଼ା: କଏଦୀମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ଆଜି ଝାରସୁଗୁଡ଼ା ଜିଲ୍ଳା ଉପ-କାରାଗାରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ସମ୍ବଲପୁର ରେଞ୍ଜ ଡିଆଇଜି ଅନସୂୟା ଜେନା ମୁଖ୍ୟ ଅତିଥିଭାବେ ଯୋଗ ଦେଇ, ଏଲଇଡି ବଲବ୍, ଏସେମ୍ବଲିଂ ୟୁନିଟ୍ ଏବଂ ଡିଟରଜେଣ୍ଟ…

ହିଞ୍ଜିଳି ଶେରଗଡର ନବ ନିର୍ବାଚିତ ପ୍ରତିନିଧିଙ୍କୁ ବିକାଶ ଉପରେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର : ହିଞ୍ଜିଳି ଓ ଶେରଗଡର ନବ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ନିର୍ବାଚିତ ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଦଳ ମତରୁ ଊର୍ଦ୍ଧ୍ୱରେ ରହି ଲୋକଙ୍କ ସେବା କରିବା ପାଇଁ ପରାମର୍ଶ ଦେଇଛନ୍ତି ।…

ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ, ୧୦୦ ପ୍ରଶ୍ନ ପ୍ରସ୍ତୁତ

 ଭୁବନେଶ୍ୱର : ନକଲି ଡାକ୍ତର ରମେଶ ସ୍ୱାଇଁଙ୍କ ହେବ ପଲିଗ୍ରାଫ୍ ଟେଷ୍ଟ । ଏଥିପାଇଁ ପ୍ରାୟ ୧୦୦ ପ୍ରଶ୍ନ ପ୍ରସ୍ତୁତ ହୋଇଛି ।ରମେଶ ରିମାଣ୍ଡ ସମୟରେ ଭୁଲ ତଥ୍ୟ ଦେଉଥିବା ଓ ତଦନ୍ତରେ ସହଯୋଗ କରୁନଥିବା ଅଭିଯୋଗରେ ପଲିଗ୍ରାଫ୍ ଟେଷ୍ଟ ହେବ । ଏନେଇ ରମେଶ ସ୍ୱାଇଁ ମଧ୍ୟ ସହମତି ପ୍ରକାଶ କରିଛି ।…

ଭିଜିଲାନ୍ସ ଜାଲରେ ସମବାୟ ସମିତି ସମ୍ପାଦକ

ସୁବର୍ଣ୍ଣପୁର: ଭିଜିଲାନ୍ସ ହାତରେ ସମବାୟ ସମିତି ଡାଟା ଏଣ୍ଟ୍ରି ଅପରେଟର ଦେବାନନ୍ଦ ନାୟକ ଓ ଭାରପ୍ରାପ୍ତ ସମ୍ପାଦକ କୁନା ନାୟକ । ଋଣ ନାଁରେ ଚାଷୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍ । ଧାନ ବିକ୍ରି ସଂପର୍କରେ ଜଣେ ଅଭିଯୋଗକାରୀଙ୍କ ଠାରୁ ଆଠ ହଜାର ଟଙ୍କା ଗ୍ରହଣ…