Latest Odisha News

BREAKING NEWS

Browsing Category

ଓଡିଶା

Odisha

ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ପୂର୍ବ ସରକାରକୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ସେ କହିଛନ୍ତି ଯେ, ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା। ଏବେ ନଳ ଆଉ ଜଳ ଅଛି । ୨୦୨୪ ଜୁନ ସୁଦ୍ଧା ବିଜେଡି ୩ଟି ମେଗା ପାଇପ ଜଳ ଯୋଗାଣ…

ହଷ୍ଟେଲରୁ ନିଖୋଜ ୨୦ ଅନ୍ତେବାସୀ, ଚିନ୍ତାରେ କର୍ତ୍ତୃପକ୍ଷ

ଭୁବନେଶ୍ବର: କୋରାପୁଟ ଜିଲ୍ଲାର ଲଙ୍କାପୁଟ ପ୍ରାଥମିକ ବିଦ୍ୟାଳୟର ୨୦ ଜଣ ହଷ୍ଟେଲ ଅନ୍ତେବାସୀ ସୋମବାର ସକାଳେ ନିଖୋଜ ହେବା ପରେ ଆତଙ୍କ ଖେଳିଯାଇଥିଲା। ସ୍କୁଲ ପରିସର ଏବଂ ହଷ୍ଟେଲରେ ସମ୍ପୂର୍ଣ୍ଣ ଖୋଜାଖୋଜି କରିବା ପରେ କୌଣସି ଫଳାଫଳ ମିଳିନଥିଲା। ଯାହା ଫଳରେ କର୍ମଚାରୀମାନେ…

Police SI Scam: ଗିରଫ ଦଲାଲ ଅରବିନ୍ଦ ଦାସକୁ ଜେରା କରୁଛି ସିବିଆଇ

ଭୁବନେଶ୍ବର: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲାରେ ଆଉ ଜଣେ ଦଲଲାଲକୁ ଜେରା କରୁଛି ସିବିଆଇ । ଗିରଫ ଦଲାଲ ଅରବିନ୍ଦ ଦାସକୁ ଦୁଇଦିନିଆ ରିମାଣ୍ଡରେ ଆଣି ମାରାଥନ୍ ଜେରା କରୁଛି ସିବିଆଇ । ଅରବିନ୍ଦକୁ ତିନି ଦିନିଆ ରିମାଣ୍ଡରେ ନେବାକୁ ସିବିଆଇ ଆବେଦନ କରିଥିଲା। ଅଦାଲତ ଦୁଇଦିନ ଲାଗି…

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । ଏନେଇ କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ କରାଯାଇଥିବା କଥା ଆଜି ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ।…

ଗତ ୩ ବର୍ଷ ଭିତରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମକୁ ଆସିନି ଗୋଟେ ହେଲେବି ଜମି

ପୁରୀ: ରାଜ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ମୋଟ ୬୦,୪୨୬.୯୪୩ ଏକର ଜମି ଚିହ୍ନଟ ହୋଇଛି । ଏହା ଭିତରୁ ୩୮,୦୬୧.୮୯୨ ଏକର ଜମି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ରେକର୍ଡ ହୋଇଛି । ଏହା ବ୍ୟତୀତ ଅନ୍ୟ ୬ ରାଜ୍ୟରେ ମହାପ୍ରଭୁଙ୍କ ନାମରେ ୩୯୫.୨୫୨ ଏକର ଜମି ରହିଛି ବୋଲି ଆଜି ବିଧାନସଭା…

ସାବଧାନ! ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡିସିନ, ୪ ବର୍ଷରେ ଚିହ୍ନଟ ହେଲାଣି…

ଭୁବନେଶ୍ୱର: ଗତ ୪ ବର୍ଷରେ ରାଜ୍ୟରେ ଚିହ୍ନଟ ହୋଇଛି ଅଢେଇ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ନକଲି ମେଡିସିନ୍ । ୨୦୨୧ ରୁ ୨୦୨୪-୨୫ ଭିତରେ ୧୬୮ଟି ନକଲି ମେଡିସିନକୁ ଚିହ୍ନଟ କରିଛନ୍ତି ରାଜ୍ୟ ସରକାର । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

Constable Murder Case: କନଷ୍ଟେବଳ ଶୁଭମିତ୍ରା ହତ୍ୟା ମାମଲା: ୭୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ପୋଲିସ

ଭୁବନେଶ୍ବର: କନଷ୍ଟେବଳ ଶୁଭମିତ୍ରା ହତ୍ୟା ମାମଲାରେ ଭୁବନେଶ୍ୱର SDJM କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ୟାପିଟାଲ ଥାନା ପୋଲିସ। ୭୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ପୋଲିସ। ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ଏଥିରେ ଶୁଭମିତ୍ରାଙ୍କ ସ୍ବାମୀ କନଷ୍ଟେବଳ ଦୀପକ ରାଉତଙ୍କୁ ମୁଖ୍ୟ…

Hostel Student Ill: ହଷ୍ଟେଲ ଖାଦ୍ୟ ଖାଇ ୪୧ ଅନ୍ତେବାସୀ ଅସୁସ୍ଥ

କୋରାପୁଟ: ପିଏମଶ୍ରୀ ବିଦ୍ୟାଳୟର ୪୧ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ। କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକର ଶିରିବେଡା ପିଏମଶ୍ରୀ ବିଦ୍ୟାଳୟ ହଷ୍ଟେଲର ୪୧ ଜଣ ଅନ୍ତେବାସୀ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିଲେ। ଏହି ଘଟଣାରେ ୩୫ ଜଣ ବୈପାରିଗୁଡା ମେଡ଼ିକାଲରେ ଭର୍ତ୍ତି ହୋଇ ଚିକିତ୍ସିତ…

ରାତି ପାହିଲେ ସଂଗ୍ରହ ହେବ ଧାନ, ମିଳିଲା ମିଲର୍ସ ଆସୋସିଏସନର ସହଯୋଗ ପ୍ରତିଶ୍ରୁତି

ଭୁବନେଶ୍ବର:ଆଜି ରାଜ୍ୟରେ ଧାନ କିଣା ନେଇ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ସହ ରାଜ୍ୟ ଓ ଜିଲ୍ଲା ରାଇସ ମିଲର୍ସ ସଂଘ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଛି । ଲୋକସେବା ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଉକ୍ତ…

ଆରମ୍ଭ ହେଲା ପାଞ୍ଚ ଦିନିଆ ୩୬ ତମ କୋଣାର୍କ ଉତ୍ସବ ସହ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ

କୋଣାର୍କ: ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୁଲ୍ୟରେ ତଥା ସଙ୍ଗୀତ ନାଟକ ଏକାଡେମୀ ଓ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମର ମିଳିତ ଉଦ୍ୟମରେ କୋଣାର୍କ ଠାରେ ଉଦ୍ଘାଟିତ ହୋଇଯାଇଛି ପାଞ୍ଚ ଦିନିଆ ୩୬ ତମ କୋଣାର୍କ ଉତ୍ସବ ୨୦୨୫ ଏବଂ ୧୫ ତମ ଆନ୍ତର୍ଜାତିକ ବାଲୁକା କଳା ମହୋତ୍ସବ ୨୦୨୫ । ଏହି ଉତ୍ସବକୁ…