Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆରପାରିରେ ଲୋକପ୍ରିୟ ଗାୟକ ପ୍ରଶାନ୍ତ ସାମନ୍ତରାୟ

କୋରାପୁଟ: ଆଉ ନାହାନ୍ତି ଲୋକପ୍ରିୟ ଗାୟକ ପ୍ରଶାନ୍ତ ସାମନ୍ତରାୟ । ବୁଧବାର ବିଳମ୍ବିତ ରାତିରେ ବିଶାଖାପାଟଣାରେ ତାଙ୍କର ପରଲୋକ ହୋଇଛି ।ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା ।ପ୍ରଶାନ୍ତଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଆଦିବାସୀ ଜଗତର ସ୍ୱର୍ଗତ ପ୍ରଶାନ୍ତ…

ପଞ୍ଚମ ପର୍ଯ୍ୟାୟ ମତଦାନ ଶେଷ : ଦିନ ୧୨.୩୦ ସୁଦ୍ଧା ୫୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ପଞ୍ଚମ ପର୍ଯ୍ୟାୟ ତଥା ଶେଷ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧୨ ଟା ସୁଦ୍ଧା ୫୫ ପ୍ରତିଶତ ମତଦାନ  ହୋଇଛି ।ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି ।ସ୍ୱାଭିମାନ ଅଞ୍ଚଳରେ ବା ଚିତ୍ରକୋଣ୍ଡାରେ ୫୨…

ସୁନ୍ଦରଗଡରେ ବିଜେପି ପ୍ରାର୍ଥୀ ଟଙ୍କା ବାଣ୍ଟୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର :ପଞ୍ଚାୟତ ନିର୍ବାଚନ ସମୟରେ ବିଜେପି ଆଚରଣ ବିଧିି ଉଲ୍ଳଙ୍ଘନ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବିଜେଡି ଅଭିଯୋଗ ଆଣିଛି ପଞ୍ଚାୟତ ନିର୍ବାଚନ ଜିତିବା ପାଇଁ ବିଜେପି ସୁନ୍ଦରଗଡରେ ଟଙ୍କା ବାଣ୍ଟୁଛି । ଭୋଟ ପାଇଁ ଭୋଟରଙ୍କୁ ଟଙ୍କା…

ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା: ୯ଟି ବୁଥରେ ଭୋଟ ଗ୍ରହଣ ବନ୍ଦ

ଭୁବନେଶ୍ୱର : ଶେଷ ପର୍ଯ୍ୟାୟ ମତଦାନ ସମୟରେ ହିଂସା । ନିଆଳି ବ୍ଲକ ପୋଖରୀଗାଁ ପଞ୍ଚାୟତରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଘଟଣା । ବୁଥ ଜବରଦଖଲ ଅଭିଯୋଗ ପରେ ୯ଟି ବୁଥରେ ଭୋଟ ଗ୍ରହଣ ବନ୍ଦ ରହିଛି । ପୁନଃ ନିର୍ବାଚନ ଦାବିରେ ଗ୍ରାମବାସୀ ମାନେ ପୋଖରୀ ଗାଁ ଛକରେ ରାସ୍ତାରୋକ କରିଛନ୍ତି ।…

ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ୍, ଆରମ୍ଭରୁ ହିଂସା

ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ଭୋଟ୍ । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । ବିଭିନ୍ନ ବୁଥ୍‌ରେ ସକାଳୁ ସକାଳୁ ଲମ୍ବା ଧାଡ଼ିରେ ଲୋକେ ଅପେକ୍ଷା କରି ରହିଛନ୍ତି । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡ଼ା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ । ଶେଷ…

ଜେଏସଡବ୍ଲ୍ୟୁ ପ୍ରକଳ୍ପ: ମାର୍ଚ୍ଚ ୧୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି

ପାରାଦୀପ: ଜଗସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକର ଢିଙ୍କିଆ ଅଞ୍ଚଳରେ ଲୋକମାନଙ୍କ ଉପରେ ପୁଲିସର ବର୍ବୋରଚିତ ଲାଠିଚାଳନା ଘଟଣା । ନିରପେକ୍ଷ ତଦନ୍ତ ପ୍ରସଙ୍ଗ ନେଇ ଦାୟର ତିନୋଟି ମାମଲାରେ ଘଟଣାସ୍ଥଳ ଅନୁଧ୍ୟାନ ପାଇଁ ଅଦାଲତ ୫ଜଣିଆ ଆଇନଜୀବୀ ଦଳ ଗଠନ କରିଥିଲେ । ଏହି କମିଟି ଆଜି ଚାରୋଟି ପୃଥକ…

ରାତି ୧୦ରେ ଉଠିବ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର: ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଜାଗର ପାଳନ ପାଇଁ ସମନ୍ୱୟ ବେଢଠକ ଶେଷ ହୋଇଯାଇଛି । ରାତି ୧୦ରେ ଲିଙ୍ଗରାଜଙ୍କ ମହାଦୀପ ଉଠିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି । କୋଭିଡ଼ କଟକଣା ନିୟମ ଅନୁସାରେ ମନ୍ଦିର ପରିସରରେ ଭକ୍ତ ଦୀପ ଜାଳି ପାରିବେ ବୋଲି ମଧ୍ୟ ବୈଠକରେ ନିଷ୍ପତ୍ତି ହୋଇଛି…

ରାଜନୈତିକ ଶତ୍ରୁତାକୁ ନେଇ ବୋମା ମାଡ, ଜଣେ ମୃତ

ଭୁବନେଶ୍ୱର: ରାଜନୈତିକ ଶତ୍ରୁତାରୁ ଗଲା ଜୀବନ । ରାଜନୈତିକ ଶତ୍ରୁତାରୁ ବୋମା ମାଡ଼ । ଏହି ଘଟଣାରେ ଜଣେ ମୃତ । ଏଭଳି ଘଟଣା ଘଟିଛି ଖଣ୍ଡପଡ଼ା ବୋଦସା ଗାଁରେ । ରାଜନୈତିକ ଶତ୍ରୁତାକୁ କେନ୍ଦ୍ର କରି ବୋଦସା ଗାଁରେ ଦୁର୍ବୃତ୍ତଙ୍କ ବୋମା ମାଡ଼ରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ପ୍ରଶାନ୍ତ…

ନିଜ ଛୁଆ ନୁହେଁ ଅନ୍ୟ ଛୁଆଙ୍କୁ ସ୍ତନ୍ୟପାନ କରାଉଛି ଗାଈ

ଭୁବନେଶ୍ୱର: ମା’ର ମମତା ଅତୁଳନୀୟ । ସେ ପଶୁ ହେଉ ଅବା ମଣିଷ, ମମତାର ମୂଲ୍ୟ ସବୁଠି ସମାନ । ମା’ର ରୂପ ସମସ୍ତଙ୍କ ପାଇଁ ଏକାପରି । ଆଜିର ଏହି ସ୍ୱାର୍ଥପର ଦୁନିଆରେ ମଣିଷ ନିଜ ମାନବିକତା ହରାଇ ପଶୁ ଭଳି ବ୍ୟବହାର କରୁଛି । କେତେକ ମା’ ମଧ୍ୟ ନିଜ ଜନ୍ମିତ ଶିଶୁକୁ ନିଜ ବକ୍ଷରର ସ୍ତନ୍ୟପାନ…

ମଡେଲ ସୌମ୍ୟ ମୃତ୍ୟୁ ମାମଲା: ପୋଲିସକୁ ହାଇକୋର୍ଟ ତାଗିଦ୍‌

ଭୁବନେଶ୍ୱର: ମଡେଲ ସୌମ୍ୟରଂଜନ ପାଣିଗ୍ରାହୀ ମୃତ୍ୟୁ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ମୃତକଙ୍କ ପରିବାରର ଅଭିଯୋଗ ଅନୁୟାୟୀ ୩ ସପ୍ତାହ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଭୁବନେଶ୍ୱର DCPଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହ କଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ…