Latest Odisha News

BREAKING NEWS

Browsing Category

ଓଡିଶା

Odisha

ଯାଜପୁରରେ ନିର୍ବାଚନ ସମୟରେ ବାଲାଟ ପେପର ଦୁର୍ବୁତ୍ତ ନେବା ଘଟଣା : ୨ ଅଭିଯୁକ୍ତ ଗିରଫ

ଯାଜପୁର : ଯାଜପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଗଣ୍ଡଗୋଳ ଘଟଣା । ଏହି ଘଟଣାରେ ଯାଜପୁର ସଦର ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ।ଗିରଫ ହୋଇଥିବା ଦୁଇ ଜଣ ଅଭିଯୁକ୍ତ ହେଲେ କରୁଣାକର ଆଚାର୍ଯ୍ୟ ଓ ମଣିନାଥ ସାହୁ । ସୂଚନା ଅନୁସାରେ ଗତକାଲି ରୁଦ୍ରପୁର ଗ୍ରାମରେ ୫ ନମ୍ବର ବୁଥ…

ପ୍ରଭୁ ରାଣ ଭୋଟ୍ ଦେବ: ପ୍ରାର୍ଥୀଙ୍କୁ ଭୋଟ୍ ଦେବାକୁ ଇଶ୍ୱରଙ୍କ ନାଁରେ ଶପଥ!

ମାଲକାନଗିରି: ନିର୍ବାଚନୀ ମଇଦାନରେ ଚାଲିଛି ରାଜନୀତି। ପ୍ରାର୍ଥୀ ଭୋଟ୍ ପାଇଁ ବିଭିନ୍ନ ପଂଥା ଆପଣାଉଥିବା ବେଳେ କିଛି ପ୍ରାର୍ଥୀ ଅଜବ ତରିକାରେ କରୁଛନ୍ତି ରାଜନୀତି। ପୁଣି ଚର୍ଚ୍ଚାରେ ମାଲକାନଗିରି ଜିଲ୍ଲାର ବାକା ପରିବାର । ଚିତ୍ରକୋଣ୍ଡା ବିଧାୟକ ପୁର୍ଣ୍ଣଚନ୍ଦ୍ର ବାକାଙ୍କ ପୁଅ ମହେଶ ବାକା…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମୟୂରଭଞ୍ଜରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

ମୟୂରଭଞ୍ଜ : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ପ୍ରସ୍ତୁତି । ରାତି ପାହିଲେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ ।ଏଥିପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ । ମୟୂରଭଞ୍ଜ ଜିଲ୍ଲାରେ ୧୨୭୯ ବୁଥରେ ହେବ ମତଦାନ । କିଭଳି ଭାବରେ ସମସ୍ତ ବୁଥ ଗୁଡିକରେ…

ରାଜ୍ୟରେ କରୋନା କଟକଣା କୋହଳ ହୋଇପାରେ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ କରୋନା କଟକଣା କୋହଳ କରିବା ପାଇଁ କେନ୍ଦ୍ର ସରକାର ରାଜ୍ୟ ମାନଙ୍କୁ ଚିଠି ଲେଖିଛନ୍ତି । କେନ୍ଦ୍ରରୁ ଯେଉଁ ଚିଠି ଆସିଛି ତା ଉପରେ ଭାବିଚିନ୍ତି ନିଷ୍ପତି ନିଆଯିବ ବୋଲି…

ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର: କାଲି ସରିଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଆସନ୍ତାକାଲି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ହେବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । କାଲି ସନ୍ଧ୍ୟାରେ ପ୍ରଚାର ସରିଥିଲା । ୩୦ଜିଲ୍ଲାର ୬୮ଟି ବ୍ଲକରେ ୧୮୬ଟି ଜିଲ୍ଲା ପରିଷଦ ଜୋନ୍‌ ଲାଗି ନିର୍ବାଚନ ହେବ । ୧୫୧୪…

କୋଟିପତି ଡାକ୍ତର ସୁକାନ୍ତ ଜେନା ଗିରଫ

ଭୁବନେଶ୍ୱର: ଗିରଫ ହେଲେ କୋଟିପତି ଡାକ୍ତର ସୁକାନ୍ତ ଜେନା । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ପୁରୀ ଜିଲ୍ଲା ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରସୂତୀ ଓ ସ୍ତ୍ରୀ ରୋଗ ବିଭାଗ ଡାକ୍ତପ ସୁକାନ୍ତ ଜେନା ଗିରଫ ହୋଇଛନ୍ତି । ପ୍ରସବ ପାଇଁ ଜଣେ ପ୍ରସୂତୀଙ୍କ…

କ୍ରମାଗତ ଚତୁର୍ଥ ଦିନରେ ରାଜ୍ୟରେ ହଜାରେ ତଳେ ଦୈନିକ କରୋନା କେସ୍

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ଦୈନିକ କେସ୍ ତଳକୁ ତଳକୁ ଖସୁଛି । କ୍ରମାଗତ ଚତୁର୍ଥ ଦିନରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହଜାରେ ତଳେ ରହିଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୮୮୬ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୫୧୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୀ: କଣାସ ଗଡ଼ିଶାଗଦା ଥାନା ଅନ୍ତର୍ଗତ ବାଦଲ ଗ୍ରାମ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ୮ ଜଣ ଗିରଫ ।  ସେମାନଙ୍କ ନାଁରେ ଆଇପିସିର ଧାରା ୩୪୧, ୩୨୩, ୩୨୫, ୨୯୪, ୫୦୬, ୩୦୭, ୩୯୫, ୩୪ରେ ସଙ୍ଗୀନ ଦଫା ଲାଗିଛି । ଅତିରିକ୍ତ ଏସପି ପୂର୍ଣ୍ଣଚନ୍ଦ୍ର ପ୍ରଧାନ ଓ ଏସଡିପିଓ କିଶୋର…

ରାଜ୍ୟରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୧୬ ଜଣ ସଂକ୍ରମିତ ପ୍ରାଣ ହରାଉଛନ୍ତି । ଅଡିଟ୍ ପ୍ରୋସେସରେ ସେମାନଙ୍କର କରୋନାରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।…

ରାଜଧାନୀରେ ଲୁଟେରା ରାଜ: ମହିଳାଙ୍କୁ ଆକ୍ରମଣ କରି ଝାମ୍ପି ନେଲେ ସୁନା ଚେନ୍

ଭୁବନେଶ୍ୱର: ରାଜଧାନୀରେ ଲୁଟେରାଙ୍କ ଆତଙ୍କରାଜ । ବାଟଘାଟରୁ ଲୁଟ୍ । ସୈନିକ ସ୍କୁଲ-ଭିଏସଏସ ନଗର ରାସ୍ତାରେ ମହିଳାଙ୍କ ବେକରୁ ଲୁଟି ନେଲେ ସୁନା ଚେନ୍ । ଆଜି ସକାଳୁ ସକାଳୁ ମନ୍ଦିରରୁ ଫେରିବା ବେଳେ ମହିଳାଙ୍କୁ ମାଡ଼ ମାରି ତାଙ୍କ ବେକୁ ସୁନା ଚେନ୍ ଝାମ୍ପି ନେଇଛନ୍ତି ଲୁଟେରା । ସକାଳ ସାଢେ…