Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁରୀରେ ହବିଷ୍ୟାଳୀ କେନ୍ଦ୍ରରେ ହେବେ ପୋଲିସ ମୁତୟନ

ପୁରୀ: ଅକ୍ଟୋବର ୭ରୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ । ଏହି ଅବସରରେ ପୁରୀରେ ବହୁ ମାତ୍ରାରେ ହବିଷ୍ୟାଳିମାନଙ୍କ ଆଗମନ ହେବା ସହିତ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେବ । ଏହାକୁ ଦୃଷ୍ଟିରେ ହବିଷ୍ୟାଳି ମାଆମାନଙ୍କ ପାଇଁ ସ୍ବତନ୍ତ୍ର ପୋଲିସ ବ୍ୟବସ୍ଥା ସହ ସମସ୍ତ ହବିଷ୍ୟାଳି କେନ୍ଦ୍ରରେ ପୋଲିସ…

ମନ୍ତ୍ରୀଙ୍କ କାର ସହ ବାଇକ୍ ଧକ୍କା, ଜଣେ ଆହତ

ଭୁବନେଶ୍ୱର: ଦେବଗଡ଼ ଜିଲ୍ଲାର ବାଲିମାଖରରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୋମବାର ସନ୍ଧ୍ୟା ରେ ଏକ କାର୍ଯ୍ୟକ୍ରମକୁ ଯାଉଥିବା ସମୟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ତାଙ୍କ କାରକୁ ଏକ ବାଇକ୍ ଧକ୍କା ଦେବାରୁ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ତେବେ…

ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସଂପନ୍ନ

ଭୁବନେଶ୍ୱର: କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ୱରୀଙ୍କ ବାର୍ଷିକ ଛତର ଯାତ୍ରା ଆଡମ୍ବର ସହିତ ପାଳିତ ହୋଇଯାଇଛି। ଏଥିରେ ଆଖପାଖ ଅଞ୍ଚଳ ଏବଂ ପଡ଼ୋଶୀ ରାଜ୍ୟରୁ ମଧ୍ୟ ହଜାର ହଜାର ଭକ୍ତ ସାମିଲ ହୋଇଥିଲେ। ଶତାବ୍ଦୀ ପୁରୁଣା ଏହି ପରମ୍ପରାରେ ବହୁ ସଂଖ୍ୟକ ପଶୁ ଏବଂ ପକ୍ଷୀଙ୍କୁ…

ଭୁବନେଶ୍ବରର ୭ଟି ସ୍ଥାନରେ ହେବ ରାବଣ ପୋଡ଼ି କାର୍ଯ୍ୟକ୍ରମ;ଜାଣନ୍ତୁ ସ୍ଥାନ…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବିଜୟା ଦଶମୀ ଅବସରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ (ବଡ଼ଗଡ଼ ଥାନା),…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସୁଶ୍ରୀ ସ୍ୱାଧା ଦେବ ସିଂହଙ୍କୁ କେନ୍ଦ୍ରୀୟ…

ଅପରେଶନ ଅଗ୍ନି: ଏହି ୪ ଜିଲ୍ଲାରୁ ସର୍ବାଧିକ ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ ଜବତ

ଭୁବନେଶ୍ବର: ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ରାଜ୍ୟରେ ସେପ୍ଟେମ୍ବର ୧୪ ରୁ ୨୭ ଯାଏଁ “ଅଗ୍ନି” ନାମକ ବିଶେଷ ଅଭିଯାନ ଚାଲିଥିଲା । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ…

ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି: ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ଫିକା ପଡିପାରେ ଦୁର୍ଗାପୂଜା…

ଭୁବନେଶ୍ୱର: ଚଳିତବର୍ଷ ଫିକା ପଡିପାରେ ଦଶହରା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ଅକ୍ଟୋବର ୧ରୁ ଉପକୂଳ ଓଡ଼ିଶା ଓ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ । ଯାହା ଦ୍ବାରା ଦୁର୍ଗାପୂଜା ଉତ୍ସବ ଫିକା ପଡିପାରେ । ଭାରତୀୟ ପାଣିପାଗ ବିଭାଗ…

ହୀରାକୁଦରେ ଖୋଲିଲା ଆଉ ୨ଟି ଗେଟ୍, ୮ଟି ଫାଟକ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ଉପର ମୁଣ୍ଡରେ ଜାରି ରହିଛି ବର୍ଷା । ଏନେଇ ଗତ ୨୭ ତାରିଖରେ ବନ୍ଦ ହୋଇଥିବା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍ ରୁ ପୁଣି ଆଉ ଦୁଇଟି ଗେଟ୍ ଖୋଲାଯାଇଛି । ପୂର୍ବରୁ ଖୋଲାଯାଇଥିବା ୬ଟି ଗେଟକୁ ମିଶାଇ ବର୍ତ୍ତମାନ ମୋଟ ୮ଟି ଫାଟକ ଦେଇ ଜଳ ନିଷ୍କାସନ ଜାରି ରହିଛି । ଆସନ୍ତା ୧ ତାରିଖରେ…

ନକ୍ସଲଙ୍କୁ ଝଟକା: ବିପୁଳ ପରିମାଣର IED ଉଦ୍ଧାର

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାର ଅବୁଝାମାଡ଼ ଜଙ୍ଗଲରେ ପୁଣି ନକ୍ସଲଙ୍କୁ ଝଟକା । ଅବୁଝମାଡ଼ର ଜଙ୍ଗଲରେ ସୁରକ୍ଷା ବାହିନୀର ନକ୍ସଲ ବିରୋଧୀ ଅଭିଯାନ ଜାରି ରହିଛି। ସେପ୍ଟେମ୍ବର ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଏକ ସନ୍ଧାନ ଅଭିଯାନ ଏବଂ ଡି-ମାଇନିଂ ଅଭିଯାନ କରାଯାଇଥିଲା। ଏହି…

ବାଲୁଗାଁରେ ବ୍ୟବସାୟୀଙ୍କୁ ଅପହରଣ ଅଭିଯୋଗ; ୫ ଅଟକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ଜଣେ ବ୍ୟବସାୟୀଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ୫ଜଣଙ୍କୁ ଗିରଫ କରିଛି।ସେଥିମଧ୍ୟରୁ ମାଷ୍ଟରମାଇଣ୍ଡ ଜଣେ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ତିନି ଜଣ ଅଭିଯୁକ୍ତ ସୁରଜ ଦୋରା, ମୁନା ବେହେରା, ଅଭିଜିତ ପଟ୍ଟନାୟକ ଗଞ୍ଜାମର ହୋଇଥିବାବେଳେ ଅନ୍ୟ ଦୁଇ ଜଣ  …