Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ୧୧ଶହକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ସ୍ଥିର ରହିବା ପରେ ଆଜି ତଳକୁ ଖସିଛି ଦୈନିକ କରୋନା ସଂକ୍ରମଣ । ଗତ କିଛି ଦିନ ହେବ ପ୍ରତିଦିନ ପାଖାପାଖି ୧୫ ଶହ ସଂକ୍ରମିତ ଚିହ୍ନଟ ହେଉଥିଲେ । ଆଜି ଏହି ସଂଖ୍ୟା ୧୧ଶହକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧୪୮ ଆକ୍ରାନ୍ତ ।…

ରାଜ୍ୟରୁ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ବଢୁଛି । ଆଉ ୨୨ ଜଣଙ୍କର ଜୀବନ ନେଇଛି ପ୍ରାଣଘାତୀ କରୋନା । ଅଡିଟ୍ ପ୍ରୋସସେର ଏମାନଙ୍କର କରୋନାର ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୮ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।…

୫ ନକଲି ମାଓବାଦୀ ଗିରଫ

ରାୟଗଡ଼ା: ୫ ଜଣ ନକଲି ମାଓବାଦୀ ଗିରଫ । ରାୟଗଡ଼ା ଜିଲ୍ଲା କାଶୀପୁର ଅଞ୍ଚଳରୁ ୪ ଜଣ ଓ ଶେଷଖାଲରୁ ଜଣେ ନକଲି ମାଓବାଦୀ ଗିରଫ ହୋଇଛନ୍ତି । ମାଓବାଦୀଙ୍କ ନାଁରେ ଗାଡ଼ି ପୋଡିବା ସହ ପୋଷ୍ଟର ଲଗାଇବା ଅଭିଯୋଗରେ ଗିରଫ କରିଛି ପୋଲିସ । ଗତ ଜାନୁଆରୀ ୨୨ରେ ବୁଡ଼ାଗୁଡ଼ା ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦୁଇ ଦିନ ପରେ କମିବ ଶୀତ, ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ବର୍ଷା

ଭୁବନେଶ୍ୱର: ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା । ଆସନ୍ତା ୧୬ ତାରିଖରୁ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ନୂଆପଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଟ୍ରକ-ଭ୍ୟାନ୍ ଧକ୍କାରେ ୪ ମୃତ, ୫ ଗୁରୁତର

ଫୁଲବାଣୀ: ଭୋଜି ଖାଇ ଫେରିବା ବାଟରେ ଛକିଥିଲା ମୃତ୍ୟୁ । ଦୁର୍ଘଟଣା ନେଲା ୪ ଜୀବନ । ଆଉ ୫ ଜଣ ଗୁରୁତର ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଫୁଲବାଣୀ ସଦର ଥାନା ଲାହାବାଡ଼ିରେ ଭ୍ୟାନ୍‌ ଓ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣାରେ ୪ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଦୁଇ ଜଣ ଶିଶୁ…

ପରିବାର ଲୋକେ ସ୍କୁଲ ଯିବାକୁ ବାଧ୍ୟ କରିବା ହେଲା କାଳ, ବିଷ ପିଇଦେଲେ ଦଶମ ଶ୍ରେଣୀ ଛାତ୍ରୀ

ମାଲକାନଗିରି :ସ୍କୁଲ ଯିବାକୁ ବାଧ୍ୟ କରିବା ହେଲା କାଳ । ପରିବାର ଲୋକ ସ୍କୁଲ ଯିବାକୁ ବାଧ୍ୟ କରିବାରୁ ଜଣେ ଦଶମ ଶ୍ରେଣୀ ଛାତ୍ରୀ ବିଷପିଇ ଆତ୍ମହତ୍ୟା କରିଛନ୍ତି । ମାଲକାନଗିରି ଜିଲ୍ଲା ଭୀମାରାଙ୍ଗୀନ ଗାଁରେ ଏପରି ଦୁଃଖ ଦାୟକ ଘଟଣା ଘଟିଛି । ଛାତ୍ରୀ ଜଣଙ୍କ ସତୀଗୁଡ଼ା ହାଇସ୍କୁଲରେ ଦଶମ…

ବିଧାନ ପରିଷଦ ଗଠନ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର :ବିଧାନ ପରିଷଦ ସଙ୍କଳ୍ପ ପ୍ରସଙ୍ଗ । କେନ୍ଦ୍ରକୁ ୨ ଟି ଚିଠି ଲେଖିବେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଏହି ଚିଠିରେ ଆଇନ ବିଭାଗ କାହିଁକି ଭୁଲ ତଥ୍ୟ ଦେଇଛି । ସେକଥା ବାଚସ୍ପତି ଲେଖିବେ । ବିଧାନ ପରିଷଦ ଗଠନ ପାଇଁ ଓଡିଶା ସରକାରଙ୍କ ଠାରୁ କୌଣସି ପ୍ରସ୍ତାବ ଆସିନାହିଁ…

କାମ ନହେଲେ ଭୋଟ୍ ବର୍ଜନ, ଜିଦରେ ଗାଁର ଲୋକେ

ନବରଙ୍ଗପୁର: ଅଭାବ ଅନଟନ ଭିତରେ ବିତୁଛି ଜୀବନ । ମାଳ ମାଳ ଫମ୍ପା ପ୍ରତିଶ୍ରୁତି ଭିତରେ ନୟାନ୍ତ ଗାଁର ଲୋକେ । ଏବେ ପୁଣି ସେହି ଭୋଟ ନେବାକୁ ପ୍ରାର୍ଥୀଙ୍କ ଭିଡ଼ । ହେଲେ ଏବେ କିନ୍ତୁ ଲୋକେ କିନ୍ତୁ ନିଜ ଜିଦ୍ ରେ ଅଟଳ। କାମ ନାହିଁ ତ ଭୋଟ ନାହିଁ। ଚଳିତ ଥର ଭୋଟ୍ ବର୍ଜନ କରିଛନ୍ତି…

ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି

ସୁନ୍ଦରଗଡ଼: ସୁନ୍ଦରଗଡ଼ ADM ବିଶ୍ୱଜିତ୍‌ ମହାପାତ୍ରଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ । ଭିଜିଲାନ୍ସ ଜାଲରେ ରାଜ୍ୟ ସରକାରଙ୍କ ଆଉ ଜଣେ କୁବେର ବାବୁ ADM ବିଶ୍ୱଜିତ୍‌ ମହାପାତ୍ର । ଭିଜିଲାନ୍ସ ସୁନ୍ଦରଗଡ଼ ADM ବିଶ୍ୱଜିତଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି । ଆଜି ତାଙ୍କୁ…

କମିଶନରେଟ ପୋଲିସ ପଞ୍ଝାରେ ୨ ଗଞ୍ଜେଇ ମାଫିଆ,୨୦ କେଜି ଗଞ୍ଜେଇ ସହ ୭୫ଲକ୍ଷ ଟଙ୍କା ଜବତ

କଟକ : କମିଶନରେଟ ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ । ଦୁଇ ଜଣ ଗଞ୍ଚେଇ ବେପାରୀଙ୍କୁ ଗିରଫ କରିଛି ବାଦାମବାଡି ଥାନା ପୋଲିସ ।ଏମାନେ ହେଲେ ନାରାୟଣ ପତି ଓରଫ ବିବୁ ଓ ସହଯୋଗୀ ଅବକାଶ ସ୍ୱାଇଁ । ଏମାନଙ୍କ ନିକଟରୁ ନଗଦ ୭୫ ଲକ୍ଷ ଟଙ୍କା ସହ , ୨୦ କେଜି ଗଞ୍ଜେଇ, ସୁନା ଅଳଙ୍କାର ଓ ଦୁଇଟି ମୋବାଇଲ…