Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରଲୋକରେ ଧର୍ମଶାଳାର ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡା

ଯାଜପୁର: ପରଲୋକରେ ଧର୍ମଶାଳାର ପୂର୍ବତନ ବିଧାୟକ କାଙ୍ଗାଳି ଚରଣ ପଣ୍ଡା । ଭୁବନେଶ୍ୱର ସ୍ଥିତ ବାସଭବନରେ ଗତକାଲି ରାତିରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ କାରଣରୁ ତାଙ୍କର ମୃତ୍ୟୁ ହୋଇଯାଇଛି । ରସୁଲପୁର ବ୍ଲକ…

ଆଜି ଓଡ଼ିଶାରୁ ୧୫୩୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ପାଖାପାଖି ୧୫ଶହ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୫୩୯ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୮୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୪୨ । ୧୮ ବର୍ଷରୁ କମ୍ ଆଉ ୩୪୨…

ରାଜ୍ୟରୁ କରୋନା ନେଲା ଆଉ ୨୪ ଜୀବନ, ମୃତକଙ୍କ ଭିତରେ ୨୧ ଦିନର ଶିଶୁ ପୁତ୍ର

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢୁଛି । ଆଉ ୨୪ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଅଡିଟ୍ ପ୍ରୋସେସରେ ସେମାନଙ୍କର କରୋନାରେ ମୃତ୍ୟ ହୋଇଥିବା ସ୍ପଷ୍ଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ଏମାନଙ୍କ…

ପୁଣି ହାତୀର ମୃତଦେହ ଉଦ୍ଧାର

ଭବାନୀପାଟଣା: ପୁଣି ହାତୀର ମୃତଦେହ ଉଦ୍ଧାର । କଳାହାଣ୍ଡି ଜିଲ୍ଲା ନର୍ଲା ରେଞ୍ଜରେ ଆଉ ଏକ ହାତୀର ମୃତଦେହ ଠାବ ହୋଇଛି । ବାଗପୁର ଗାଁ ନିକଟ ବିଲରେ ପଡ଼ିଛି ହାତୀର ମୃତଦେହ । ମୃତ ହାତୀର ଶରୀରରେ ସାମାନ୍ୟ କ୍ଷତ ଚିହ୍ନ ରହିଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ହେଲା…

ମମିତା ହତ୍ୟାକାଣ୍ଡ ମାମଲା: ଗୋବିନ୍ଦ ସାହୁ ଓ ଡ୍ରାଇଭରର ନାଁରେ ଚାର୍ଜସିଟ୍ ଦାଖଲ କଲା ବଲାଙ୍ଗିର ପୋଲିସ

ବଲାଙ୍ଗିର: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣା । ଏହି ମାମଲାରେ ବଲାଙ୍ଗିର ପୋଲିସ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ଡ୍ରାଇଭରଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରିଛି । ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଦାଖଲ କରାଯାଇଛି ଚାର୍ଜସିଟ୍ । ସୂଚନା ଥାଉକି, ଆସନ୍ତା ୧୫ରେ…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର, ଆଜି କରୋନାରୁ ସୁସ୍ଥ ହେଲେ ୨୪୮୩ ଜଣ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବଢିଛି । ରାଜ୍ୟରେ ଆଜି ୨ ହଜାର ୪ଶହ ୮୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୪୯୬ ଥିବା ବେଳେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଛନ୍ତି ୧୨ ଲକ୍ଷ…

କାର୍ଯ୍ୟରେ ନିରପେକ୍ଷତା ଓ ସ୍ୱଚ୍ଛତାକୁ ଗୁରୁତ୍ୱ ଦେଉଛି ‘ମୋ ସ୍କୁଲ୍’: ସୁସ୍ମିତା ବାଗଚୀ

ଭୁବନେଶ୍ୱର: ଆଜି ଭର୍ଚୁଆଲ୍ ମୋଡରେ ‘ମୋ ସ୍କୁଲ ଅଭିଯାନ’ର ୯ମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ‘ମୋ ସ୍କୁଲ’ ର ଅଧ୍ୟକ୍ଷା ସୁସ୍ମିତା ବାଗଚୀ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ । ‘ମୋ ସ୍କୁଲ’ ର ଅଧ୍ୟକ୍ଷା…

ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ପ୍ରସଙ୍ଗ : ପ୍ରମିଳା ମଲ୍ଲିକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

ଯାଜପୁର : ଭୋଟ ଦେବା ପାଇଁ ପ୍ରଲୋଭିତ କରିବା ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ପଡିଲା ମହଙ୍ଗା ।ଏହି ଘଟଣାକୁ ନେଇ ବିଂଝାରପୁର ବିଧାୟିକା ତଥା ଶାସକ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ପ୍ରସଙ୍ଗରେ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି ।।ରାଜ୍ୟ ନିର୍ବାଚନ…

ଡିଜିଟାଲ ଇଣ୍ଡିଆ କର୍ପୋରେସନର ଚିଫ୍ ଟେକ୍ନିକାଲ ଅଫିସର ହେଲେ ଓଡିଆ ପୁଅ ଦେବବ୍ରତ ନାୟକ

ଭୁବନେଶ୍ୱର : ଓଡିଆ ପୁଅ ଦେବବ୍ରତ ନାୟକ ହେଲେ ଡିଜିଟାଲ ଇଣ୍ଡିଆ କର୍ପୋରେସନର ମୁଖ୍ୟ ଟେକ୍ନିକାଲ ଅଧିକାରୀ ଭାବେ ନିଯୁକ୍ତି କରାଯାଇଛି । ଶ୍ରୀ ନାୟକ ଡିଜିଟାଲ ଇଣ୍ଡିଆର ମୁଖ୍ୟ ଭାବେ ଯୋଗଦେବା ପୂର୍ବରୁ ସେ ନ୍ୟାସନାଲ ଇନଫୋରମେଟିକ୍ ସେଣ୍ଟର ଏନଆଇସିରୁ ସ୍ୱେଚ୍ଛାକୃ ଭାବେ ସେ ଭଲେଟାରୀ…

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ । ଲାଞ୍ଚ ନେବା ସମୟରେ ମାଡ଼ିବସିଥିଲା ଭିଜିଲାନ୍ସ । ଦୁଇ ଜଣଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି ।ସୂଚନା ଅନୁସାରେ, ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ବିଇଓ ବ୍ରଜକୁମାର ନାୟକ ଜଣେ ଶିକ୍ଷକଙ୍କ ଏରିଅର ବିଲ୍ କରିବାକୁ ଟଙ୍କା ନେଉଥିବା…