Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ନେହ ପ୍ରେମ ସହ ଚକୋଲେଟର ସମ୍ପର୍କ କିଛି ନିଆରା: ‘ହାପି ଚକୋଲେଟ ଡେ’

ଭୁବନେଶ୍ୱର: ଚାଲିଛି ପ୍ରେମ ସପ୍ତାହ । ରୋଜ୍ ଡେ’ରୁ ଏହି ଦିବସ ଆରମ୍ଭ ହୋଇଛି । ତେବେ ଏହି ପ୍ରେମ ଯେ କେବଳ ପ୍ରେମୀ ଯୁଗଳଙ୍କ ପାଖରେ ସୀମିତ ନୁହେଁ । ପ୍ରେମୀ ଯୁଗଳଙ୍କଠାରୁ ନେଇ ଭାଇ ଭଉଣୀ ସମ୍ପର୍କ ହେଉକି ବନ୍ଧୁତ୍ୱ ସମ୍ପର୍କରେ ବି ରହିବ ନିହାତି ଦରକାର । ଆଉ ଏବେ ଏହି ପ୍ରେମ…

ମାଓ ପୋଷ୍ଟର ସ୍ଥାନରେ ପୁଣି ଲାଣ୍ଡମାଇନ୍ ବିସ୍ଫୋରଣ, ଯୁବକ ମୃତ

ଫୁଲବାଣୀ: ପୁଣି ମାତିଲେ ମାଓବାଦୀ । ମାଓ ପୋଷ୍ଟର ଲାଗିଥିବା ସ୍ଥାନରେ ପୁଣି ହେଲା ଲାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡିଙ୍ଗିଆ କିଆମୁଣ୍ଡା ନିକଟରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ପ୍ରାଣ ହରାଇଛନ୍ତି…

୪୦ ଫୁଟ ମୋବାଇଲ୍ ଟାଓ୍ୱାର ଉପରେ ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ

ବାଙ୍କି(କଟକ): ୪୦ ଫୁଟ୍ ଉଚ୍ଚର ମୋବାଇଲ୍ ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ । ଉପରୁ ଆତ୍ମହତ୍ୟା ଧମକ ଦେଉଛନ୍ତି । ଏଭଳି ଏକ ଘଟଣା କଟକ ଜିଲ୍ଲା ବାଙ୍କି ଅଞ୍ଚଳରୁ ସାମନାକୁ ଆସିଛି । ମୋବାଇଲ୍ ଟାଓ୍ୱାର ଉପରେ ଚଢ଼ିଥିବା ଯୁବକଙ୍କ ନାଁ ମଳୟ ଗୋଚ୍ଛି । ତାଙ୍କ ଘର ରାମଚନ୍ଦ୍ରପୁର ଅନ୍ତର୍ଗତ…

ଭୋଟ୍‌ ପାଇଁ ଷ୍ଟାମ୍ପ୍‌ ପେପର୍‌ରେ ଲିଖିତ ପ୍ରତିଶ୍ରୁତି, ଭୋଟ ବର୍ଜନ ନିଷ୍ପତ୍ତି ପ୍ରତ୍ୟାହୃତ

ରାୟଗଡ଼ା: ରାଜନୀତି ମଇଦାନରେ ପ୍ରାର୍ଥୀଙ୍କ ଟକ୍କର। ଆଉ ଏହାରି ଭିତରେ କିଏ ମାରିବ ବାଜି ସେ ନେଇ ଚାଲିଛି ଜୋରଦାର ଲଢେଇ। ତା ସହିତ ପ୍ରାର୍ଥୀ ମାନେ ମଧ୍ୟ ବିଭିନ୍ନ ତରିକା ଆପଣାଇବାକୁ ଭୁଲୁନାହାନ୍ତି। ଏହିଭଳି କିଛି ଅଲଗା ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ। ଜଣେ…

ଆଜି ରାଜ୍ୟରୁ ୧୭୧୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୁଇ ହଜାର ଭିତରେ ରହୁଛି ଦୈନିକ କରୋନା କେସ୍ । ଓଡ଼ିଶାରେ ନିୟନ୍ତ୍ରଣରେ ରହିଛି ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୭ଶହ ୧୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୯୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୭୧୫ । ୧୮ ବର୍ଷ ଭିତରେ ଆଉ ୩୨୩…

କେନ୍ଦ୍ରରେ ଦୁଇ ଜଣ IAS ଅଧିକାରୀଙ୍କୁ ମିଳିଲା ନିଯୁକ୍ତି

ଭୁବନେଶ୍ୱର: କେନ୍ଦ୍ରରେ ଦୁଇ ଜଣ IAS ଅଧିକାରୀଙ୍କୁ ମିଳିଲା ନିଯୁକ୍ତି ।  ଓଡ଼ିଶା କ୍ୟାଡରର ଦୁଇ ଆଇଏଏସ୍ ଅଧିକାରୀଙ୍କୁ ନିଯୁକ୍ତି ମିଳିଛି । ସେମାନେ ୧୯୯୦ ବ୍ୟାଚର ଦୁଇ ଅଧିକାରୀ ମନୋଜ ଆହୁଜା ଓ ଆରତୀ ଆହୁଜା । ମନୋଜଙ୍କୁ କେନ୍ଦ୍ରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଓଏସଡି ଭାବେ…

ଜେଲ ଗଲେ ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର

ରାଉରକେଲା: ଆସିଷ୍ଟାଣ୍ଟ କଲେକ୍ଟର ମନରୋଞ୍ଜନ ନାଏକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଦୁଇ କୋଟିରୁ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଗିରଫ ହୋଇଛନ୍ତି । ଗତକାଲି ଏକାସଂଗେ ୫ଟି ସ୍ଥାନରେ ରେଡ୍ କରିଥିଲା ଭିଜିଲାନ୍ସ ଟିମ୍ । ତେବେ ଗିରଫ ପରେ ଆଜି କୋର୍ଟ ଚାଲାଣ ହେବ । ଆୟ…

ଆଜି ୪ ଘଣ୍ଟା ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର

ପୁରୀ: ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ । ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଗୁପ୍ତ ସେବା ଓ ସ୍ୱତନ୍ତ୍ର ନୀତି ହୋଇଥିବାରୁ ବନ୍ଦ ରହିବ ଶ୍ରୀମନ୍ଦିର । ସନ୍ଧ୍ୟା…

ରାଜ୍ୟରୁ କରୋନା ନେଲା ଆଉ ୨୨ ଜୀବନ, ଭୁବନେଶ୍ୱରରୁ କେବଳ ୧୧

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୨୨ ଜଣଙ୍କର ଜୀବନ ନେଇଛି ମହାମାରୀ । ଅଡିଟ୍ ପ୍ରୋସେସରେ ଏମାନଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଖୋର୍ଦ୍ଧା ଜିଲ୍ଲାରୁ କେବଳ ୧୪ ଜଣ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରେ ୧୧ ଜଣ କେବଳ…

ଆଜିଠୁ ରାଜ୍ୟରେ ଦୁଇ ଦିନ ବର୍ଷା, ୧୧ରୁ ବଢ଼ିବ ଶୀତ

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ଦୁଇ ଦିନ ବର୍ଷା । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ହାଲୁକା ବର୍ଷା ହେବ । ଆସନ୍ତାକାଲି ବୃଦ୍ଧି ହେବ ବର୍ଷାର ବିସ୍ତୃତି । ଏହି ସୂଚନା ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଆଭ୍ୟନ୍ତରୀଣ ଓ ଆସନ୍ତାକାଲି ଉପାନ୍ତରୁ ଉପକୂଳ ଯାଏ ପଶ୍ଚିମା…