Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅକ୍ଟୋବର ୯ରୁ ବିଜେଡିର ଏକ ମାସଧରି ଜନସମ୍ପର୍କ ପଦଯାତ୍ରା…

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ଓ ସାର୍ବଜନୀନ ଦଶହରା ପଡୁଥିବାରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜୁ ଜନତା ଦଳ ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ। ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ…

କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ସମାପନ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ରବିବାର ସମାପନ ହୋଇଛି। ତିନିଦିନ ଧରି ଚାଲିଥିବା ଏହି ସମାବର୍ତ୍ତନ ଉତ୍ସବରେ ୧୯୫ଜଣ ଛାତ୍ରଛାତ୍ରୀଙ୍କୁ ପିଏଚ୍‍ଡି, ୨୦୩୪ଜଣଙ୍କୁ ସ୍ନାତକୋତ୍ତର, ୭୨୩୨ ଜଣଙ୍କୁ ସ୍ନାତକ ଡିଗ୍ରୀ ପ୍ରଦାନ କରାଯାଇଥିଲା। ଏହି ଅବସରରେ ଶ୍ରୀଲଙ୍କାର…

ସିବିଆଇ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୋବିନ୍ଦ ସାହୁ ପରିବାର; ଦେଲେ ପ୍ରତିଶ୍ରୁତି…

ଭୁବନେଶ୍ବର: ପିତାଙ୍କ ହତ୍ୟାକାରୀକୁ ଧରିବା ପାଇଁ ସିବିଆଇ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦାବିପତ୍ର ଦେଲେ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ। ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ଗୋବିନ୍ଦ ସାହୁ । ୨୦୨୨ ଡିସେମ୍ବର ୨୦ ତାରିଖରେ କଣ୍ଟାବାଞ୍ଜି…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷାରେ ସଫଳତା ପାଇଲେ ଦୃଷ୍ଟିହୀନ ଶିକ୍ଷକ

ଭୁବନେଶ୍ୱର: ଯାଜପୁର ଜିଲ୍ଲାର ଜଣେ ଦୃଷ୍ଟିହୀନ ଶିକ୍ଷକ ମହେଶ ପଣ୍ଡା ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ) ପରୀକ୍ଷା ୨୦୨୩ରେ ୩୦୦ ତମ ସ୍ଥାନ ହାସଲ କରିଛନ୍ତି। ତେବେ ଏହା ତାଙ୍କର ତୃତୀୟ ପ୍ରୟାସ ଥିଲା। ସେ କୋରେଇ ବ୍ଲକର ବଡ଼ ବିରୁହାନ ଗାଁର ବାସିନ୍ଦା ଥିବା ନେଇ ଜଣାପଡ଼ିଛି। ତେବେ ସେ…

Nuapada Bypoll: ଏହି ଦିନ ହେବ ନୂଆପଡ଼ା ଉପନିର୍ବାଚନ…

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ନେଇ ସୂଚନା ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ବିହାର ବିଧାନସଭା ସହ ୭ଟି ରାଜ୍ୟର ୮ଟି ବିଧାନସଭା ଆସନରେ ହେବ ଉପନିର୍ବାଚନ । ୭ ରାଜ୍ୟରେ ହେବାକୁ ଥିବା ଉପନିର୍ବାଚନ ମଧ୍ୟରେ ଓଡ଼ିଶାର ନୂଆପଡ଼ା ଆସନ ରହିଛି । ରାଜ୍ରେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ…

ଶିକ୍ଷା ବିଭାଗର ଅଧିକାରୀ ଓ କର୍ମଚାରୀଙ୍କ ବଦଳିକୁ ନେଇ ଗଣଶିକ୍ଷା ବିଭାଗର ବଡ ନିଷ୍ପତ୍ତି…

ଭୁବନେଶ୍ୱର: ଶିକ୍ଷକ ଏବଂ ଶିକ୍ଷୟତ୍ରୀଙ୍କ ପରେ ଏବେ ଶିକ୍ଷା ବିଭାଗରେ ଥିବା ଅଧିକାରୀ ଓ କର୍ମଚାରୀ ପାଳି । ଆଗକୁ ଆଉ ଗୋଟିଏ ସ୍ଥାନରେ ୩ ବର୍ଷରୁ ଅଧିକ ଦିନ ରହିପାରିବେ ନାହିଁ ଶିକ୍ଷା ବିଭାଗରେ ଥିବା ଅଧିକାରୀମାନେ । ୩ ବର୍ଷରୁ ଅଧିକ ଦିନ ଧରି ଗାଦି ମାଡ଼ି ବସିଥିବା ସମସ୍ତ ଅଧିକାରୀଙ୍କୁ…

ଘରେ ପଶି ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ

ସୁବର୍ଣ୍ଣପୁର: ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚିନ୍ମୟ କୁମାର ମହାନନ୍ଦଙ୍କୁ ସରକାରୀ ବାସଭବନରେ ପଶି ୬ରୁ ୮ଜଣ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ଫଳରେ ଗୁରୁତର ଆହତ ଚିନ୍ମୟ ମହାନନ୍ଦ ଉଲୁଣ୍ଡା ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି । ଖବରମୁତାବକ,…

ଅଜଣା ଗାଡି ଧକ୍କାରେ ସବ୍‌ ଇନ୍ସପେକ୍ଟରଙ୍କ ମୃତ୍ୟୁ

ଯାଜପୁର: ଦୁର୍ଘଟଣାରେ ଚାଲିଗଲା ସବ୍‌ ଇନ୍ସପେକ୍ଟରଙ୍କ ଜୀବନ । ମୃତକ ଭଦ୍ରକ ଜିଲ୍ଲା ପୁରୁଣାବଜାର ଥାନାର ସବ୍ ଇନ୍ସପେକ୍ଟର ବବୃବାହନ ନାୟକ ବୋଲି ଜଣାପଡିଛି । ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ କୁଆଖିଆ ନିକଟରେ ଏକ ଅଜଣା ଗାଡି ତାଙ୍କ ବାଇକ୍‌ କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ…

ଚାଉଳ ଗୋଦାମରୁ ୨୦ ଲକ୍ଷ ଟଙ୍କାର ବାଣ ଜବତ

ଖଲ୍ଲିକୋଟ: ଶନିବାର ଠାରୁ ବେଆଇନ ବାଣ ଜବତ ପାଇଁ ଗଞ୍ଜାମ ଜିଲ୍ଲା ଛତ୍ରପୁର ସହରରେ ଚାଲିଛି ରେଡ୍‌ । ଏହି ଅବସରରେ ଛତ୍ରପୁର ଏନଏସି ଅନ୍ତର୍ଗତ ପାର୍କସାହିରେ ଏକ ଚାଉଳ ଗୋଦାମରୁ ଲକ୍ଷାଧିକ ଟଙ୍କାର ବାଣ ଜବତ ହୋଇଛି । ଜବତ ବାଣର ମୂଲ୍ୟ ୨ ଲକ୍ଷରୁ ଉର୍ଦ୍ଧ ଟଙ୍କା ହବ ବୋଲି ପୋଲିସ ପକ୍ଷରୁ…

ଜାତୀୟ ରାଜପଥରେ ଗାଇଗୋରୁଙ୍କ ପ୍ରାଦୁର୍ଭାବ ହ୍ରାସ ପାଇଁ ଆରମ୍ଭ ହେବ ଅଭିଯାନ

ଭୁବନେଶ୍ବର: ଜାତୀୟ ରାଜପଥରେ ଦିନକୁ ଦିନ ଗାଇଗୋରୁଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗୁଛି । ଯେଉଁକାରଣରୁ ଅନେକ ସମୟରେ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ଏହାକୁ ନଜରରେ ରଖି ଭାରତୀୟ ରାଜମାର୍ଗ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଗାଈଗୋରୁଙ୍କ ପାଇଁ ସର୍ବାଧିକ ଦୁର୍ଘଟଣାପ୍ରବଣ…