Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ପେୟାର୍ ପାର୍ଟସ୍ ଆଳରେ ଚାଲିଥିଲା ନକଲି ମଦ ବୋତଲ ଠିପି ଓ ଷ୍ଟିକର୍ କାରବାର

ଅନୁଗୁଳ: ଅବକାରୀ ବିଭାଗ ଓ କଟକ ଫ୍ଲାଇଂ ସ୍କ୍ୱାର୍ଡକୁ ମିଳିଲା ବଡ ଧରଣର ମିଳିତ ସଫଳତା । ଅନୁଗୁଳ ଜିଲ୍ଲା ରାଣୀଗୁଡାରେ ଜବତ ହେଲା ବିପୁଳ ପରିମାଣର ବିଦେଶୀ ମଦ ବୋତଲ ଠିପି ଓ ଷ୍ଟିକର୍ । ସ୍ପେୟାର ପାର୍ଟସ୍ ଆଳରେ ଏହି କାରବାର ଚାଲିଥିବା ନେଇ ସୂଚନା ରହିଛି । ରାଣୀଗୁଡାର ଜୟ ପ୍ରକାଶ…

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ କାର୍ଯ୍ୟରତ ସାମ୍ବାଦିକଙ୍କ ମୃତ୍ୟୁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ଅଭାବନୀୟ ଘଟଣା । ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ । ଆଜି ଜରେ ସାମ୍ବାଦିକ ଖବର ସଂଗ୍ରହ କରିବାକୁ ଯାଇ ମାଓବାଦୀ ବିଛାଇଥିବା ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ତାଙ୍କର ମୃତ୍ୟୁ ହୋଇଛି । ଏଭଳି ହୃଦୟବିଦାରକ ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର…

[ଭିଡିଓ] ପ୍ରାର୍ଥୀଙ୍କ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ବିଧାୟକଙ୍କ ପତ୍ନୀ

ପିପିଲି : ପଞ୍ଚାୟତ ନିର୍ବାଚନ ପାଇଁ ରାଜନୀତି ସରଗରମ । ପ୍ରଚାର ପ୍ରସାରରେ ଦୁଲୁକୁଛି ଗାଁ ଦାଣ୍ଡ ।ଘର ଘର ବୁଲି ଭୋଟ ମାଗୁଛନ୍ତି ପ୍ରାର୍ଥୀ ।ପ୍ରାର୍ଥୀଙ୍କ ସହ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥୀଙ୍କ ପତ୍ନୀ ଜାଗୃତି ମହାରଥୀ । ପିପିଲି ବ୍ଲକ ୨୨ନମ୍ବର…

[ଭିଡ଼ିଓ] ପୁରୀରେ ଶ୍ରୀଜିଉଙ୍କ ଦର୍ଶନ କଲେ 5-T ସଚିବ

ପୁରୀ: ପୁରୀ ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ୍ । ପୁରୀ ଗସ୍ତ କରିବା ସହିତ ମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ୍ । ଗସ୍ତ କାଳରେ ସେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡ଼ିଛି । ସିଂହଦ୍ଵାର…

ବେଙ୍ଗାଳୁରୁରେ ଠକେଇ, ଭୁବନେଶ୍ୱରରୁ ୩ ଆନ୍ତଃରାଜ୍ୟ ଠକ ଗିରଫ

ଭୁବନେଶ୍ୱର: ଚାକିରି ନାଁରେ ବେଙ୍ଗାଳୁରୁରେ ଠକେଇ । ଭୁବନେଶ୍ୱରରୁ ଗିରଫ । ୩ ଆନ୍ତଃରାଜ୍ୟ ଠକଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ବେଙ୍ଗାଳୁରୁ ପୋଲିସର ସ୍ୱତନ୍ତ୍ର ଟିମ୍ । ଚନ୍ଦ୍ରଶେଖରପୁର ପୋଲିସ ସହାୟତାରେ ସେମାନଙ୍କୁ ଗିରଫ କରାଯାଇଛି । ଚାକିରି କରାଇବା ନାଁରେ ୨୦ ଲକ୍ଷ ଠକେଇ ଅଭିଯୋଗରେ ୩…

ରାଜ୍ୟରେ ୮ରୁ ଖୋଲିବ ପ୍ଲାନେଟୋରିୟମ୍ , ଦର୍ଶକ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର : ଚଳିତ ମାସ ୮ ତାରିଖରୁ ଖୋଲିବ ପ୍ଲାନେଟାରିୟମ୍ । ଭୁବନେଶ୍ୱର ପ୍ଲାନେଟାରିୟମ୍ ୮ ତାରିଖରୁ ଖୋଲିବ ବୋଲି ଜଣାପଡିଛି ।ଏବଂ ଖଣ୍ଡପଡା ଠାରେ ଥିବା ପଠାଣି ସାମନ୍ତ ସଂଗ୍ରହାଳୟ ଫେବୃଆରୀ ୮ ରୁ ଜନସାଧାରଣଙ୍କ ପାଇଁ ଖୋଲା ରହିବ। ଏହି ପ୍ଲାନିଟରିୟମ୍ ୫୦ ପ୍ରତିଶତ ଦର୍ଶକଙ୍କୁ ସୋ…

ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ କାର୍ଯ୍ୟର ଅନୁଧ୍ୟାନ

ପୁରୀ: ବସନ୍ତ ପଞ୍ଚମୀରେ ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ଫାଇଭ୍ ଟି ସଚିବ ଭି. କେ. ପାଣ୍ଡିଆନ । ଏଥିସହ ଶ୍ରୀମନ୍ଦିର ପରିକ୍ରମା ମାର୍ଗ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସିଂହଦ୍ଵାରଠାରୁ ଆରମ୍ଭ କରି ଉତ୍ତରଦ୍ୱାର ପର୍ଯ୍ୟନ୍ତ ବାହାରେ ଅନୁଧ୍ୟାନ କରିଥିଲେ ଫାଇଭ୍ ଟି ସଚିବ ।…

ଓଡ଼ିଶାରେ କାବୁ ପାଉଛି କରୋନା: ଆଜି ୨୬୦୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କରୋନା ଟ୍ରେଣ୍ଡ ଖସୁଛି । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମୁଛି । ୩ ହଜାର ତଳେ ରହିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୨ହଜାର ୬୦୩ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୫୨୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍…

ରାଜ୍ୟରୁ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର: ମାରୁଛି ମହାମାରୀ । ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୨୨ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଅଡିଟ୍ ପ୍ରୋସେସରେ ଏମାନଙ୍କ ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ମୃତକଙ୍କ ଭିତରେ ସର୍ବାଧିକ ୭ ଜଣ ଖୋର୍ଦ୍ଧା ଜିଲ୍ଲାରୁ ଅଛନ୍ତି । ସେମାନଙ୍କ…

ଆଜି ଶ୍ରୀପଞ୍ଚମୀ: ପୁରୀରେ ଅନୁକୂଳ ହେବ ରଥକାଠ

ପୁରୀ: ଆଜି ମାଘ ଶୁକ୍ଳ ପଞ୍ଚମୀ । ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂଜା ପାଇବେ ବିଦ୍ୟାଦେବୀ ସରସ୍ୱତୀ । ଆଜି ପୁରୀରେ ରଥଯାତ୍ରା ପାଇଁ ରଥକାଠର ଆଜି ଅନୁକୂଳ ହେବ । ପରମ୍ପରା ଅନୁସାରେ, ଶ୍ରୀପଞ୍ଚମୀରେ ରଥ ନିର୍ମାଣ ପାଇଁ ତିନି ଖଣ୍ଡ ରଥକାଠକୁ ପୂଜାର୍ଚ୍ଚନା କରାଇଯାଇଥାଏ । ନୟାଗଡ଼ ବନଖଣ୍ଡରୁ…