Latest Odisha News

BREAKING NEWS

Browsing Category

ଓଡିଶା

Odisha

ମଣ୍ଡି ସମସ୍ୟାକୁ ନେଇ ବିଜେଡି ଉପରେ ବର୍ଷିଲା ବିଜେପି

ଭୁବନେଶ୍ୱର : ମଣ୍ଡି ସମସ୍ୟାକୁ ନେଇ ପୁଣି ବିଜେଡିକୁ ଟାଗଟେ କଲା ବିଜେପି । ଏନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ । ଧାନକିଣାବିକା ବେଳେ ଲକ୍ଷ ଲକ୍ଷ ଚାଷୀ ଲୁଟର ଶିକାର ହେଉଛନ୍ତି । ହେଲେ ବିଜେଡି ଅରୁଆ ଉଷୁନା ଚାଉଳ କଥା କହି…

[ଭିଡ଼ିଓ] ଜୀବନ ବଞ୍ଚାଇଲେ ଟ୍ୱିଟର ଗାର୍ଲ ଦୀପା, ଉଦ୍ଧାର ହେଲେ ନିଖୋଜ ଶ୍ରମିକ ଦମ୍ପତି

ବରଗଡ଼: ଜୀବନ ବଞ୍ଚାଇଲା ଟ୍ୱିଟର ଗାର୍ଲଙ୍କ ଗୋଟିଏ ଟ୍ୱିଟ୍ । ତେଲେଙ୍ଗାନାରୁ ଉଦ୍ଧାର ହେଲେ ନିଖୋଜ ଥିବା ପ୍ରବାସୀ ଶ୍ରମିକ ଦମ୍ପତି। ତେଲେଙ୍ଗାନାର ପେଦାପଲ୍ଲୀ ଅଞ୍ଚଳରେ ଦୁଇଜଣ ପ୍ରବାସୀ ଶ୍ରମିକଙ୍କ ଜୀବନ ବିପଦରେ ଥିଲା । ଠିକ୍ ସେହି ସମୟରେ ଟ୍ୱିଟର୍ ଗାର୍ଲ ଦୀପା ବାରିକଙ୍କ ଗୋଟିଏ ଟ୍ୱିଟ୍…

[ଭିଡ଼ିଓ] ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ରାଜନୀତି ମଇଦାନରେ ପ୍ରାର୍ଥୀଙ୍କ ଟକ୍କର

ପାରାଦୀପ: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଗାଁର ମାହୋଲ ଏବେ ସରଗରମ । ତେବେ ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକର ନୁଆଗଡ ପଞ୍ଚାୟତ, ଯେଉଁ ପଞ୍ଚାୟତ ଅଧିନରେ ଇଫକୋ ସାର କାରଖାନା ଓ ଆର୍ସେଲର ମିତ୍ତଲ-ନିପ୍ପନ ଭଳି ଦୁଇଟି ବଡ କାରଖାନା ରହିଛି । ହେଲେ ଦୀପ ତଳ ଅନ୍ଧାର ଭଳି ବେରୋଜଗାରୀ,…

ରାଜ୍ୟରୁ କରୋନା ନେଲା ଆଉ ୨୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଆଉ ୨୩ ଆକ୍ରାନ୍ତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଅଛନ୍ତି । ସୁନ୍ଦରଗଡ଼ରୁ ଆଉ ୩ ଜଣ ପ୍ରାଣ ହରାଇଛନ୍ତି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଭଦ୍ରକ ଜିଲ୍ଲାରୁ ଆଉ…

ଖୋଳା ହେବ ପୁରୀ ଏମାର ମଠ, ଖୋଲିବ ଗୁପ୍ତ ଧନ ରହସ୍ୟ

ପୁରୀ: ଖୋଲିବ ଗୁପ୍ତ ଧନ ରହସ୍ୟ । ପୁଣି ଖୋଳା ହେବ ପୁରୀ ଏମାର ମଠ । ପୂର୍ବରୁ ଚିହ୍ନଟ ହୋଇଥିବା ୩ଟି ସ୍ଥାନକୁ ଖୋଳିବ ପ୍ରଶାସନ । ତାପୂର୍ବରୁ ଯାଞ୍ଚ ପ୍ରକ୍ରିୟା ସରିଛି । ପୁରୀ ଉପଜିଲ୍ଲାପାଳ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୂର୍ବ ଚିହ୍ନଟ ସ୍ଥାନକୁ ଖୋଲାଯିବ । ମଠ ପରିଚାଳନା ସଦସ୍ୟ ବି…

ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ମାଓ ହିଂସା

ମାଲକାନଗିରି: ପୁଣି ଲାଲ୍ ତାଣ୍ଡବ  । ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ମାଓ ହିଂସା । ରାସ୍ତା ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଦୁଇଟି ଟିପରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । କାତରୁ ଥାନା ଅନ୍ତର୍ଗତ ବରଗାପଡା ଗାଁ ନିକଟରେ ରାସ୍ତା ନିର୍ମାଣ କାର୍ଯ୍ୟ…

ହାଇକୋର୍ଟରେ ଆଗୁଆ ଜାମିନ ଲୋଡ଼ିଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

କଟକ: ସରକାରୀ କର୍ମଚାରୀଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ୍ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ସରକାରୀ ଅଧିକାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ଆଗୁଆ ଜାମିନ ଲୋଡ଼ି ହାଇକୋର୍ଟଙ୍କ ଦ୍ୱାରସ୍ଥ…

ପ୍ରବଳ ବର୍ଷା ପାଇଁ ଆଜି ଶିମିଳିପାଳ ବନ୍ଦ

ବାରିପଦା: ଆଜି ପର୍ୟ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ । ପଶ୍ଚିମା ଝଡ଼ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା ହେଉଛି । କୌଣସି ଅଘଟଣ ଘଟିବା ଆଶଙ୍କା କରାଯାଇ ଏବଂ ପର୍ୟ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି । ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ତଳକୁ ତଳକୁ ଖସୁଛି କରୋନା କାୟା । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଜି ୩ ହଜାର ତଳକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୬୯୭ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୧୫୬୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୧୨୯ । ୧୮ ବର୍ଷ ଭିତରେ ଆଉ ୪୩୫ ସଂକ୍ରମିତ…

ରାଜ୍ୟରେ ପଶ୍ଚିମା ଝଡ଼ ସକ୍ରିୟ: ଆଜି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪…