Latest Odisha News

BREAKING NEWS

Browsing Category

ଓଡିଶା

Odisha

୫ ବର୍ଷ ପୁଅକୁ ଦଳି ମାରିଲା ଦନ୍ତା, ବାପା ଗୁରୁତର

କାମାକ୍ଷାନଗର: ବାପ-ପୁଅଙ୍କୁ ଦଳିଲା ଦନ୍ତା । ହାତୀ ଆକ୍ରମଣର ୫ ବର୍ଷ ପୁଅର ଜୀବନ ଯାଇଛି । ବାପାଙ୍କର ଅବସ୍ଥା ଗୁରୁତର ରହିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅନ୍ତର୍ଗତ ମହୁଲଡଗର ଗାଁରେ ଏହି ଘଟଣା ଘଟିଛି । ମୃତକ ହେଲେ ରସାନନ୍ଦ ଜେରେଇଙ୍କ ୫ବର୍ଷର ପୁଅ ଋଷି ଜେରେଇ । ଗତ କିଛି ଦିନ…

ପ୍ରାଣୀ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ଖୋର୍ଦ୍ଧା: ଖୋର୍ଦ୍ଧା ବାଲୁଗାଁ ପ୍ରାଣୀ ଚିକିତ୍ସାଳୟ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡ ଘଟିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡ଼ି ନହିଁ । ସୂଚନାନୁସାରେ, ବାଲୁଗାଁ ପ୍ରାଣୀ ଚିକିତ୍ସାଳୟ କେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିବା…

ଆଉ ଶୁଣିବାକୁ ମିଳିବ ନାହିଁ ପ୍ରସିଦ୍ଧ ସମ୍ବଲପୁରୀ କଣ୍ଠଶିଳ୍ପୀ ବୃନ୍ଦାବନ ନାଏକଙ୍କ ସ୍ବର

ସୋନପୁର: ପଶ୍ଚିମ ଓଡିଶାର ପ୍ରସିଦ୍ଧ କଣ୍ଠଶିଳ୍ପୀ ବୃନ୍ଦାବନ ନାଏକଙ୍କ କଣ୍ଠରୁ ଆଉ ଶୁଣିବାକୁ ମିଳିବ ନାହିଁ ଉଜଲମତି ରାଧା ମାଇଁ ତ ପରି ହୃଦୟ ଛୁଆଁ ସମ୍ବଲପୁରୀ ସଂଗୀତ । ଆଜି ସୁବର୍ଣ୍ଣପୁର ସହରର ଘୋଡାଘାଟପଡା ବାସଭବନରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ…

ହେବ ଉତ୍ସବ, ନାହିଁ ଉତ୍ସାହ

ଭୁବନେଶ୍ୱର: ଦିନକ ପରେ ସରସ୍ୱତୀ ପୂଜା । ମୂର୍ତ୍ତି ନିର୍ମାଣରେ ନିମଗକନ କାରିଗର । ଦେବୀ ସରସ୍ୱତୀଙ୍କ ପୂଜା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି । ମୂର୍ତ୍ତି କିପରି ସୁନ୍ଦର ଓ ମନଲୋଭା ହେବ ସେଥିପାଇଁ ଚେଷ୍ଟା କରୁଛନ୍ତି କାରିଗର । ଏହାରି ଭିତରେ ମା ସରସ୍ୱତୀଙ୍କ ମୂର୍ତ୍ତି କାର୍ଯ୍ୟ ଶେଷ…

ରାଜ୍ୟରେ ଆଜି କରୋନାରୁ ସୁସ୍ଥ ହେଲେ ୭୪୮୭ ଜଣ

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥଙ୍କ ସଂଖ୍ୟା ବଢ଼ିଛି। ରାଜ୍ୟରେ ଆଜି ୭ହଜାର ୪୮୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬୬ ଜଣ ଅଛନ୍ତି। ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୨ହଜାର ୮୬୭ରେ…

[ଭିଡ଼ିଓ] ହାସ୍ୟ ରସାତ୍ମକ ଲେଖାରେ ସାମାଜିକ ବିପ୍ଲବ

ପୁରୀ : ସେ ଜଣେ ବିପ୍ଲବୀ କବି । ମନରେ ଅନେକ ବୈପ୍ଲବିକ ଚିନ୍ତା ନେଇ ଲେଖନୀ ନିଃସୃତ ଅନେକ ଲେଖା ସାହିତ୍ୟ ପୃଷ୍ଠା ମଣ୍ଡନ କରୁଥିଲା । ଲେଖାର ଧାରା ବଜାୟ ରହିଲା ହେଲେ ବଦଳିଗଲା ଲେଖିବାର ମୋଡ । ହାସ୍ୟରସାତ୍ମକ ବ୍ୟଙ୍ଗ କବିତା ଯୋଗୁ ତାଙ୍କ ମିଳିଲା ନୂଆ ଏକ ପରିଚୟ । କବି ରତ୍ନାକର ବେହେରାରୁ…

ଭଦ୍ରକରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣା : ୨ ଅଭିଯୁକ୍ତ ଗିରଫ

ଭଦ୍ରକ  :ଭଦ୍ରକ ନିର୍ବାଚନ ମଣ୍ଡଳୀରେ ବିଜେପି କର୍ମୀଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ଅଭିଯୁକ୍ତ ।ଭଦ୍ରକ ନିର୍ବାଚନ ମଣ୍ଡଳୀର ବ୍ରହ୍ମପୁର ଗାଁର ବିଜେପି କର୍ମୀ ସୁବାଶିଷ ଗିରିଙ୍କ ହତ୍ୟାକାଣ୍ଡ ଘଟଣାରେ ଦୁଇଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି ।ଅଭିଯୁକ୍ତମାନେ ହେଲେ ବ୍ରହ୍ମପୁର ଗାଁର…

ପରକୀୟା ପ୍ରୀତି ସନ୍ଦେହରେ ସ୍ତ୍ରୀକୁ ପିଟି ପିଟି ହତ୍ୟା

ନୟାଗଡ଼: ପରକୀୟା ସନ୍ଦେହରେ ସ୍ତ୍ରୀକୁ ପିଟି ପିଟି ହତ୍ୟା । ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅନ୍ତର୍ଗତ ବେରୁଆଁବାରୀ ଗ୍ରାମରେ ଏଭଳି ଘଟଣା ଘଟିଛି । ହତ୍ୟାକାରୀ ସ୍ୱାମୀ ଲଳିତ କୁମାର ସାହୁ ୫ବର୍ଷ ତଳେ ଗଞ୍ଜାମ ଜିଲ୍ଲା କୋଦଳା ଗାଁର ମାମିନା ସାହୁଙ୍କୁ ବିବାହ କରିଥିଲା । ମାମିନା ଫୋନ୍‌ରେ…

ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ୭ରୁ ଖୋଲିବ

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୭ ତାରିଖରୁ ଖୋଲିବ ସ୍କୁଲ ଓ କଲେଜ । ଅଷ୍ଟମରୁ ଉପରକୁ ସମସ୍ତ ଶ୍ରଣୀର କ୍ଲାସ ଖୋଲିବ ।ଏବଂ ଫେବୃଆରୀ ୧୪ରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବ ବୋଲି ମୁଖ୍ୟ ଶାସନ ସଚିବ ସାମ୍ବାଦିକ ସମ୍ମିଳନୀରେ  ସୂଚନା ଦେଇଛନ୍ତି । ଗତ ଦୁଇ ବର୍ଷ ଧରି କୋଭିଡ ପାଇଁ…

ଶାସକ ଦଳ ନିର୍ବାଚନୀ ହିଂସା କରୁଥିବା ଅଭିଯୋଗ ନେଇ ପୋଲିସ ଡିଜିଙ୍କୁ ଭେଟିଲା ବିଜେପି

ଭୁବନେଶ୍ଵର : ରାଜ୍ୟରେ ନିର୍ବାଚନୀ ହିଂସାକୁ ନେଇ ପୋଲିସ ଡିଜିଙ୍କୁ ଭେଟିଛି ବିଜେପି ଟିମ୍ । ବିଜେପି ଅଭିଯୋଗ ଆଣିଛି ବିଭିନ୍ନ ସ୍ଥାନରେ ବିଜେଡି ଆଇନ ଶୃଙ୍ଖଳା ଭଙ୍ଗ କରୁଛି । ନିର୍ବାଚନ ଆସିଲେ ବିଜେଡି ରକ୍ତମୁଖା ହୋଇଯାଏ ବୋଲି ଅଭିଯୋଗ ଆଣିଛି ବିଜେପି । ଏନେଇ ବିଜେପି ସାଧାରଣ ସମ୍ପାଦିକା…