Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗିରଫ ହେଲେ କୋଟିପତି ସହକାରୀ ଅଧିକାରୀ ରତ୍ନାକର

କଟକ: ଗିରଫ ହେଲେ ନୂଆପଡା ଜିଲ୍ଲା କୋଟିପତି ସହକାରୀ ଯୋଗାଣ ଅଧିକାରୀ ରତ୍ନାକର ସେଠି । ଆୟ ଠାରୁ ୫୭୦ ଗୁଣା ସମ୍ପତି ଠୁଳ କରିଥିଲେ । ମୋଟ ୬ କୋଟି ୪୩ ଲକ୍ଷ ଟଙ୍କା ର ସମ୍ପତି ଠାବ କରିଛି ଭିଜିଲାନ୍ସ। ରତ୍ନାକରଙ୍କ ସ୍ତ୍ରୀ’ଙ୍କ ନାଁ ରେ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି । ଆବଶ୍ୟକ…

ନବଜାତ ଶିଶୁକୁ ହସ୍ପିଟାଲ ଶୌଚାଳୟରେ ଛାଡି କୁଆଡେ ଚାଲିଗଲା ମା’

ପୁରୀ : ଶିଶୁ କନ୍ୟାକୁ ଜନ୍ମ ଦେଇ ମା' କୁଆଡେ ଚାଲିଗଲା । ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଏପରି ଅଭିବନୀୟ ଘଟଣା ଘଟିଛି ।ପ୍ରସୂତି ପାଇଁ ହସ୍ପିଟାଲରେ ଭର୍ତି ହୋଇଥିବା ଜଣେ ମହିଳା ପୁରୀ ସଦର ମୁଖ୍ୟ ଚିକିତ୍ସାଳୟ ଆଉଟ ଡୋର ଶୌଚାଳୟ ଭିତରେ ଶିଶୁ କନ୍ୟାକୁ ଜନ୍ମ ଦେଇ କୁଆଡେ ଛୁ ମାରିଛନ୍ତି ।…

ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକରେ ମାଓ ପୋଷ୍ଟର

ମାଲକାନଗିରି : ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ସ୍ୱଭିମାନ ଅଞ୍ଚଳରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି ।ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ସ୍ୱଭିମାନ ଅଞ୍ଚଳରେ ନିର୍ବାଚନକୁ ବିରୋଧ କରି ମାଓ ପୋଷ୍ଟର ଲାଗିଛି । ସି.ପି.ଆଇ ଓ ବିଶାଖା ମାଓ ଡିଭିଜନ ପକ୍ଷରୁ ଏହି ପୋଷ୍ଟର…

ସମିତିସଭ୍ୟ ପ୍ରାର୍ଥୀ ନିଖୋଜ, ପୁସିଂ କାର୍ଡ ଛପାଇବାକୁ ଯାଇ ଫେରି ନାହାନ୍ତି

ଢେଙ୍କାନାଳ: ସମିତିସଭ୍ୟ ପ୍ରାର୍ଥୀ ନିଖୋଜ । ପୁସିଂ କାର୍ଡ ଛପାଇବାକୁ ଯାଇ ଆଉ ଘରକୁ ଫେରି ନାହାନ୍ତି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ନୂଆଗାଁ ସମିତି ସଭ୍ୟ ପ୍ରାର୍ଥୀ ନିଖୋଜ ହୋଇଥିବା ଅଭିଯୋଗ ହୋଇଛି । ତାଙ୍କ ନାଁ ସୁବ୍ରତ ବେହେରା । ନିଖୋଜ ନେଇ କଣ୍ଟାବଣିଆ ଥାନାରେ ପରିବାର ପକ୍ଷରୁ…

ରାଜ୍ୟରେ ହାରାହାରି ୩୩% ଓମିକ୍ରନ୍ ଆକ୍ରାନ୍ତ, ଆସିଲା ଓମିସିୟୋର ଷ୍ଟଡି ରିପୋର୍ଟ

ଭୁବନେଶ୍ୱର: ରାଜ୍ୟରୁ ହାରାହାରି ୩୩ ପ୍ରତିଶତ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିସିୟୋର୍ ଷ୍ଟଡି ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି । ରାଜ୍ୟରେ ଓମିସିୟୋର କିଟର ହାରାହାରି ୩୧ହଜାର ୬୬୬ ଜଣଙ୍କର ସାମ୍ପୁଲ୍ ଟେଷ୍ଟ କରାଯାଇଥିଲା । ସେଥିରୁ ୧୭ଶହ ୨୯ ଜଣଙ୍କର ପଜିଟିଭ୍ ବାହାରିଥିଲା ।…

ଲାଲବାହିନୀକୁ ଝଟକା: ଆତ୍ମସମର୍ପଣ କଲା କୁଖ୍ୟାତ ନକ୍ସଲ ନେତା ମାଣ୍ଡଭି ହିଡମା

ମାଲକାନଗିରି: ଲାଲବାହିନୀକୁ ଶକ୍ତ ଝଟକା । ପୋଲିସକୁ ବଡ଼ ସଫଳତା । ତେଲେଙ୍ଗାନା ପୋଲିସ ଓ ସିଆରପିଏଫ ନିକଟରେ ବନ୍ଧୁକ ସହ ଆତ୍ମସମର୍ପଣ କଲା ଛତିଶଗଡ଼ର କୁଖ୍ୟାତ ନକ୍ସଲ ନେତା ମାଣ୍ଡଭି ହିଡମା । ସଂଗଠନରେ ପୂର୍ବ ଭଳି ନୀତି ଓ ଆଦର୍ଶ ନଥିବା ବେଳେ ତେଲେଗୁ ମାଓନେତାମାନେ ଛତିଶଗଡ଼ କ୍ୟାଡେରଙ୍କୁ…

ଆଜି ରାଜ୍ୟରେ ସାମାନ୍ୟ ବଢ଼ିଛି କରୋନା କେସ୍: ୩୬୨୯ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ସ୍ଥିର ରହିଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ୪ ହଜାର ଭିତରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତକାଲି ଅପେକ୍ଷା ଆଜି ଦୈନିକ ସଂକ୍ରମଣ ସାମାନ୍ୟ ବଢ଼ିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୩୬୨୯ ଆକ୍ରାନ୍ତ । କାରେଣ୍ଟିନରୁ ୨୧୧୫ ଓ ଲୋକାଲ୍…

ପରଲୋକରେ ମୋହନାର ପୂର୍ବତନ ବିଧାୟକ ଉଦୟ ନାରାୟଣ ଦେବ

ବ୍ରହ୍ମପୁର: ପୂର୍ବତନ ବିଧାୟକ ତଥା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ ହୋଇ ଯାଇଛି । ଗତକାଲି ରାତି ୧୧ଟା ବେଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ୧୯୭୪ରୁ ମୋହନା ନିର୍ବାଚନ…

ଦୁର୍ଲଭ ପଦ୍ମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ

ପୁରୀ: ଶ୍ରୀମନ୍ଦିରରେ ରତ୍ନ ସିଂହାସନରେ ଦୁର୍ଲଭ ପଦ୍ମବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । କୋଭିଡ୍ କଟକଣାରେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ଗତବର୍ଷ କରୋନା ପାଇଁ ମହାପ୍ରଭୁଙ୍କୁ ଏହି ବେଶ ଦର୍ଶନ କରିବାରୁ ବଞ୍ଚିତ ହୋଇଥିଲେ ଭକ୍ତ ।…

ଆଜିଠୁ ରାଜ୍ୟରେ ବର୍ଷା, ୭ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବ । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମୁହାଁ ହେଉଛି । ଏହାର ପ୍ରଭାବରେ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୭ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ…