Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ ହେଉଛି ଏକ ସମୟୋଚିତ ପଦକ୍ଷେପ

ଭୁବନେଶ୍ୱର: କିଟ୍ ସେଣ୍ଟର ଫର ଇଣ୍ଟରନ୍ୟାସନାଲ ଆର୍ବିଟ୍ରେସନ୍ ଆଣ୍ଡ ମେଡିଏସନ (କେସିଆଇଏଏମ୍‌)ର କର୍ଟେନ ରେଜର ଏବଂ ଭିଜନର ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଇଣ୍ଟରନ୍ୟାସ୍‌ନାଲ୍ କୋର୍ଟ ଅଫ୍ ଜଷ୍ଟିସ୍‌ର ବିଚାରପତି ଡ. ଜଷ୍ଟିସ୍ ଅବଦୁଲକାୱି ଏ. ୟୁସୁଫ୍‌; ଭାରତ ଉଚ୍ଚତମ…

ପୂଜା ପାଇଁ ଆଜିଠୁ ଟ୍ବିନ୍ ସିଟିରେ ଲାଗୁ ହେଲା ଟ୍ରାଫିକ୍ କଟକଣା, ଜାଣନ୍ତୁ କେଉଁ ରୁଟ୍ ଦେଇ ଯିବା ମନା..

ଭୁବନେଶ୍ୱର: ଶାରଦୀୟ ଦଶହରା ପାଇଁ ଟ୍ବିନ ସିଟିରେ ଆଜିଠୁ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଛି । କଟକ ସହରରେ ଦିନ ୨ଟାରୁ ରାତି ଦୁଇଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୨ ତାରିଖ ଦଶହରା ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ରହିବ । ସେହିପରି ରାଜଧାନୀ ଭୁବନେଶ୍ବରରେ ମଧ୍ୟ…

ଆଜିଠୁ କମିବ ବର୍ଷାର ପରିମାଣ; ୧ ଆଉ ଏକ ଲଘୁଚାପ!

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ କମିବ ବର୍ଷାର ପରିମାଣ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଥିବା ଅବପାତ ଶ୍ରୀକାକୁଲମ ପାଖରେ ପହଞ୍ଚିବା ପରେ କ୍ରମଶଃ ଦୁର୍ବଳ ହୋଇଛି । ରବିବାର ସନ୍ଧ୍ୟା ସୁଦ୍ଧା ଏହା ଆହୁରି ଦୁର୍ବଳ ହୋଇଯିବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି । ୩୦ ତାରିଖ ଯାଏଁ…

ନୀତି ବିଭ୍ରାଟ: ଶ୍ରୀମନ୍ଦିରରେ ପଲଙ୍କ ବିଜେ ପୂର୍ବରୁ ହେଲା ଆଳତି

ପୁରୀ: ବିଳମ୍ବିତ ରାତିରେ ଶ୍ରୀମନ୍ଦିର ନୀତିରେ ବ୍ୟାପକ ବିଭ୍ରାଟ ହୋଇଥିବା ସୂଚନା ରହିଛି । ଆଳତି ସରିବା ପରେ ପଲଙ୍କ ବିଜେ ହୋଇଛି । ବଡ଼ସିଂହାର ଭୋଗ ପରେ ପରେ ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା କଥା । ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା ପରେ ଯେଉଁ ଆଳତି ହେବା କଥା ତାହା ପଲଙ୍କ ବିଜେ…

୨୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୨ ଗିରଫ

ପୁରୀ: ୨୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିବା ସହ ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁରୀ ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ପୁରୀ ନୀଳଚକ୍ର ନଗରର ସୁକାନ୍ତି ପଣ୍ଡା ଏବଂ ଜଳେଶ୍ବର ଅଞ୍ଚଳର ମହମ୍ମଦ ସାଜଦ୍ । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା…

ବିସ୍ଫୋରକ ଓ ବନ୍ଧୁକ ତିଆରି କାରଖାନାକୁ ଧ୍ବଂସ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ପୋଲିସକୁ ମିଳିଛି ବଡ ସଫଳତା । ସୁକମା ଜିଲ୍ଲାର ମେଟାଗୁଡା ଜଙ୍ଗଲରେ ଏକ ବଡଧରଣର ହମଲାକୁ ବିଫଳ କଲେ ଯବାନ ମାନେ । ଜଂଗଲରେ ନକ୍ସଲ ତିଆରି କରିଥିବା ବନ୍ଧୁକ କାରଖାନା ଚାଲିଥିଲା । ଏହି କାରଖାନାରେ ବାରୁଦ, ବନ୍ଧୁକ ତିଆରି କରିବା ସାମଗ୍ରୀ…

ବନ୍ଦ ହେଲା ହୀରାକୁଦର ଆଉ ୪ ଗେଟ, ୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ବନ୍ଦ ହେଲା ହୀରାକୁଦର ଆଉ ୪ଟି ଗେଟ୍‌ । ଫଳରେ ଶନିବାର ସନ୍ଧ୍ୟା ସୁଦ୍ଧା ୬ଟି ଗେଟ୍‌ ଦେଇ ହୀରାକୁଦ ଜଳଭଣ୍ଡାରରୁ ଜଳ ନିଷ୍କାସିତ ହେଉଛି । ହୀରାକୁଦରେ ୨୦ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଥିବାବେଳେ ଶନିବାର କାଳେ ୪ଟି ଏବଂ ମଧ୍ୟାହ୍ନରେ ୬ଟି ଗେଟ୍‌ ବନ୍ଦ କରିଦିଆଯାଇଥିଲା ।…

ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ମାମଲା, ଦ୍ବିତୀୟ ଥର ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ

ବାଲେଶ୍ଵର: ବାଲେଶ୍ଵର ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣାରେ ଦ୍ବିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଶନିବାର କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲେଶ୍ୱର ଏସଡିଜେମଙ୍କ କୋର୍ଟରେ ଦ୍ୱିତୀୟ ଥର ପାଇଁ ଚାର୍ଜସିଟ ଦାଖଲ କରାଯାଇଛି । ଏହା ପୂର୍ବରୁ ସେପ୍ଟେମ୍ବର…

ହାଣ୍ଡିଆ ଟିକକ ପାଇଁ ସ୍ତ୍ରୀକୁ ବାଡ଼େଇ ବାଡ଼େଇ ମାରିଦେଲା ସ୍ୱାମୀ

ମୟୂରଭଞ୍ଜ:ଘରେ ଥିବା ସାମାନ୍ୟ ହାଣ୍ଡିଆ ସବୁ ସ୍ତ୍ରୀ ପିଇ ଦେବାରୁ କାଠ ଫାଳିଆରେ ବାଡ଼େଇ ବାଡ଼େଇ ମାରିଦେଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଉପରତାଳଡିହା ଗାଁରୁ ଆସିଛି ଅଭିଯୋଗ । ମୃତକ ହେଲେ ଗୁରୁ ପ୍ରସାଦ ସିଂଙ୍କ ସ୍ତ୍ରୀ ସୀତା ସିଂ । ସୂଚନାଯୋଗ୍ୟ ଯେ, ଗୁରୁପ୍ରସାଦ କାମରୁ…

ନକଲି ବିଦେଶୀ ମଦ କାରଖାନା ଠାବ ଘଟଣାରେ ବଡ଼ ଖୁଲାସା କଲେ ଅନୁଗୁଳ ଏସ୍‌ପି

ଅନୁଗୁଳ: ଅନୁଗୁଳ ସହରର ଶିକ୍ଷକପଡ଼ାରୁ ନକଲି ବିଦେଶୀ ମଦ କାରଖାନା ଠାବ ଘଟଣା। ଏହି ପ୍ରସଙ୍ଗରେ ଅନୁଗୁଳ ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନଙ୍କ ବଡ଼ ଖୁଲାସା କରିଛନ୍ତି। ଅନୁଗୁଳ ପୋଲିସ ଓ ସ୍ପେଶାଲ୍ ସ୍କ୍ୱାର୍ଡ ଚଢ଼ାଉ କରି ବଡ଼ ଧରଣର ନକଲି ମଦ କାରଖାନା ଠାବ କରିଛି ବୋଲି ସେ କହିଛନ୍ତି। ବିଭିନ୍ନ…