Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଘ ସପ୍ତମୀରେ କରୋନା କଟକଣା : ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ ପକାଇବା ଲାଗି ବାରଣ

କୋଣାର୍କ :ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇବା ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚନ୍ଦ୍ରଭାଗା ମାଘ ମେଳାରେ ବୁଡ ପକାଇବା ନେଇ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ଆସନ୍ତା ଫେବୃଆରୀ ୭ ତାରିଖରେ ମାଘ ମେଳା ପଡୁଥିବାରୁ ଏଥର ବୁଡ ପକାଇବାରୁ ବଞ୍ଚିତ ହେବେ ଲକ୍ଷ ଲକ୍ଷ…

ଏକାଠି ଟିିଭି ପରଦାରେ ନଜର ଆସିବେ ସୁପରଷ୍ଟାର ଅନୁଭବଙ୍କ ସହ ରଚନା ବାନାର୍ଜୀ

ଭୁବନେଶ୍ୱର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଟିଭି ପରଦାରେ ଏକାଠି ନଜର ଆସିବେ ଅଭିନେତା ଅନୁଭବ ଓ ଅଭିନେତ୍ରୀ ରଚନା ବାନାର୍ଜୀ । କୌଣସି ବଡ ପରଦା ବା ନୂଆ  ଫିଲ୍ମ ପ୍ରୋଜେକ୍ଟରେ ନୁହେଁ ।ଏବେ ଆରମ୍ଭ ହୋଇଥିବା ପପୁଲାର ରିଆଲିଟି ସୋ ‘ଦାଦାଗିର ’ ରେ ଏକ ଏପିସୋଡରେ ରଚନା ବାନାର୍ଜୀଙ୍କୁ…

ସରପଞ୍ଚ ପଦବୀ ପାଇଁ ନଣନ୍ଦ ଭାଉଜ ଲଢ଼େଇ !

ଭଦ୍ରକ: ନିର୍ବାଚନୀ ମୈଦାନରେ ନଣନ୍ଦ-ଭାଉଜ ଫାଇଟ୍ ।  ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳଙ୍କ ବୋହୁ ଲିଲି ଗୋଛାୟତ, ଆଉ ମିନତୀ ମଣ୍ଡଳ ଝିଅ । ଝିଅ ମିନତୀ ମଣ୍ଡଳ ଗାଁରେ ବାହା ହୋଇଥିବା ବେଳେ ଏଥର ନିଜ ଭାଉଜ ବିପକ୍ଷରେ ସରପଞ୍ଚ ପ୍ରାର୍ଥୀ ହୋଇଛନ୍ତି । ପଞ୍ଚାୟତ ନିର୍ବାଚନ…

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ କମୁଛି : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ  ଦିନକୁ ଦିନ ସଂକ୍ରମଣ ତଳମୁହାଁ ହବାରେ ଲାଗିଛି । ବର୍ତ୍ତମାନର କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ସ୍ଥିର ରହିଛି । ତା ସହ ଟିକାକରଣ ଅଧିକ ଥିବାରୁ ଲୋକଙ୍କ…

ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ

ପୁରୀ:  ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରାର ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇଛି । ଜାରି ତାଲିକା ଅନୁଯାୟୀ ଆସନ୍ତା ମେ ମାସ ୩ ତାରିଖରେ ପବିତ୍ର ଅକ୍ଷୟତୃତୀୟ ପଡୁଛି। ଏହିଦିନ ରଥକାଠ ଅନୁକୂଳ ସହ ରଥଯାତ୍ରାର ଆଦ୍ୟ ପର୍ବ ଆରମ୍ଭ ହେବ । ସେହିଭଳି ପ୍ରସିଦ୍ଧ ଚନ୍ଦନଯାତ୍ରା ବି ଏହି…

ରାଜଧାନୀରେ ଆତଙ୍କ ଖେଳାଉଥିବା କେବିଏନ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଗିରଫ

ଭୁବନେଶ୍ୱର :କେବିଏନ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଗିରଫ । ଭୁବନେଶ୍ୱରରୁ ବୁବୁ ଜେନାକୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ଅଭିଯୁକ୍ତ ବୁବୁ ନିକଟରୁ ଗୋଟିଏ ଖଣ୍ଡା ଜବତ କରିଛି ପୋଲିସ । ରାଜଧାନୀରେ ବିଳମ୍ବିତ ରାତିରେ ଆତଙ୍କ ଖେଳାଉଥିଲା କେବିଏନ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ବୁବୁ । ଆଗରୁ…

ବାହାଘରକୁ ଅତିଥି ହୋଇ ଆସି ଦୁଇ ଲକ୍ଷ ଟଙ୍କାର ଗହଣା ଭର୍ତି ବ୍ୟାଗ ଲୁଟିନେଲେ ଦୁବୃର୍ତ୍ତ

ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ଲୁଟାରେ । ରାଜଧାନୀ ଭୁବନେଶ୍ୱର ଅନ୍ତର୍ଗତ କେସୁରା ଅଞ୍ଚଳରୁ ଏକ ବିବାହ ମଣ୍ଡପରୁ ଗହଣା ଲୁଟିନେଲେ ଦୁବୃର୍ତ୍ତ । ପ୍ରାୟ ୨ ଲକ୍ଷ ଟଙ୍କାର ଗହଣା ଲୁଟ ହୋଇଥିବା ସୂଚନା ମିଳିଛି । ବାହାଘର ଚାଲିଥିବା ସମୟରେ ଘର ଲୋକ ଭଳି ବିବାହ ମଣ୍ଡପକୁ ପଶି ଆସି ଜଣେ…

କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: ପୁଣି ଉଦ୍ଧାର ହେଲେ ଦାଦନ । କିଛି ଦିନ ବ୍ୟବଧାନ ପରେ କଣ୍ଟାବାଞ୍ଜି ରେଳଷ୍ଟେସନରୁ ଏହି ଶ୍ରମିକ ମାନଙ୍କୁ ଉଦ୍ଧାର କରାଯାଇଛି। ଏହି ରେଳ ଷ୍ଟେସନରୁ ୧୪ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି । କଣ୍ଟାବାଞ୍ଜି ରେଳ ଷ୍ଟେସନରୁ ୧୪ ଜଣ ଦାଦନ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଏମାନଙ୍କୁ…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ପରିଚାଳନା ନିର୍ଦ୍ଦେଶକ । ରାଜଗାଙ୍ଗପୁର ବ୍ଲକ କୁକୁଡ଼ା ସମବାୟ ସମିତି ପରିଚାଳନା ନିର୍ଦ୍ଦେଶକ ପରୀକ୍ଷିତ ସାହୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ସମେତ ଅଫିସରେ ଚାଲିଛି ଏକକାଳୀନ ଚଢ଼ାଉ ।…

ଖସୁଛି କରୋନା ଗ୍ରାଫ: ଆଜି ରାଜ୍ୟରୁ ୫୦୫୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି ଦୈନିକ କରୋନା କେସ୍ । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୫ ହଜାର ରହୁଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୫ହଜାର ୫୭ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୯୩୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୧୨୫ । ୧୮ ବର୍ଷ ଭିତରେ ଆଉ ୬୬୭ ଜଣ…