Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ: ଜଣେ ମୃତ ଓ ୩ ଗୁରୁତର

ଝାରସୁଗୁଡ଼ା: ସ୍ପଞ୍ଜ ଆଇରନ କାରଖାନାରେ ବିସ୍ଫୋରଣ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ତିନିଜଣ ଗୁରୁତର ଆହତ ହୋଇଛନ୍ତି । ଝାରସୁଗୁଡ଼ା କୋଲାବିରା ଥାନା ରଘୁନାଥପାଲି କପାଗୁଡ଼ାଠାରେ ଥିବା ସ୍ପଞ୍ଜ ଆଇରନ କାରଖାନା ଜୟ ହନୁମାନ ଉଦ୍ୟୋଗ ଲିମିଟେଡ଼ରେ ଏହି ବିସ୍ଫୋରଣ ଘଟିଛି । ୱେଲଡ଼ିଂ…

ସାମ୍ବାଦିକ ସମ୍ମିଳନୀରେ କାନ୍ଦି ପକାଇଲେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନନ ଲଢିବି ନାହିଁ କି କଂଗ୍ରେସ ଛାଡ଼ିବି ନାହିଁ । ମୁଁ କଂଗ୍ରେସର ପ୍ରଚାର ପ୍ରସାର କରିବି । ବିଜେପି କି ବିଜେଡିକୁ ଯିବିନାହିଁ। ଅନ୍ୟ ଦଳକୁ ଯିବା ନେଇ ମୋ ବିଷୟରେ ଯେଉଁ ଚର୍ଚ୍ଚା ହେଉଛି ତାହା ମିଥ୍ୟା ପ୍ରଚାର । ମୁଁ ବେପାରୀ ନୁହେଁ ଯେ, ଡିଲ୍ କରିବି ।…

କଟକରୁ ବ୍ରାଉନସୁଗର ଜବତ, ୨ ଅଭିଯୁକ୍ତ ଗିରଫ

କଟକ : ନିଶା କାରବାରର ପେଣ୍ଠସ୍ଥଳୀ ପାଲଟିଛି କଟକ ।କଟକର ଲାଲାବାଗ ପୋଲିସ ବ୍ରାଉନସୁଗର ଜବତ କରିବା ସହ ଦୁଇ ଜଣ ବେପାରୀଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ବେପାରୀ ହେଲେ ଅଭିମନ୍ୟୁ ପଣ୍ଡା ଓ ଜାକେଶ୍ୱର ବେହେରା । ଜବତ ହୋଇଥିବା ବ୍ରାଉନଗୁଗରର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ…

ରାଜ୍ୟରେ ୨୧ ଲକ୍ଷ ଲୋକ ଟିକା ନେବାକୁ ବାକି ଅଛନ୍ତି: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଥିବା ଟିକାକରଣ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫କୋଟି ୬୨ ଲକ୍ଷ ଡ଼ୋଜ୍ ଦିଆସରିଛି । ଏହା ମଧ୍ୟରୁ ପ୍ରଥମ ଡ଼ୋଜ୍ ଟିକା ୯୩.୫ ପ୍ରତିଶତ ଓ ଦ୍ୱିତୀୟ ଡ଼ୋଜ୍ ଟିକା ୭୪ ପ୍ରତିଶତ ରହିଛି…

ଦୁଇ ଦିନ ହେବ ରାଜରାସ୍ତା ଚାଷୀଙ୍କ ଧାରଣା, ଏଯାଏଁ ହେଉନି ସମାଧାନ

ଗଞ୍ଜାମ: ବଢ଼ୁଛି ଚାଷୀଙ୍କ ଅସନ୍ତୋଷ । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବୁରୁଝରୀରେ ଦୁଇଦିନ ହେବ ରାଜରାସ୍ତାରେ ବସି ରହିଛନ୍ତି ଚାଷୀ । ହେଲେ କୌଣସି ସମାଧାନ ହୋଇପାରୁନି । ଯାହାକୁ ନେଇ ତେଜୁଛି ଅସନ୍ତୋଷ । ଦୁଇଦିନ ହେବ ଧାନବସ୍ତା ରାଜରାସ୍ତା ଉପରେ ରଖି ଭୋକ ଉପାସରେ ଚାଷୀ ବସିଥିବାବେଳେ ଏଯାଏଁ…

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ଶହ ଶହ ଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ରାଜ୍ୟର ବିଭିନ୍ନ କଲେଜର ଛାତ୍ରଛାତ୍ରୀ ଏଥିରେ ସାମିଲ ହୋଇଛନ୍ତି । ଖବର ଅନୁଯାୟୀ, କରୋନା ପରିସ୍ଥିତିରେ…

ବିପୁଳ ପରିମାଣର କଫ୍ ସିରପ ଜବତ, ଅଭିଯୁକ୍ତ ଗିରଫ

ବଲାଙ୍ଗୀର : ବଲାଙ୍ଗୀର ଖପ୍ରାଖୋଲରୁ ବିପୁଳ ପରମାଣର କଫ୍ ସିରପ ଜବତ । ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପ୍ରାୟ ୧୫୫ କଫ୍ ସିରପ ,୩୦ଟି ନିଶା ବଟିକା , ଗୋଟଏ ମୋବାଇଲ, ୧୫ଶହ ଟଙ୍କା ସମେତ କଫ ସିରପ ଚାଲଣକାରୀ ସୁକୁମାର ଭୋଇକୁ ପୋଲିସ ଗିରଫ କରିଛି । ଆଗରୁ ମଧ୍ୟ ସୁକୁମାର ନାରେ ନିଶା…

ସରପଞ୍ଚଙ୍କ ଘରକୁ ବୋମା ମାଡ , ପୋଲିସର ଛାନଭିନ୍ ଜାରି

ପୁରୀ : ପଞ୍ଚାୟତ ନିର୍ବାଚନ ପୂର୍ବରୁ ବୋମାମାଡ । ପୁରୀ ସଦର ଥାନା ଚାରିନଳାର ସରପଞ୍ଚ ପ୍ରାର୍ଥୀ ଘର ପଛପଟେ ବୋମା ମାଡ ହୋଇଛି । ସରପଞ୍ଚ ପ୍ରାର୍ଥୀ ହେଉଛନ୍ତି କାର୍ତ୍ତିକ ପଣ୍ଡା । କାର୍ତ୍ତିକ ଏନେଇ ଅଭିଯୋଗ କରିବା ପରେ ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ତଦନ୍ତ ଜାରି ରଖିଛି । ପୋଲିସ ଘଟଣା…

କାରଖାନାରେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ଜଣେ ମୃତ ଓ ୩ ଜଣ ଆହତ

ଝାରସୁଗୁଡ଼ା: କାରଖାନାରେ ଫାଟିଲା ୱେଲ୍‌ଡିଂ ଗ୍ୟାସ୍‌ ସିଲିଣ୍ଡର । ବିସ୍ଫୋରଣରେ ଜଣେ ସିକ୍ୟୁରିଟି ଗାର୍ଡଙ୍କର ମୃତ୍ୟୁ ହୋଇଛି । ଅନ୍ୟ ୩ ଜଣ ଆହତ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲା କୋଲାବିରା ଥାନା ରଘୁନାଥପାଲ୍ଲୀରେ ଥିବା ଜୟ ହନୁମାନ କାରଖାନାରେ ଭୋର ସମୟରେ ଏହି ଅଘଟଣ ଘଟିଛି । କାରଖାନାର…

ଓଡ଼ିଶାରେ ପିକ୍ ଛୁଇଁ ସାରିଛି କରୋନା ସଂକ୍ରମଣ !

ଭୁବନେଶ୍ୱର: ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ କମୁଛି । ଆକ୍ଟିଭ କେସ ତଳମୁହାଁ ରହିଛି । ରାଜ୍ୟରେ କରୋନା ସଂକ୍ରମଣ ପିକ ଛୁଇଁ ସାରିଥିବା ଜଣାପଡୁଛି । ଏହି ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ସଂକ୍ରମଣର ବେସ୍ ଲାଇନ୍ ଆସିବା ଦରକାର । ଏବେ…