Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଇସିୟୁରୁ ବାହାରିଲେ ଓଡ଼ିଆ ସଂଗୀତକାର ଅଭିଜିତ ମଜୁମଦାର…

ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ ସଂଗୀତକାର ଅଭିଜିତ ମଜୁମଦାର ଏମସ୍ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ସେ କୋମାରେ ଥିଲେ। ତେବେ ତାଙ୍କୁ ଗୁରୁବାର ଦିନ ଆଇସିୟୁରୁ ବାହାର କରି ବର୍ତ୍ତମାନ୍ ମେଡିସିନ୍ ୱାର୍ଡର ଏକ ଆଇସୋଲେସନ୍ ରୁମରେ ରଖାଯାଇଥିବା ନେଇ ରିପୋର୍ଟରୁ ଜଣାପଡ଼ିଛି। ତାଙ୍କର…

୭୫ ବରପୁତ୍ରଙ୍କ ନିର୍ମାଣ ହେବ ନୂଆ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶ କ୍ରମେ ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ କରିବା ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାରେ ଭକ୍ତ ମନେଇ ସାହୁ, ଅଟଳ ବିହାରୀ ବାଜପେୟୀ,…

୨୬ରୁ କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ୨୬ ତାରିଖରୁ ଆରମ୍ଭ ହେଉଛି। ପ୍ରଥମ ଥର କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ୩ ଦିନିଆ ସମାବର୍ତ୍ତନ ହେବ। ଏଥିରେ ବହୁ ସଂଖ୍ୟାରେ ସ୍ନାତକ ଛାତ୍ରଛାତ୍ରୀ ସେମାନଙ୍କ ପିତାମାତା ତଥା ଅଭିଭାବକ ସାମିଲ ହେବେ। ଶ୍ରୀଲଙ୍କାର ନୋବେଲ ପୁରସ୍କାର…

ଆୟବର୍ହିଭୂତ ସମ୍ପତି ମାମଲାରେ ପୂର୍ବତନ MVI ବିଜୟ କୁମାର ପତି ଦୋଷୀ ସାବ୍ୟସ୍ତ 

ମୟୂରଭଞ୍ଜ: ମୟୂରଭଞ୍ଜର ଜାମସୋଲା ଚେକ୍ ଗେଟ୍ ର ପୂର୍ବତନ ମୋଟର ଯାନ ନିରୀକ୍ଷକ (MVI) ବିଜୟ କୁମାର ପତି ଆୟବର୍ହିଭୂତ ସମ୍ପତି ରଖିଥିବା ଅଭିଯୋଗରେ ବାରିପଦାର ସ୍ୱତନ୍ତ୍ର ବିଚାରପତି ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଓଡ଼ିଶା ଭିଜିଲାନ୍ସ ଦ୍ୱାରା ତାଙ୍କ ବିରୁଦ୍ଧରେ ୧୯୮୮ର ଧାରା…

ରାଜ୍ୟ ଔଷଧୀୟ ଉଦ୍ଭିଦ ବୋର୍ଡର ଷଷ୍ଠ କାର୍ଯ୍ୟନିର୍ବାହୀ ବୈଠକ: ପାଞ୍ଚ ବର୍ଷୀୟ ଭିଜନ ପ୍ଲାନ ଅନୁମୋଦିତ

ଭୁବନେଶ୍ୱର: ରାଜ୍ୟରେ ଔଷଧୀୟ ଉଦ୍ଭିଦର ସୁରକ୍ଷା, ଚାଷ, ପ୍ରଚାର ଓ ବାଣିଜ୍ୟୀକରଣକୁ ଉନ୍ନତ କରିବାରେ କାର୍ଯ୍ୟରତ ରାଜ୍ୟ ଔଷଧୀୟ ଉଦ୍ଭିଦ ବୋର୍ଡର ଷଷ୍ଠ କାର୍ଯ୍ୟନିର୍ବାହୀ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନସ୍ଥ ଗୃହ ବିଭାଗର ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା…

ଲଗାଣ ବର୍ଷାକୁ ନେଇ ସତର୍କ ରହିବାକୁ ଏସ୍‌ଆରସିଙ୍କ ପରାମର୍ଶ

ଭୁବନେଶ୍ୱର: ସମ୍ଭାବ୍ୟ ଅବପାତଜନିତ ବର୍ଷା ନେଇ ସତର୍କ କରାଇଲେ SRC। VCରେ ୧୮ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହେଲେ SRC। ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା,…

୩ ଦିନରେ ୫୪ ଲକ୍ଷ ଉର୍ଦ୍ଧ୍ବ ଟଙ୍କା ଜରିମାନା ଆଦାୟ;୩୪୯୪ ଇ-ଚାଲାଣ ଜାରି

ଭୁବନେଶ୍ୱର:ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଜାରି ରହିଛି । ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱ ଓ ପରିବହନ ଆୟୁକ୍ତ ଅମିତାଭ ଠାକୁରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ…

ଓଡ଼ିଶାକୁ ୧,୭୦୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ ସଂଯୋଗୀକରଣ ବୃଦ୍ଧି କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ୧,୭୦୦ କୋଟିରୁ ଅଧିକ ମୂଲ୍ୟର ତିନୋଟି ପ୍ରମୁଖ ରେଳ ପ୍ରକଳ୍ପ ଉପହାର ଦେବେ। ଏହି ପଦକ୍ଷେପଗୁଡ଼ିକ ଯାତ୍ରୀ ସୁବିଧା…

BJD Pada Yatra: ଏଥର ମାସେ ହେବ ବିଜେଡି ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ବର: ବିଜେଡି ଜନସମ୍ପର୍କ ପଦଯାତ୍ରା ପ୍ରାରମ୍ଭିକ ବୈଠକରେ ନିଷ୍ପତ୍ତି। ଏଥର ମାସେ ହେବ ପଦଯାତ୍ରା। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ନଭେମ୍ବର ୨ ଯାଏଁ ସାରା ରାଜ୍ୟରେ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହେବ। ସରକାରଙ୍କ ବିରୋଧରେ ଯେଉଁ ଅସନ୍ତୋଷ ଅଛି, ତାହାର ବାର୍ତ୍ତା ଗଣତନ୍ତ୍ରିକ…

BJP Poll In-Charge: ଓଡିଶାର ଦୁଇ ନେତାଙ୍କୁ ବଡ଼ ଦାୟିତ୍ୱ, ବିଜେପିର ରଣନୀତିକୁ କରିବ ସୁଦୃଢ଼

ଭୁବନେଶ୍ୱର: ବିହାର ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ବଢ଼ିଥିବା ବେଳେ ଭାରତୀୟ ଜନତା ପାର୍ଟି (ବିଜେପି) ଏହାର ରଣନୀତିକୁ ଆହୁରି ଦୃଢ଼ କରିବା ପାଇଁ ବଡ଼ ପଦକ୍ଷେପ ଗ୍ରହଣ କରିଛି। ନିର୍ବାଚନ ମୁହାଁ ରାଜ୍ୟଗୁଡ଼ିକରେ ବିଜେପିର ରଣନୀତିକୁ ସୁଦୃଢ଼ କରିବା ପାଇଁ ଦୁଇ ଓଡ଼ିଆ ନେତାଙ୍କୁ…