Latest Odisha News

BREAKING NEWS

Browsing Category

ଓଡିଶା

Odisha

[ଭିଡିଓ] ମ୍ୟାଥମେଟିକ୍ସରେ ଇଣ୍ଡିଆ ବୁକ ଅଫ ରେକର୍ଡସରେ କଟକ ପୁଅ ସବ୍ୟସାଚୀ

କଟକ : ଇଚ୍ଛାଶକ୍ତି ଥଲେ ସଫଳତା ମିଳିଥାଏ । ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇଲେ କଟକ ପୁଅ । କଟକ ଶିଖରପୁର ଅଞ୍ଚଳର ସବ୍ୟସାଚ୍ଚୀ ରାଉତ ।ବୟସ ମାତ୍ର ୨୪, ହେଲେ ମ୍ୟାଥମେଟିକ୍ସରେ ଇଣ୍ଡିଆ ବୁକ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି ସବ୍ୟସାଚ୍ଚୀ । ଗଣିତ ଶିକ୍ଷାରେ ଅଗାଧ ଜ୍ଞାନ ରହିଛି…

କୋଭିଡ଼ ନିୟମ ଭାଙ୍ଗିଲେ ୫ଶହ ଟଙ୍କା ଜୋରିମାନା

ଭୁବନେଶ୍ୱର: କୋଭିଡ଼ର ନୂତନ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ବଢ଼ିବାରେ ଲାଗିଛି । ଏଥିପାଇଁ ସତର୍କ ରହିବା ସହ କୋଭିଡ଼ର ସମସ୍ତ ଗାଇଡ଼ଲାଇନ ମାନିବାକୁ ପରାମର୍ଶ ଦିଆଯାଇଛି । ସତର୍କ ରହିଲେ ହିଁ କରୋନା ମହାମାରୀଠାରୁ ସୁରକ୍ଷିତ ରହିପାରିବା । ଘରୁ ବାହାରକୁ ଯିବାବେଳେ ସଠିକଭାବେ ମାସ୍କ…

କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ବ୍ୟବସ୍ଥା, କରୋନା ସଂକ୍ରମଣ ରୋକିବାକୁ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଉଛି । କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି । କ୍ୟାପିଟାଲ ହସ୍ପିଟାଲରେ କରୋନା ସଂକ୍ରମଣକୁ…

ପଞ୍ଚାୟତ ନିର୍ବାଚନ ଲାଗି ଖୁବଶୀଘ୍ର ଗାଇଡଲାଇନ ପ୍ରସ୍ତୁତ କରିବ ରାଜ୍ୟ ନିର୍ବାଚନ କମିସନ

ଭୁବନେଶ୍ୱର : କୋଭିଡ ସମୟରେ ପଞ୍ଚାୟତ ନିର୍ବାଚନ ଚିନ୍ତା । ସୋମବାର ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବ ଦଳୀୟ ବୈଠକ ଶେଷ ହୋଇଛି । ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ସହିତ ବିଭିନ୍ନ ଦଳର ପ୍ରତିନିଧିମାନେ ଯୋଗଦେଇଥିଲେ । ବୈଠକ ସରିବା ପରେ ଆଦିତ୍ୟ…

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ଆଇଏଲଏସ୍ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଶହେ ଟପିଲା । ଆଜି ୨୮ଜଣଙ୍କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଡ଼ିସେମ୍ବର…

୧୧ତାରିଖରୁ ସୂର୍ଯ୍ୟମନ୍ଦିରରେ ଆରମ୍ଭ ହେବ ଲାଇଟ୍ ଆଣ୍ଡ ସାଉଣ୍ଡ ସୋ

କୋଣାର୍କ: ଆସନ୍ତା ୧୧ତାରିଖରୁ ସୂର୍ଯ୍ୟମନ୍ଦିରରେ ଆରମ୍ଭ ହେବ ଲାଇଟ୍ ଆଣ୍ଡ ସାଉଣ୍ଡ ସୋ । ଏନେଇ କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ସୂଚନା ଦେଇଛନ୍ତି । କୋଭିଡ଼ ଗାଇଡ଼ ଲାଇନ୍ ଅନୁଯାୟୀ ସନ୍ଧ୍ୟା ୬ଟା ୩୦ରୁ ସୂର୍ଯ୍ୟମନ୍ଦିର ଲାଇଟ୍ ଆଣ୍ଡ ସାଉଣ୍ଡ ସୋ ପାଇଁ ପ୍ରସ୍ତୁତି ଚାଲିଛି ।…

ସୁନ୍ଦରଗଡରେ ୪୯୩ କୋଟି ଟଙ୍କାର ୨ଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ : ସୁନ୍ଦରଗଡବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର…

ମହାନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ସୋନପୁର : ସୋନପୁରରେ ଅଘଟଣ । ସୋନପୁର ସହରର ମହାନଦୀରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ଆଜି ସକାଳୁ ସ୍ଥାନୀୟ ପଡାର ଲୋକ ସହରରେ ଯାତ୍ରୀ ନିବାସ ସମ୍ମୁଖରେ ଥିବା ପାଚେରୀ ଘାଟ ଠାରେ ଏକ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ସେପଟେ ଏହି ଘାଟ ନିକଟରେ ବହୁ…

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ୫ ଲକ୍ଷରୁ ଅଧିକ ଲୋକ ବୁଷ୍ଟର ଡୋଜ୍‌ ପାଇଁ ଏଲିଜିବଲ୍‌

ଭୁବନେଶ୍ୱର: ଆଜି ସମଗ୍ର ଦେଶରେ ବୁଷ୍ଟର ଡୋଜ ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଛି। ସୋମବାର ଦିନ ଅପରାହ୍ନ ୩ ଟାରୁ ରାଜ୍ୟରେ କରୋନା ବୁଷ୍ଟର ଡୋଜ ପ୍ରକ୍ରିୟା ଆରମ୍ଭ ହେବ। ସ୍ବାସ୍ଥ୍ୟସେବା କର୍ମଚାରୀ ଏବଂ ଫ୍ରଣ୍ଟଲାଇନ କର୍ମଚାରୀ ଏବଂ ୬୦ ବର୍ଷରୁ ଅଧିକ ବୟସ୍କ ଲୋକଙ୍କୁ ବୁଷ୍ଟର ଡୋଜ…

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ଶିଖର ଛୁଇଁପାରେ କରୋନା ତୃତୀୟ ଲହର

ଭୁବନେଶ୍ୱର: ଜାନୁଆରୀ ଶେଷ ସୁଦ୍ଧା ଓଡ଼ିଶାରେ କରୋନା ତୃତୀୟ ତରଙ୍ଗ ଶିଖର ଛୁଇଁପାରେ ବୋଲି ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶକ ବିଜୟ ମହାପାତ୍ର ସୋମବାର କହିଛନ୍ତି। ସେ କହିଛନ୍ତି, " ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି ଯେ ଜାନୁଆରୀ ୧୫ ସୁଦ୍ଧା ଦିଲ୍ଲୀ ଏବଂ ମହାରାଷ୍ଟ୍ରରେ ମାମଲା ସର୍ବାଧିକ…