Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାୟଗଡ଼ା MITS ଇଞ୍ଜିନିୟରିଂ କଲେଜର ୪୯ ଛାତ୍ରଛାତ୍ରୀ କରୋନା ପଜିଟିଭ୍

ରାୟଗଡ଼ା: ଶିକ୍ଷାନୁଷ୍ଠାରେ ମାଡୁଛି କରୋନା । ଛାତ୍ରଛାତ୍ରୀ ଓ କର୍ମଚାରୀ ପଜିଟିଭ୍ ବାହାରୁଛନ୍ତି । ରାୟଗଡ଼ାରେ ଥିବା ମଝିଘରିଆଣୀ ଇନିଷ୍ଟଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଏଣ୍ଡ ସାଇନ୍ସର (MITS) ୪୯ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ଗତ ୬ ତାରିଖ ଦିନ ୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ…

ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁରରେ ସଂକ୍ରମଣ ହାର ଜାତୀୟ ହାରଠାରୁ ବି ଅଧିକ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପରମୁହାଁ । ଦୈନିକ ସଂକ୍ରମଣ ପାଞ୍ଚ ହଜାର ମୁହାଁ ହୋଇଛି । ସଂକ୍ରମଣର ଟପ୍ ଥ୍ରୀ ଜିଲ୍ଲାରେ ରହିଛି ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ସମ୍ୱଲପୁର ଜିଲ୍ଲା । ଏସବୁ ଜିଲ୍ଲାରେ ପଜିଟିଭ୍ ହାରି ଅଧିକ ରହିଛି । ରାଜ୍ୟରେ ପଜିଟିଭ୍ ହାର ୬.୭୨ ପ୍ରତିଶତ ରହିଛି ।…

ଆଜି ରାଜ୍ୟରେ କୋଭିଡ୍ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାଢ଼େ ୫ଟାରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରିବେ । ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ…

ପଞ୍ଚାୟତ ନିର୍ବାଚନ କସରତ: ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ନେଇ ଆଜି ବସୁଛି ସର୍ବଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଅଧିକାରୀ ସର୍ବଦଳୀୟ ବୈଠକ ଡାକିଛନ୍ତି । କୋଭିଡ୍ ସମୟରେ କିଭଳ୍ ହେବ ନିର୍ବାଚନ ସେନେଇ ରାଜ୍ୟର ସବୁ ରାଜନୈତିକ ଦଳ ପ୍ରତିନିଧିଙ୍କ ସହ ଆଲୋଚନା ଓ ମତାମତ ଲୋଡ଼ିବେ ରାଜ୍ୟ ନିର୍ବାଚନ କମିଶନର । ଭୁବନେଶ୍ୱର…

କରୋନା ସଂକ୍ରମଣର ଭୟ: ସୋମବାରରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ବନ୍ଦ

ଭୁବନେଶ୍ୱର: ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ବନ୍ଦ ରହିବ । କ୍ଲାସରୁମ୍ ପାଠପଢ଼ା ସହିତ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି । ଏନେଇ ଘୋଷଣା କରିବା ପରେ ଛାତ୍ରଛାତ୍ରୀ ରବିବାର ସନ୍ଧ୍ୟା ସୁଦ୍ଧା ହଷ୍ଟେଲ ଛାଡ଼ିଛନ୍ତି ।…

ଆଜି ଓଡ଼ିଶାରୁ ୪୮୨୯ କରୋନା ପଜିଟିଭ୍, ୩ ଜିଲ୍ଲାରେ ଦ୍ରୁତ ବଢୁଛି

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୮୨୯ ପଜିଟିଭ୍ । ୦-୧୮ ଭିତରେ ୪୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୮୨୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୦୬ଟି । ସଂକ୍ରମଣରେ ଚିନ୍ତା ବଢ଼ାଇଛନ୍ତି ୩ଟି ଜିଲ୍ଲା…

୧୧ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ଚିନ୍ତାରେ ଚାଷୀ

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୦ତାରିଖରୁ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ।…

ଆଜିଠୁ ଆରଡି ପୀଠରେ ୧୪୪ ଧାରା, ସର୍ବସାଧାରଣ ଦର୍ଶନ ବନ୍ଦ

ଭଦ୍ରକ: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ କଟକଣା ବି ବଢୁଛି । ଆଜିଠୁ ଭଦ୍ରକ ଜିଲ୍ଲା ପ୍ରମୁଖ ଶୈବପୀଠ ବାବା ଆଖଣ୍ଡଳମଣୀଙ୍କ ପୀଠରେ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସଂକ୍ରମଣକୁ ଦୃଷ୍ଟିରେ ରଖି କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ । ଆସନତା ୩୧ ତାରିଖ ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…

ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ପଜିଟିଭ୍ ଚିହ୍ନଟ, ନିଜେ ଟ୍ୱିଟ୍ କରି ଜଣାଇଲେ…

ଭୁବନେଶ୍ୱର: ଜଳ ସମ୍ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ମନ୍ତ୍ରୀ ରଘୁନନ୍ଦନ ଦାସ୍ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ମୁଁ ଆଜି ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି l ମୋ ସଂସ୍ପର୍ଶରେ…

ମକର ସଂକ୍ରାନ୍ତିରେ ବିଶ୍ବବ୍ୟାପୀ ଆୟୋଜିତ ହେବ ସୂର୍ଯ୍ୟ ନମସ୍କାର

ଭୁବନେଶ୍ବର : ମକର ସଂକ୍ରାନ୍ତି ଅବସରରେ ବିଶ୍ବବ୍ୟାପୀ ଆୟୋଜିତ ହେବ ସୂର୍ଯ୍ୟ ନମସ୍କାର । ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୭୫ ଲକ୍ଷ ଲୋକ ସାମିଲ ହେବେ । ଏହି ଦିନ ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଉତ୍ତମ ସ୍ବାସ୍ଥ୍ୟ, ଧନ ଓ…