Latest Odisha News

BREAKING NEWS

Browsing Category

ଓଡିଶା

Odisha

୮ଜଣ ଓମିକ୍ରନ ଆକ୍ରାନ୍ତଙ୍କ ଅନ୍ତର୍ଜାତୀୟ ଟ୍ରାଭେଲ ହିଷ୍ଟ୍ରି ରହିଛି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଗତକାଲି ରାଜ୍ୟରେ ଆଉ ୧୪ଜଣ ଓମିକ୍ରନ ଚିହ୍ନଟ ହୋଇଥିଲେ । ଏହି ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରେ ୮ଜଣଙ୍କ ଅନ୍ତର୍ଜାତୀୟ ଟ୍ରାଭେଲ ହିଷ୍ଟ୍ରି ରହିଛି । ୬ଜଣ ସ୍ଥାନୀୟ କେସର ବାହାରିଛନ୍ତି । ଆକ୍ରାନ୍ତଙ୍କ ସମ୍ପର୍କରେ ଅଧିକ ତଥ୍ୟ ପ୍ରଦାନ କରିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…

SCB ନର୍ସିଂ ହଷ୍ଟେଲରେ ୨୮ ଛାତ୍ରୀଙ୍କୁ କରୋନା

କଟକ: ରାଜ୍ୟରେ ମାଡ଼ି ଚାଲିଛି କରୋନା ସଂକ୍ରମଣ। କଟକ ଏସସିବି ବିଏସସି ନର୍ସିଂ କଲେଜ ହଷ୍ଟେଲରେ ପଶିଲା କରୋନା । ୨୮ ଜଣ ଛାତ୍ରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦୁଇ ଦିନରେ ଏମାନେ ସଂକ୍ରମିତ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଛାତ୍ରୀ ହଷ୍ଟେଲରେ ଆଇସୋଲେସନରେ ଅଛନ୍ତି। ପଜିଟିଭ ଚିହ୍ନଟ…

୧୦ ଘଣ୍ଟା ପରେ କୂଅ ଭିତରୁ ହାତୀ ଛୁଆ ଉଦ୍ଧାର

ବାରିପଦା: ୧୦ ଘଣ୍ଟା ପରେ କୂଅ ଭିତରେ ଖସି ପଡ଼ିଥିବା ଛୁଆ ହାତୀ ଉଦ୍ଧାର ।ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ୍ ସୁରେଇଡ଼ିହି ଗାଁ କୂଅରେ ଖସିପଡ଼ିଥିବା ହାତୀ ଛୁଆ ଆଜି ଉଦ୍ଧାର ହୋଇଛି। ଦୀର୍ଘ ୧୦ ଘଣ୍ଟା ପରେ ବନବିଭାଗ ଓ ଅଗ୍ନିଶମ ବାହିନୀ ସହାୟତାରେ ଉଦ୍ଧାର ହୋଇଛି ଛୁଆ ହାତୀ। କୂଅରେ…

ବଢ଼ୁଛି କରୋନା ସଂକ୍ରମଣ, ରାଜ୍ୟରେ ୨୪ଘଣ୍ଟାରେ ୪୭୧୪ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି । ଗତ ୨୪ଘଣ୍ଟାରେ ୪୭୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୭୫୫ ଜଣ ସ୍ଥାନୀୟ ସଂକ୍ରମଣରୁ ୧୯୫୯ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୪୧୬ଜଣ କୋଭିଡ଼୍ ସଂକ୍ରମିତ ଚିହ୍ନଟ ହୋଇଥିବା ରାଜ୍ୟ…

କୋଭିଡ୍ ରେଡ୍ ଜୋନରେ ଖୋର୍ଦ୍ଧା, ସମ୍ୱଲପୁର ଓ ସୁନ୍ଦରଗଡ଼

ଭୁବନେଶ୍ୱର: ରାଜ୍ୟରେ ୫ ହଜାର ମୁହାଁ ହୋଇଛି ଦୈନିକ କରୋନା କେସ୍ । ଆଜି ୪ହଜାର ୭୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜାନୁଆରୀ ୧ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨୯୮ ଥିଲା । ୯ ଦିନ ଭିତରେ ଏହି ସଂଖ୍ୟା ପାଖାପାଖି ୫ ହଜାର ହୋଇଛି । ଅର୍ଥାତ ସଂକ୍ରମିତଙ୍କ ସଂଖ୍ୟା ପାଖାପାଖି ୧୫ ଗୁଣା…

କୂଅ ଭିତରେ ଖସି ପଡ଼ିଲା ଛୁଆ ହାତୀ, ଜଗି ରହିଛନ୍ତି ହାତୀ ପଲ

ବାରିପଦା: କୂଅ ଭିତରେ ଖସି ପଡ଼ିଲା ଛୁଆ ହାତୀ । ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ରେଞ୍ଜ ସୁରେଇଡିହି ଗାଁରେ ଏହି ଘଟଣା ଘଟିଛି । ଗତକାଲି ବିଳମ୍ବିତ ରାତିରେ କୂଅ ଭିତରେ ଛୁଆ ହାତୀଟି ଖସିପଡ଼ିଛି । ଏହି ଘଟଣା ପରେ କୂଅ ଚାରିପଟେ ହାତୀ ପଲ ଘେରି ରହିଛନ୍ତି । ଫଳରେ ଉଦ୍ଧାର କରିବାରେ ବାଧା…

ଆଜିଠୁ ଚିଲିକାରେ ଡ଼ଲଫିନ୍ ଗଣନା,୧୮ଟି ଟିମ୍ ନିୟୋଜିତ

ବ୍ରହ୍ମଗିରି: ଚିଲିକାରେ ଆଜିଠୁ ଡ଼ଲଫିନ ଗଣନା । ସକାଳ ୬ଟାରୁ ଏହି ଗଣନା ଆରମ୍ଭ ହୋଇଛି । ଚିଲିକାକୁ ୧୮ଟି ଜୋନରେ ବିଭକ୍ତ କରାଯାଇଛି । ବାଲୁଗାଁ ରେଞ୍ଜରୁ ୧୦ଟି ଦଳ ଓ ସାତପଡ଼ା ରେଞ୍ଜରୁ ୮ଟି ଦଳ ଗଣନା କରୁଛନ୍ତି । ପ୍ରତିଟିମ୍ରେ ୫ଜଣ ଲେଖାଏଁ ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି । ଡ଼ଲଫିନ୍…

ଆଜିଠୁ ଗଞ୍ଜାମ ଜିଲ୍ଲାରେ ଭକ୍ତଙ୍କ ପାଇଁ ସବୁ ଧାର୍ମିକ ଅନୁଷ୍ଠାନ ବନ୍ଦ

ବ୍ରହ୍ମପୁର: ରାଜ୍ୟରେ ସଂକ୍ରମଣ ବଢୁଛି । ତାସହ ବଢୁଛି କଟକଣା । ଆଜିଠୁ ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିର୍ଦ୍ଦେଶନାମା ଜାରି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଜାନୁଆରୀ ୩୧ ତାରିଖ ଯାଏ କଟକଣା…

ଭୁବନେଶ୍ୱରରେ ବଢ଼ିଲା କୋଭିଡ୍ ହସ୍ପିଟାଲ୍ ଓ ବେଡ୍ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଖୋର୍ଦ୍ଧା ଜିଲ୍ଲାରୁ ଯେତିକି ସଂକ୍ରମିତ ବାହାରୁଛନ୍ତି ତାର ଅଧାରୁ ଅଧିକ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ହସ୍ପିଟାଲ୍ ଓ ବେଡ୍ ସଂଖ୍ୟା ବଢ଼ାଇଛି ବିଏମସି । କୋଭିଡ୍ ହସ୍ପିଟାଲ ତାଲିକାରେ ଆଉ…

ରାଜ୍ୟରେ କମୁଛି ଶୀତର ପ୍ରକୋପ, ୧୪ତାରିଖ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଶୀତର ଲହରୀ ଲାଗିରହିଥିବାବେଳେ ଏବେ ପୁଣି ଥରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଦେଖାଯିବ । ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ଼ର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରୁ…