Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ

କୋରାପୁଟ : କୋରାପୁଟ ଜିଲ୍ଲାରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କମାରଗୁଡା ଛକ ମାରଦା ଗାଁରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ । ପ୍ରାୟ ୬କ୍ୱିଣ୍ଟାଲ ୬୫ କେଜିର ଗଞ୍ଜେଇ ଜବତ ହୋଇଛି । ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଜବତ…

ଆଜି ରାଜ୍ୟରୁ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରେ ହଜାରେ ଟପିଲା

ଭୁବନେଶ୍ୱର: ରାଜ୍ୟରେ ଚାରି ହଜାର ମୁହାଁ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩ହଜାର ୬୭୯ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୨୧୪୮ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୫୩୧ । ୧୮ ବର୍ଷ ଭିତରେ ଆଉ ୩୮୪ ପଜିଟିଭ୍ ବାହାରିଛନ୍ତି । ୨୯ ଜିଲ୍ଲାରୁ ନୂଆ ସଂକ୍ରମିତ ବାହାରିଛନ୍ତି ।…

ଭୁବନେଶ୍ୱରରେ ଆଉ ୧୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ତାସହ ବଢୁଛି କଟକଣା । ଭୁବନେଶ୍ୱରରେ ଆଉ ୧୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ବିଏମସିର ନର୍ଥ ଜୋନରେ ୪ଟି ଓ ଦକ୍ଷିଣପୂର୍ବ ଜୋନରେ ୭ଟି ସ୍ଥାନକୁ କଣ୍ଟେନମେଣ୍ଟ କରାଯାଇଛି । ଏସବୁ ସ୍ଥାନରେ ୭…

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ରାଜ୍ୟ ନିର୍ବାଚନ ଆୟୋଗ ଡାକିଲେ ବୈଠକ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ଡାକିଲେ ବୈଠକ । ଆଜି ଦିନ ୧୧ଟାରେ ଉଚ୍ଚସ୍ତରୀୟ ବୈଠକ ବସୁଛି । ଏଥିରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଯୋଗଦେବେ । ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ଏଭଳି ସ୍ଥିତିରେ କିଭଳି…

ଅଳ୍ପକେ ବର୍ତ୍ତିଲେ ବିଏସଏଫ ଯବାନ

ମାଲକାନଗିରି: ସ୍ୱାଭିିମାନ ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କଲା ବିଏସଏଫ । ଏହାସହ ୫ ଆଇଇଡି ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ ହୋଇଛି । ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ଆଇଇଡି ନଷ୍ଟ କରିଛନ୍ତି । ସ୍ୱାଭିମାନ ଅଞ୍ଚଳରେ ନୂତନ ଭାବେ ସ୍ଥାପିତ ହୋଇଛି ଘନବେଡ଼ା…

ଜାତୀୟ ପୁରସ୍କାର ପାଇଲା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍

ଭୁବନେଶ୍ବର : ଜାତୀୟ ପୁରସ୍କାର ପାଇଲା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍ । ହାଇଦ୍ରାବାଦରେ ଅନୁଷ୍ଠିତ ୨୪ତମ ଜାତୀୟ ଇ-ଗଭର୍ଣ୍ଣାନ୍ସ ସମ୍ମେଳନରେ କେନ୍ଦ୍ରୀୟ କାର୍ମିକ ଓ ପ୍ରଶିକ୍ଷଣ ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ…

ନାଇଟ୍ କର୍ଫ୍ୟୁରେ ଟାଇଟ୍ ଚେକିଂ

ଭୁବନେଶ୍ୱର: ସରକାରଙ୍କ ନୂଆ କୋଭିଡ ଗାଇଡ ଲାଇନ ଅନୁସାରେ ଆରମ୍ଭ ହୋଇଛି ନାଇଟ୍ କର୍ଫ୍ୟୁ । ଚାଲିଛି ଟାଇଟ୍ ଚେକିଂ । ଛକ ଛକରେ ଚେକିଂ କରୁଛି ପୋଲିସ । ଓଡ଼ିଶାରେ ସବୁ ସହରାଞ୍ଚଳରେ ଆଜି ୯ଟାରୁ ଆରମ୍ଭ ହୋଇଛି ନାଇଟ୍ କର୍ଫ୍ୟୁ । ନିୟମ ଉଲ୍ଲଂଘନ କରୁଥିବା ଅମାନିଆଙ୍କୁ ସାବାଡ଼ କରୁଛି ପୋଲିସ ।…

ସୋମବାରରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ : ଆସନ୍ତା ସୋମବାରରୁ ସାଧାରଣ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ବଢୁଥିବା ସଂକ୍ରମଣକୁ ନଜରରେ ରଖି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୧୦ ତାରିଖରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ।…

ମା’ର ଆକୁଳ ନିବେଦନ, ମୋ ଝିଅକୁ ବଞ୍ଚାଇ ଦିଅ

କଳାହାଣ୍ଡି: ମୋ ଝିଅକୁ ବଞ୍ଚାଇ ଦିଅ । ମୋ ଝିଅ ଅଜଣା ରୋଗରେ ପୀଡ଼ିତ । ଝିଅକୁ ଭଲ କରିବା ପାଇଁ ଦରକାର ହେଉଛି ଲକ୍ଷ୍ୟଧିକ ଟଙ୍କା । ଝିଅର ରୋଗ ପାଇଁ ଏମିତି ଆକୁଳ ନିବେଦନ କରିଛନ୍ତି ମା’ । କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଦଲକିମୁଣ୍ଡା ଗ୍ରାମର ବାପା ଠାକୁର ବିଶି ଓ ମା’ ଶକୁନ୍ତଳା ବିଶିଙ୍କ…

ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ମରାମତି ପାଇଁ ୩ ହଜାର ଲେଖାଏଁ ସହାୟତା ପ୍ରଦାନ

ଭୁବନେଶ୍ବର : ଘର ମରାମତି ସହାୟତା ରାଶି ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀଙ୍କୁ ୩୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି । ରାଜ୍ୟର ସମୁଦାୟ ୩୧ ଲକ୍ଷ…