Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଡ଼କ ଦୁର୍ଘଟଣାରେ ଦୁଇ ଗୁରୁତର, ଘଟଣାସ୍ଥଳରେ ଉତ୍ତେଜନା

ସୋନପୁର: ସୁବର୍ଣ୍ଣପୁର ସଦର ବୁଢ଼ାରଜା ଛକରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୨ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଦୁଇ ଗୁରୁତର ବ୍ୟକ୍ତିଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି । କାରକୁ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ ।

୨ଟି କଲରା ପତରିଆ ବାଘ ଛାଲ ଜବତ, ୨ ଅଭିଯୁକ୍ତ ଗିରଫ

ବାରିପଦା: ଡିଲ୍ ବେଳେ ମାଡ଼ି ବସିଲା ଏସଟିଏଫ୍ । ଧରା ପଡ଼ିଲା ବାଘ ଛାଲ ବେପାର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ଏସସିବି ଜୁନିଅର୍ କଲେଜ ନିକଟରୁ ବାଘ ଛାଲ ବିକ୍ରି ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ପାଖରୁ ଜବତ ହୋଇଛି ୨ଟି କଲରା ପତରିଆ ବାଘ ଛାଲ । ବିଶେଷ…

ଦିଲୀପ ରାୟ କରୋନା ସଂକ୍ରମିତ

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ କରୋନା ସଂକ୍ରମିତ । ସେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଟ୍ୱିଟ୍ କରି ନିଜେ ଏହି ସୂଚନା ଦେଇଛନ୍ତି ଦିଲୀପ ରାୟ । ତାଙ୍କ ପାଖରେ ସାମାନ୍ୟ ଲକ୍ଷଣ ଦେଖାଦେଇଛି । ଡାକ୍ତରଙ୍କ ପରମର୍ଶରେ ସଂଗରୋଧରେ ଅଛନ୍ତି ଦିଲୀପ ରାୟ । ଏଥିସହ…

[ଭିଡ଼ିଓ]ନବରଙ୍ଗପୁରରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ନବରଙ୍ଗପୁର: ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଯାହାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ଏହି ମଧ୍ୟରେ ନବରଙ୍ଗପୁର ସହରରେ ଚିହ୍ନଟ ହେଲେ ପ୍ରଥମ ଓମିକ୍ରନ ଆକ୍ରାନ୍ତ । ମ୍ୟୁନିସିପାଲଟି ଅଞ୍ଚଳର ୧୩ନମ୍ବର ୱାର୍ଡ଼ରୁ ଆକ୍ରାନ୍ତ ଜଣକ ଚିହ୍ନଟ ହୋଇଥିବା…

ରାଜ୍ୟରେ ଶୀତର ଲହରୀ ଜାରି, ଆସନ୍ତା ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଆଜି ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ସୋନପୁର , ବୌଦ୍ଧ, ନୟାଗଡ଼, କନ୍ଧମାଳ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡ଼ି ରହିବ…

ଓଡ଼ିଶାରେ ଦୁଇ ହଜାର ମୁହାଁ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଦୁଇ ହଜାର ମୁହାଁ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ୧୮୯୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୩୦ ଜିଲ୍ଲାରୁ ନୂଆ ଆକ୍ରାନ୍ତ ବାହାରିଛନ୍ତି । କ୍ୱାରେଣ୍ଟିନରୁ ୧୧୦୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଥି ୭୯୧ । ୧୮…

ସୁନ୍ଦରଗଡ଼ ନବୋଦୟ ବିଦ୍ୟାଳୟରୁ ଆଉ ୫୩ ଛାତ୍ରଛାତ୍ରୀ କରୋନା ସଂକ୍ରମିତ

ସୁନ୍ଦରଗଡ଼: ସୁନ୍ଦରଗଡ଼ର ଜିଂକନଗର ଜବାହାର ନବୋଦୟ ବିଦ୍ୟାଳୟରେ ପୁଣି ୫୩ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି । ମଙ୍ଗଳବାର ୩୬ ଜଣ ପିଲା ସଂକ୍ରମିତ ହୋଇଥିଲେ । ଏକାଥରକରେ ଏତେ ପିଲା ସଂକ୍ରମିତ ଚିହ୍ନଟ ହେବା ନେଇ ଅଞ୍ଚଳରେ…

ଆସନ୍ତାକାଲି ଭିଡିଓ କନଫରେନ୍ସ ଜରିଆରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର

ଭୁବନେଶ୍ୱର: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡରରେ ମୃତ୍ୟୁବରଣ କରିଥିବା ସ୍ୱର୍ଗତଃ କୁଳମଣି ବରାଳ ଏବଂ ଦିବ୍ୟସିଂହ ବରାଳଙ୍କ ଉଦ୍ଦେଶ୍ୟରେ ଆସନ୍ତା କାଲି କଟକ ଜିଲ୍ଲା ମାହାଙ୍ଗାଠାରେ ଏକ ସ୍ମୃତି ସଭା ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ…

ବିଶିଷ୍ଟ ଆଇନଜୀବୀ ଶରତ ଜେନାଙ୍କ ପରଲୋକ

ଭୁବନେଶ୍ୱର: ଆଜି ଯାଜପୁର ଜିଲ୍ଲାର ବରିଷ୍ଠ ଦେୱାନୀ ମକଦ୍ଦମାର ବିଶିଷ୍ଟ ଆଇନଜୀବୀ ଶରତ ଜେନାଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ସେ ଯାଜପୁର ଜିଲ୍ଲା ଓକିଲ ସଂଘର ପୂର୍ବତନ ସଭାପତି ଓ ପୂର୍ବତନ ସରକାରୀ ଓକିଲ ଥିଲେ । ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର…

ରାଜଧାନୀ କୋଚ ସହିତ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ଶୁଭାରମ୍ଭ କରିବେ କେନ୍ଦ୍ର ରେଳ ମନ୍ତ୍ରୀ

ଭୁବନେଶ୍ୱର: ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଜାନୁୟାରୀ ମାସ ୬ ତାରିଖ ଦିନ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ରାଜଧାନୀ କୋଚ ସହିତ ଚଳାଚଳକୁ ଆଭାସୀ (ଭିଡିଓ କାନଫରେନସି)…