Latest Odisha News

BREAKING NEWS

Browsing Category

ଓଡିଶା

Odisha

୬ ସପ୍ତାହ ମଧ୍ୟରେ ରାଜ୍ୟ ବାର୍ କାଉନସିଲ ନିର୍ବାଚନ ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟ ବାର୍ କାଉନସିଲ ନିର୍ବାଚନ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଆଗାମୀ ୬ ସପ୍ତାହ ମଧ୍ୟରେ ନିର୍ବାଚନ ସାରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବ ଭୋଟର ତାଲିକା ଅନୁସାରେ ନିର୍ବାଚନ ସମ୍ପାଦନ କରିବାକୁ କୋର୍ଟ ତାଙ୍କ ନିର୍ଦ୍ଦେଶରେ ଶୁଣାଇଛନ୍ତି । ପରିଷଦର ପୂର୍ବତନ…

ସୁନ୍ଦରଗଡ଼ ଜିଲ୍ଲାରେ ସମନ୍ବିତ ଭୌତିକ ଚିକିତ୍ସା ସେବାର ଶୁଭାରମ୍ଭ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳର ରୋଗୀଙ୍କୁ ମାଗଣାରେ ଅତ୍ୟାଧୁନିକ ଫିଜିଓଥେରାପି ସହ ଏବେ ମିଳିବ ସମନ୍ୱିତ ଭୌତିକ ଚିକିତ୍ସା ସେବା । ଏଥିପାଇଁ ସୁନ୍ଦରଗଡ଼ସ୍ଥିତ ଏନଟିପିସି ହସ୍ପିଟାଲ ପରିସରରେ ଏକ ଆଧୁନିକ ଭୌତିକ ଚିକିତ୍ସା କେନ୍ଦ୍ରର ଶୁଭାରମ୍ଭ ହୋଇଛି ।…

ମହିଳାଙ୍କୁ ଗଣ ଦୁଷ୍କର୍ମ ମାମଲା, ୧୦ ଦିନ ପରେ ଧରାପଡ଼ିଲା ଅଭିଯୁକ୍ତ

କୋରାପୁଟ : ସ୍ବାମୀ ଓ ପୁଅକୁ ବନ୍ଧୁକ ଦେଖାଇ ମହିଳାଙ୍କୁ ଗଣ ଦୁଷ୍କର୍ମ ଘଟଣାରେ କାର୍ଯ୍ୟାନୁଷ୍ଠାନ । ୧୦ ଦିନ ପରେ ମୁଖ୍ୟ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ଜୟପୁର ସଦର ଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲା ଜୟପୁର ସଦର ଥାନା ଅନ୍ତର୍ଗତ କୁସୁମପୁଟର ମୀନ ବାରିକ । ପାଡୁଆ ଜଙ୍ଗଲରୁ…

ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଲୋକପ୍ରିୟତା ପାଉଛି ବିଡିଏର ଟାଉନ୍ ପ୍ଲାନିଂ ସ୍କିମ୍

ଭୁବନେଶ୍ବର : ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ଲୋକପ୍ରିୟତା ପାଉଛି ବିଡିଏର ଟାଉନ୍ ପ୍ଲାନିଂ ସ୍କିମ୍ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରୁ ଏହା ଜଣାପଡ଼ିଛି । ଲୋକସେବା ଭବନରୁ ଡିଜିଟାଲ୍ ମୋଡରେ ଅନୁଷ୍ଠିତ ବୈଠକରେ…

ପୁରୀରେ ଚାଞ୍ଚଲ୍ୟ ଖେଳାଇଲା ରହସ୍ୟମୟ ପାରା

ପୁରୀ : ପୁରୀରେ ଚାଞ୍ଚଲ୍ୟ ଖେଳାଇଲା ରହସ୍ୟମୟ ପାରା । କିଛି ଦିନ ପୂର୍ବରୁ ରାଉରକେଲାରେ ଦେଖାଯାଇଥିବା ପାରା ଏବେ ପୁରୀ ମାଳତୀପାଟପୁର ପାଖରେ ଦେଖାଦେଇଛି । ଏହି ପାରାର ଗୋଡରେ ଦୁଇଟି ରିଙ୍ଗ୍ ଲାଗିଥିବା ବେଳେ ସେଥିରେ କିଛି ନମ୍ବର ଲେଖା ହୋଇଛି । ଏପରିକି ପାରାଙ୍କ ପାଟିରେ କିଛି କେମିକାଲ…

୧୦ ଦିନ ମଧ୍ୟରେ ସରକାରୀ, ବେସରକାରୀ ଓ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ…

ଓଡ଼ିଶାର ୭ଟି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୩ ଦିନ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ହେବାର ସତର୍କ ସୂଚନା ଜାରି କରାଯାଇଛି । ଏନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗଜପତି ଏବଂ ଗଞ୍ଜାମ ଜିଲ୍ଲା…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ୍ ବିଲ୍ଡିଂ

ଭୁବନେଶ୍ବର : ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ୍ ବିଲ୍ଡିଂ । ଉଠା ଦୋକାନୀଙ୍କୁ ଉଠାଇବା ଦାବିରେ ଭୁବନେଶ୍ବର ୟୁନିଟ୍-୨ ମାର୍କେଟ୍ ବିଲ୍ଡିଂକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି । ଜଣେ ଉଠାଦୋକାନୀ ମାର୍କେଟ୍ ବିଲ୍ଡିଂରେ ଥିବା ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ ।…

ତପସ୍ୱିନୀ ଘରେ ରହିବା ନେଇ ଖୁସି ନାହାନ୍ତି ସୁମିତ, ହାଇକୋର୍ଟ ଯିବେ ସୁମିତ

ବ୍ରହ୍ମପୁର : ତପସ୍ୱିନୀ ଓ ସୁମିତ ମାମାଲାରେ କୋର୍ଟର ରାୟ ଆସିବା ପରେ ଖୁସି ନାହାଁନ୍ତି ଡକ୍ଟର ସୁମିତ । ଏନେଇ ସୁମିତଙ୍କ ଓକିଲ ସୂଚନା ସୂଚନା ଦେଇଛନ୍ତି । ଜିଲ୍ଲା କୋର୍ଟରେ ରାୟ ବିରୋଧରେ ସୁମିତ୍ ହାଇକୋର୍ଟ ଯିବେ ବୋଲି ଜଣାପଡିଛି । ୪୪ ଦିନ ଧରି ତପସ୍ୱିନୀ ଧାରଣାରେ ବସିବା ପରେ…

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ଲାଗି ପ୍ରସ୍ତୁତି । ଖୁବଶୀଘ୍ର ଘୋଷଣା ହୋଇପାରେ ନିର୍ବାଚନ ତାରିଖ । କିନ୍ତୁ ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଆସନ୍ତା ୧୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ…