Latest Odisha News

BREAKING NEWS

Browsing Category

ଓଡିଶା

Odisha

ବସ୍‌କୁ ଧକ୍କା ଦେଲା ଟ୍ରକ୍‌; ୫ ମୃତ,୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର

ସୁନ୍ଦରଗଡ:କେ.ବଲାଙ୍ଗ ଏନ୍ଏଚ୍‌ ୫୨୦ରେ ମର୍ମନ୍ତୁଦ ଦୁର୍ଘଟଣା । ବସ୍‌କୁ ଧକ୍କା ଦେଲା ଟ୍ରକ୍‌ । ରାଉରକେଲାରୁ ଆସୁଥିବା ବେଳେ ଟ୍ରକ୍‌ ସହ  ଧକ୍କା ହୋଇଛି । ଫଳରେ ଘଟଣା ସ୍ଥଳରେ ୫ ରୁ ଉର୍ଦ୍ଧ୍ଵଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି।…

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ TPCODL ଯନ୍ତ୍ରୀ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ TPCODL ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ତୁଷାରକାନ୍ତ ରାୟ । ଆପାର୍ଟମେଣ୍ଟରେ ବିଦ୍ୟୁତ ସଂଯୋଗ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ । ଯନ୍ତ୍ରୀଙ୍କ ଘରୁ ନଗଦ ୯ ଲକ୍ଷ ୫୩ ହଜାର ଟଙ୍କା…

ମର୍ମନ୍ତୁଦ ସଡକ ଦୁର୍ଘଟଣା : ହାଇୱା ଧକ୍କାରେ ୩ ବାଇକ୍‌ ଆରୋହୀଙ୍କ ଚାଲିଗଲା ଜୀବନ

ଗଞ୍ଜାମ:ପାଟପୁର ଥାନା ଅନ୍ତର୍ଗତ ଦିଗପହଣ୍ଡି-ଆସ୍କା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦିଗପହଣ୍ଡି – ଆସ୍କା ୩୨୬ ନଂ.ଜାତୀୟ ରାଜପଥର ମହାନଳା ଗ୍ରାମ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ନିକଟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବୁଧବାର ରାତି ପ୍ରାୟ ୮ ଟାରେ ଏକ ହାଇୱା ଟ୍ରକ…

National Award: ରାଷ୍ଟ୍ରପତିଙ୍କଠୁ ଜାତୀୟ ପୁରସ୍କାର ଗ୍ରହଣ କଲେ ଚିତ୍ରଶିଳ୍ପୀ ମାନସ ଦାସ; ଓଡ଼ିଶାରୁ ଏକମାତ୍ର…

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଠାରୁ ଜାତୀୟ ପୁରସ୍କାର ଗ୍ରହଣ କରିଛନ୍ତି ଚିତ୍ରଶିଳ୍ପୀ ମାନସ ଦାସ । ଫାଇନ ଆର୍ଟ ବା ଚିତ୍ରକଳା ଶୀର୍ଷକ 'ଏ କଲ ଫର ପ୍ରୋଗ୍ରେସ' ପାଇଁ ମାନସ ଗ୍ରହଣ ଗ୍ରହଣ କରିଛନ୍ତି ଜାତୀୟ ପୁରସ୍କାର । ରାଷ୍ଟ୍ରପତିଙ୍କଠୁ ମାନପତ୍ର ସହ ୨ ଲକ୍ଷ ଟଙ୍କାର ଅର୍ଥ ରାଶି ଗ୍ରହଣ…

CCQC 2025ରେ ଏଏମ୍/ଏନ୍ଏସ୍ ଇଣ୍ଡିଆ ଓଡିଶା ଅପରେସନ୍ସର ୪ ଟି ଗୋଲ୍ଡ ପୁରସ୍କାର ହାସଲ

ଭୁବନେଶ୍ୱର: କୋଲକାତାରେ କ୍ୱାଲିଟି ସର୍କଲ ଫୋରମ୍ ଅଫ୍ ଇଣ୍ଡିଆ (କ୍ୟୁସିଏଫ୍ଆଇ) କୋଲକାତା ଚାପ୍ଟର ଦ୍ୱାରା ଆୟୋଜିତ ୩୮ତମ ଚାପ୍ଟର କନଭେନସନ୍ ଅନ୍ କ୍ୱାଲିଟି କନସେପ୍ଟ (ସିସିକ୍ୟୁସି ୨୦୨୫)ରେ ଆର୍ସଲରମିତ୍ତଲ ନିପ୍ପନ୍ ଷ୍ଟିଲ୍ ଇଣ୍ଡିଆ (ଏଏମ୍/ଏନ୍ଏସ୍ ଇଣ୍ଡିଆ)ର ଓଡ଼ିଶା ଅପରେସନ୍ସ ୪ଟି ଗୋଲ୍ଡ…

୧୮ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ, ଜାଣନ୍ତୁ…

ଭୁବନେଶ୍ୱର: ଓଡ଼ିଶା ସରକାର ପ୍ରଶାସନିକ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ୧୮ ଜଣ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ସେପ୍ଟେମ୍ବର ୨୩ ତାରିଖରେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି ଅନୁଯାୟୀ ବଦଳି ହୋଇଥିବା…

ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ୩ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ବର: ଶିଳ୍ପ,ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଆଜି ଦକ୍ଷତା ବିକାଶ ଓ ବୈଷୟିକ ବିକାଶ ବିଭାଗ ପକ୍ଷରୁ ଦେଶର ତିନୋଟି ପ୍ରମୁଖ ଅନୁଷ୍ଠାନ ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି । ଓଡ଼ିଶା ସରକାରଙ୍କର ଦକ୍ଷତା ବିକାଶ ଓ ବୈଷୟିକ…

ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ ଏବଂ ଫିକି ସହଭାଗିତାରେ ଆଇଡିଏଟ୍-୨୦୨୫ ଆୟୋଜିତ

ନୂଆଦିଲ୍ଲୀ: ବଂଶୀଧର ଏବଂ ଇଲା ପଣ୍ଡା ଫାଉଣ୍ଡେସନ୍ (ବି ଆଇ ପି ଏଫ୍), ଫିକୀ ସହଭାଗୀତାରେ, ନୂଆଦିଲ୍ଲୀ ଫିକୀ କମିଶନ ହଲରେ ଏହାର ବାର୍ଷିକ ପ୍ରମୁଖ ସମ୍ମିଳନୀର ୧୪ତମ ସଂସ୍କରଣ "ଆଇଡିଏଟ୍-୨୦୨୫" ସଫଳତାର ସହିତ ସମାପ୍ତ କରିଛି। ଏହି ବର୍ଷର ବିଷୟବସ୍ତୁ, 'ମାର୍ଜିନ୍ ଟୁ ମେନଷ୍ଟ୍ରିମ୍:…

ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ବର: ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ସେପ୍ଟେମ୍ବର ୧୬ରୁ ଅଧିବେଶନ ଆରମ୍ଭ ହୋଇଥିଲା। ସୂଚୀ ଅନୁସାରେ ସେପ୍ଟେମ୍ବର ୨୫ ଯାଏଁ ଗୃହ ଚାଲିବାର ଥିଲା। କିଛି ସରକାରୀ କାର୍ଯ୍ୟ…

କିସ୍‍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍‍

ଭୁବନେଶ୍ୱର: କିସ୍‍ ପାଇଁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି ସମ୍ପ୍ରଦାୟର ପ୍ରଥମ ରିସର୍ଚ୍ଚ ସ୍କଲାର ହେବାର ଗୌରବ ଅର୍ଜନ…