Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ‘ଓମିକ୍ରନ’ ସଂକ୍ରମଣ ବୃଦ୍ଧି ନେଇ ସମୀକ୍ଷା ବୈଠକ ଡାକିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଓମିକ୍ରମ ଓ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ ବୈଠକ ଡାଲିକେ ସ୍ୱାସ୍ଥ୍ୟମନ୍ତ୍ରୀ । ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ କରୋନା ଓ ଓମିକ୍ରନ ସଂକ୍ରମଣ ରାଜ୍ୟରେ ହୁ ହୁ ହୋଇ ବଢିବା ନେଇ ବୈଠକ ଡାକିଛନ୍ତି । ରାଜ୍ୟରେ ଓମିକ୍ରନ ସଂକ୍ରମଣ କିପରି ରୋକାଯାଇ ପାରିବ ସେ ଉପରେ…

୧୫ରୁ ୧୮ ବର୍ଷର ପିଲାଙ୍କୁ ଟିକାକରଣ, ୧୮୮୨ଜଣ କିଶୋର ନେଲେଣି ଟିକା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ୧୫ରୁ ୧୮ବର୍ଷ କିଶୋରଙ୍କ ଟିକାକରଣ । ଜାନୁଆରୀ ୧ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇଥିଲା । ବର୍ତ୍ତମାନ ସୁଦ୍ଧା ୧ହଜାର ୮୮୨ ଜଣ ଟିକା ନେଇସାରିଲେଣି । ରାଜ୍ୟରେ ୩ ହଜାର ୧୯୩ କେନ୍ଦ୍ରରେ ଟିକାକରଣ ଚାଲୁ ରହିଛି ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ…

ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ , ତୁରନ୍ତ ସମସ୍ୟାର ସମାଧାନ ଦାବି

ପଦ୍ମପୁର : ମଣ୍ଡିରୁ ଧାନ ନଉଠିବା ପ୍ରତିବାଦରେ ରାସ୍ତା ରୋକ କଲେ ଚାଷୀ । ପଦ୍ମପୁର ନୂଆପଡା ରାସ୍ତା ଅବରୋଧ କରିଛନ୍ତି ଚାଷୀମାନେ । ଏନେଇ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି । ମଣ୍ଡିରେ ପଡିଥିବା ଧାନ ବସ୍ତା ଶୀଘ୍ର ଉଠାଇବା ଦାବିରେ ଚାଷୀମାନେ ରାସ୍ତାରୋକ କରିଛନ୍ତି । ଘଟଣାର…

ରାଉରକେଲା NITରେ ପଶିଲା କରୋନା

ରାଉରକେଲା: ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(NIT)ରେ ପଶିଲା କରୋନା । ତିନି ଜଣ ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ଭିତରେ ଅଛନ୍ତି ଦୁଇ ଜଣ ଛାତ୍ର ଓ ଜଣେ ଛାତ୍ରୀ । ସେମାନଙ୍କର କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଛି । ସଂକ୍ରମିତ ତିନି ଛାତ୍ରଛାତ୍ରୀ ଏବେ…

ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ, ଗାଁରେ ଶୋକର ଛାୟା

ଯାଜପୁର: ଯାଜପୁର ଜିଲ୍ଲାରେ ସକାଳୁ ଏକ ଦୁର୍ଘଟଣା ହୋଇଛି । କୁଆଖିଆ ଥାନା ଜାତୀୟ ରାଜପଥ-୨୦ର ବଡ଼ ଗୋବିନ୍ଦପୁର ନିକଟରେ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ସ୍କୁଟି ଆରୋହୀଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଖସି ପଳାଇଥିଲେ । ମୃତକ ଜଣକ ହେଲେ ଅରୁଣ କୁମାର ବିଶ୍ୱାଳ ।…

ନର୍ଦ୍ଦମା ପାଣିକୁ ନେଇ ହତ୍ୟାକାଣ୍ଡ ଅଭିଯୋଗ

ରାୟଗଡ଼ା: ନର୍ଦ୍ଦମା ପାଣି ଅଟକାଇବାକୁ ନେଇ ପାଟିତୁଣ୍ଡ ଓ ହତ୍ୟାକାଣ୍ଡ ଅଭିଯୋଗ ହୋଇଛି । ଏଥିରେ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଅଜୟ ଖୋସଲା । ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା କୁମ୍ଭିକୋଟା ଗ୍ରାମର ହରିଜନ ସାହିରେ । ସୂଚନା ଅନୁସାରେ, ଅଜୟ ଖୋସଲା ଓ…

ରାଜଧାନୀରେ ଚାଞ୍ଚଲ୍ୟ: କାର୍ ଭିତରେ ଦୁଷ୍କର୍ମ ପରେ ନାବାଳିକାକୁ ରାସ୍ତାକଡ଼ରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । କାର୍ ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଏହାପରେ ରାସ୍ତାକଡ଼ରେ ପୀଡ଼ିତାଙ୍କୁ ଫିଙ୍ଗି ପଳାଇଲେ ଦୁର୍ବୃତ୍ତ । ଭୁବନେଶ୍ୱର ମଞ୍ଚଶ୍ୱର ଥାନା ପେଟ୍ରୋଲ ଟାଙ୍କି ନିକଟରୁ ରାସ୍ତାକଡ଼ରୁ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ଏହାପରେ ତାଙ୍କୁ…

ରାଜ୍ୟରେ ୨୫ ଜିଲ୍ଲାରୁ ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବଢ଼ିନି କରୋନା ସଂକ୍ରମଣ । ଗତକାଲି ଯେତିକି ଚିହ୍ନଟ ହୋଇଥିଲେ ୨୪ ଘଣ୍ଟାରେ ସେତିକି ପଜିଟିଭ୍ ବାହାରିଛନ୍ତି । ଗତକାଲି ୨୦ ଜିଲ୍ଲାରୁ ୪୨୪ ସଂକ୍ରମିତ ହୋଇଥିଲେ । ଗତ ୨୪ ଘଣ୍ଟାରେ ୨୫ ଜିଲ୍ଲାରୁ ବାହାରିଛନ୍ତି ୪୨୪ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ…

୩ଦିନ ପରେ ଖୋଲିଲା ଶ୍ରୀମନ୍ଦିର, ଜଗା ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ: ୩ଦିନ ପରେ ଆଜିଠୁ ଆରମ୍ଭ ହେଲା ଜଗା ଦର୍ଶନ । ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । ନୂଆବର୍ଷରେ ଅଧିକ ଗହଳିକୁ ଦୃଷ୍ଟିରେ ରଖି ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା । ଆଜିଠୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେଉଛି । ଏହି ଭିତରେ ରବିବାରରେ ଶ୍ରୀମନ୍ଦିର ସାନିଟାଇଜ୍ କରାଯାଇଛି ।…

ବରଗଡ଼ରୁ ଅପହୃତ ୯ ବର୍ଷର ନାବାଳକ ଉଦ୍ଧାର

ବରଗଡ଼: ଅପହରଣର ୫ ଘଣ୍ଟା ପରେ ନାବାଳକ ଉଦ୍ଧାର । ବରଗଡ଼ ସହରରୁ ଅପହୃତ ୯ ବର୍ଷର ନାବାଳକ ଘରକୁ ଫେରିଛି । ପୋଲିସର ନାକାବନ୍ଦୀ ଓ ତନାଘନା ପରେ ପିଲାଟିକୁ ଅପହର୍ତ୍ତା ଛାଡ଼ି ଦେଇଥିବା ଜଣାପଡ଼ିଛି । ଗତକାଲି ରାତିରେ ବରଗଡ଼ ହାଇସ୍କୁଲ ପାଖରୁ ପିଲାଟିକୁ ପାଇଥିଲେ ସ୍ଥାନୀୟ ଲୋକ । ଏନେଇ ତାଙ୍କ…