Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟରେ ବଢୁଛି କରୋନା ପଜିଟିଭ୍ ସଂଖ୍ୟା, ୨୪ଘଣ୍ଟା ଭିତରେ ୪୨୪ଜଣ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୪୯ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୧୭୫ଜଣ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ…

ନୂଆବର୍ଷରେ ଲାଲବାହିନୀ ହାତ ଛାଡିଲେ ୪୪ ମାଓବାଦୀ

ମାଲକାନଗିରି: ନୂଆବର୍ଷରେ ନୂଆ ସଂକଳ୍ପ । ନକ୍ସଲ ବାହିନୀର ହାତ ଛାଡିଲେ ୪୪ ମାଓବାଦୀ । ଲାଲଗଡର ଅନ୍ଧାରି ଦୁନିଆକୁ ତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି ୯ ମହିଳାଙ୍କ ସମେତ ୪୪ ଜଣ ନକ୍ସଲପନ୍ଥୀ । ମାଲକାନଗିରି ସୀମାନ୍ତ ଛତିଶଗଡର ସୁକୁମା ଜିଲ୍ଲା ପୋଲିସ ନିକଟରେ ସେମାନେ…

ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାତିଲେ ମାଓବାଦୀ । ନୂଆବର୍ଷ ଆରମ୍ଭରୁ ପୋଲିସ ଇନଫର୍ମର ସନ୍ଦେହରେ ମୁଣ୍ଡ ନେଲା ଲାଲବାହିନୀ । ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଗ୍ରାମବାସୀଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଏହି ହିଂସା କାଣ୍ଡ ଘଟିଛି ।…

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା ରବିବାରଠାରୁ କରାଯିବ । ଆଜିଠୁ ୧୧ତାରିଖ ପର୍ଯ୍ୟନ୍ତ ୧୦ଦିନ ଧରି ଭିତରକନିକା ବନ୍ଦ ରହିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ…

ଭଡ଼ା ଘରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ

ଯାଜପୁର: ଭଡ଼ା ଘରୁ ବିପୁଳ ପରିମାଣର ଜାଲ୍ ନୋଟ୍ ଜବତ । ଯାଜପୁର ଟାଉନ୍ ଥାନା ସନ୍ଥମାଧବ ଗାଁରେ ଏକ ଭଡ଼ା ଘରୁ ୧୩ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ ହୋଇଛି । ଏହି ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ତା ନାଁ ଚନ୍ଦ୍ରମଣି ବଳ ଓ ଘର ମଙ୍ଗଳପୁର ଥାନା କାଟିଆ ଅଞ୍ଚଳରେ ବୋଲି ଜଣା…

ଜେ ଏସ ଡ଼ବ୍ଲୁ ପ୍ରକଳ୍ପ ପାଇଁ ଢ଼ିଙ୍କିଆ ଗାଁର ଲୋକେ ଦେଲେ ପାନବରଜ

ପାରାଦ୍ୱୀପ: ଜେ ଏସ ଡ଼ବ୍ଲୁ ପ୍ରକଳ୍ପ ପାଇଁ ଦେଖାଦେଇଛି ନୂଆ ସମ୍ଭାବନା । ନୂଆବର୍ଷରୁ ଢ଼ିଙ୍କିଆ ଗାଁର ତିନି ଜଣ ହିତାଧିକାରୀ ପ୍ରକଳ୍ପ ପାଇଁ ପାନବରଜ ଦେଇଛନ୍ତି । ସେମାନେ ହେଲେ ପ୍ରେମାନନ୍ଦ ଦାସ, ଅରକ୍ଷିତ ମଲ୍ଲିକ ଓ ଧୀରେନ୍ଦ୍ର ସ୍ୱାଇଁ । ନିଜ ଇଚ୍ଛାରେ ସ୍ଥାନୀୟ ତହସିଲ ପ୍ରଶାସନ ଓ…

ରାତି ତାପମାତ୍ରା ଖସିବ, ରାଜ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର: ଆଗକୁ ରାଜ୍ୟରେ ବଢ଼ିବ ଶୀତ । ରାତି ତାପମାତ୍ରା ଖସିବ । ପୁଣି ଅନୁଭୂତ ହେବ ପ୍ରବଳ ଥଣ୍ଡା । ଆସନ୍ତାକାଲିଠୁ ଦୁଇଦିନ ଶୀତ ଲହରି ରହିବ । ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଶୀତ ହେବ । ପ୍ରବଳ ଥଣ୍ଡା ହେବାକୁ ନେଇ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ…

[ଭିଡ଼ିଓ]ନିଆରା ଢଙ୍ଗରେ ନୂଆ ବର୍ଷକୁ ସ୍ୱାଗତ କଲେ ଚିତ୍ର ଶିଳ୍ପୀ

ଭୁବନେଶ୍ୱର : ନିଆରା ଢଙ୍ଗରେ ନୂଆ ବର୍ଷକୁ ସ୍ୱାଗତ । ୨୦୨୨କୁ ସ୍ୱାଗତ କରି ନବ ବର୍ଷର ଅଭିନନ୍ଦନ ଜଣାଇଛନ୍ତି ଚିତ୍ର ଶିଳ୍ପୀ ପ୍ରିୟଙ୍କା ସାହାଣୀ। ଏକ କାଡବୋର୍ଡ ଜରିଆରେ କିଛି ରଙ୍ଗ , ଗ୍ଲିଟର ଆଉ କିଛି ଫୁଲ ନେଇ ଏକ ସୁନ୍ଦର ଚିତ୍ର କଳା କରିଛନ୍ତି ପ୍ରିୟଙ୍କା। ପ୍ରଭୁ ଜଗନ୍ନାଥଙ୍କର ସୁନ୍ଦର…

ନିଖୋଜ ଶିଶୁର ମୃତ ଦେହ ଉଦ୍ଧାର

ସୁବର୍ଣ୍ଣପୁର: କୂଅ ଭିତରୁ ଉଦ୍ଧାର ହେଲା ନିଖୋଜ ଶିଶୁର ମୃତ ଦେହ। ଶୁକ୍ରବାରଠାରୁ ଏହି ଶିଶୁଟି ନିଖୋଜ ଥିବା ବେଳେ ପୁଲିସର ଛାନଭିନ ଜାରି ରହିଥିଲା। ସୁବର୍ଣ୍ଣପୁରର ଉଲୁଣ୍ଡା ଅଇଁଲାଛାଟ ଗାଁର ଏହି ଶିଶୁଟିକୁ ପାଖ ପଡୋଶୀ ମହିଳା ଗେଲ କରିବାକୁ ନେଇଥିବା ବେଳେ ତା ପରଠାରୁ ଶିଶୁଟିର ପତ୍ତା…

ବନ୍ଦ ହେଲା ଶିଶିର ସରସ ମେଳା

ଭୁବନେଶ୍ୱର: ବନ୍ଦ ହେଲା ଶିଶିର ସରସ ମେଳା । କେଭିଡ ଗାଇଡ଼ ଲାଇନ ଉଲ୍ଲଂଘନ ଅଭିଯୋଗରେ କମିଶନରେଟ୍ ପୋଲିସ ବନ୍ଦ କଲା ମେଳା । ରାଜ୍ୟ ସରକାର କୋଭିଡ ଗାଇଡଲାଇନରେ ମେଳା ମହତ୍ସବ କରିବାକୁ ସମ୍ପୂର୍ଣ୍ଣ ବାରଣ କରିଥିଲେ, ହେଲେ ଏଠି କାହା ଅନୁମତିରେ ଶିଶିର ସରସ ମେଳା ହୋଇଥିଲା ତାହା ଏବେବି ପ୍ରଶ୍ନ…