Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଇସକ୍ରିମ କାଠି କଳାକୃତିରେ ନୂଆବର୍ଷର ଶୁଭେଚ୍ଛା ଜଣାଇଲେ ଯୁବଶିଳ୍ପୀ ବିଶ୍ୱଜିତ

ପୁରୀ : ନୂଆବର୍ଷକୁ ସ୍ୱାଗତ କରିବା ପାଇଁ ପୁରୀ ସିଦ୍ଧ ମହାବୀର କୁମୁଟି ପାଟଣା ଅଞ୍ଚଳର ଯୁବଶିଳ୍ପୀ ବିଶ୍ୱଜିତ ନାୟକ ଆଇସକ୍ରିମ କାଠି ମାଧ୍ୟମରେ ନିଆରା କଳାକୃତି କରିଛନ୍ତି । ସମସ୍ତଙ୍କୁ ନୂତନ ବର୍ଷର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ବିଶ୍ୱଜିତ୍ । ୨୭୫ ଟି ଆଇସି କ୍ରିମ କାଠିରେ…

ଘରୋଇ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ନୂଆବର୍ଷରେ ଜୀବନ ହାରିଲେ ଛାତ୍ରୀ । ଭୁବନେଶ୍ୱରରେ ଘରୋଇ କଲେଜ ହଷ୍ଟେଲରୁ ଜଣେ ଛାତ୍ରୀଙ୍କର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି । ଇନଫୋସିଟି ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଏହି ଘଟଣା ଘଟିଛି । ମୃତ ଛାତ୍ରୀ ଜଣଙ୍କ ଏମବିଏ ଦ୍ୱିତୀୟ ବର୍ଷରେ ପଢୁଥିଲେ । ଖବର…

ନୂଆବର୍ଷ ଭେଟି: ନିୟମିତ ହେଲେ ରାଜ୍ୟର ୮ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର: ନୂଆବର୍ଷରେ ରାଜ୍ୟ ସରକାର ଶିକ୍ଷକଙ୍କୁ ଭେଟି ପରେ ଭେଟି ଦେଉଛନ୍ତି । ଗତକାଲି ନୂଆ ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟ ଓ କଲେଜର ଶିକ୍ଷକ ଏବଂ ଅଧ୍ୟାପକଙ୍କୁ ସପତ୍ମ ବେତନ କମିଶନରେ ଦରମା ଦେବାକୁ ରାଜ୍ୟ କ୍ୟାବିନେଟ୍ ପ୍ରସ୍ତାବରେ ମୋହର ମାରିଥିଲା । ଆଜି ୮ହଜାର ୧୦୨ ଜଣ କନିଷ୍ଠ…

ନୂଆବର୍ଷରେ ଅଘଟଣ : ଭୁବନେଶ୍ୱର ସୁନ୍ଦରପଦା ଅଞ୍ଚଳରେ ଯୁବକଙ୍କୁ ପିଟିପିଟି ହତ୍ୟା

ଭୁବନେଶ୍ୱର : ନୂଆବର୍ଷରେ ଅଘଟଣ । ରକ୍ତ ରଞ୍ଜିତ ହେଲା ରାଜଧାନୀ । ଯୁବକଙ୍କୁ ପିଟିପିଟି ହତ୍ୟା କଲେ ଦୁବୃର୍ତ୍ତ । ସୁନ୍ଦରପଦା ନୂଆସାହିରେ ଏପରି ଅଘଟଣ ଘଟିଛି । ଯୁବକ ଜଣକ ହେଉଛନ୍ତି ଦୀପୁ ରାଉତ । ସୂଚନା ଅନୁସାରେ ସୁନ୍ଦରପଦା ନୂଆସାହିରେ କିଛି ଯୁବକ ନୂଆ ବର୍ଷ ପାଇଁ ରାତିରେ ଭୋଜି…

ଓଡ଼ିଶାରେ ଏଯାଏ ଗୋଷ୍ଠୀ ସଂକ୍ରମଣ ହୋଇନି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ବଢୁଛି କରୋନା କେସ୍ । ୨୪ ଘଣ୍ଟାରେ ୨୯୮ ସଂକ୍ରମିତ ହୋଇଛନ୍ତି । ୧୪ ଜଣ ଓମିକ୍ରନ୍ ପଜିଟିଭ୍ ବାହାରିଛନ୍ତି । କିନ୍ତୁ ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ନେଇ ପ୍ରାମାଣିକ ତଥ୍ୟ ନାହିଁ । ଏହି ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ…

ଆସନ୍ତାକାଲି ଶ୍ରୀମନ୍ଦିରରେ ‘ବଉଳ ଅମାବାସ୍ୟା’ ପାଳନ ହେବ

ପୁରୀ : ରବିବାର ଶ୍ରୀମନ୍ଦିରରେ ବକୁଳ ଅମାବାସ୍ୟା ନୀତି ପାଳିତ ହେବ । ରୀତି ନୀତି ଅନୁସାରେ ମହାପ୍ରଭୁଙ୍କ ଠାରେ ଲାଗିହେବ ବଉଳ । ବଉଳ ପଡି ତିଆରି କରାଯାଇଥିବା ଗଇଁଠା ପିଠା ମହାପ୍ରଭୁଙ୍କ ଠାରେ ଅର୍ପଣ କରାଯିବ । ବଉଳ ଗଇଁଠା ଲାଗି ହେବ ମହାପ୍ରଭୁଙ୍କ ନିକଟରେ ଏବଂ ମହାପ୍ରଭୁଙ୍କୁ ଲାଗି ହେବ…

୧୫-୧୮ ବର୍ଷଙ୍କୁ ଟିକାକରଣ ପାଇଁ ଆଜିଠୁ ପଞ୍ଜିକରଣ, ଜାଣନ୍ତୁ ରେଜିଷ୍ଟ୍ରସନ୍ ପ୍ରକ୍ରିୟା

ନୂଆଦିଲ୍ଲୀ: ନୂଆବର୍ଷରେ ନୂଆ ଅଭିଯାନ । ଆସନ୍ତା ୩ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବ ୧୫-୧୮ ବର୍ଷ ବର୍ଗରେ କୋଭିଡ୍ ଟିକାକରଣ । ଏଥିପାଇଁ ଆଜିଠୁ ଆରମ୍ଭ ହେବ ପଞ୍ଜିକରଣ । ଏଥିପାଇଁ କୋ ଓ୍ୱିନ୍ ପୋର୍ଟାଲରେ ଆରମ୍ଭ ହେବ ରେଜିଷ୍ଟ୍ରେସନ୍ । ୧୫-୧୮ ବର୍ଷ ବୟସ୍କଙ୍କୁ କେବଳ କୋଭାକ୍ସିନ୍ ଟିକା…

ରାଜ୍ୟରେ ବଢୁଛି କରୋନା କେସ୍: ଆଜି ୨୯୮ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ସଂକ୍ରମଣ । ପାଖାପାଖି ତିନି ଶହ ହେଲାଣି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରା ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୯୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୧୭୬ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨୨ଟି । ୧୮ବର୍ଷ ଭିତରେ ଆଉ ୩୩…

ଆସନ୍ତାକାଲି ‘ପଢ଼େ ଭାରତ’ ଅଭିଯାନର ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ'ର ଶୁଭାରମ୍ଭ କରିବେ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୧୦୦ ଦିବସୀୟ ପଠନ ଅଭିଯାନ ଛାତ୍ରଛାତ୍ରୀଙ୍କ ଶିକ୍ଷଣ ସ୍ତରରେ ଉନ୍ନତି ନିମନ୍ତେ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ । ଏହା…

ବିଦାୟୀ ଡିଜିପି ଅଭୟଙ୍କୁ ମିଳିଲା ନୂଆ ଦାୟିତ୍ବ

ଭୁବନେଶ୍ବର : ରାଜ୍ୟର ନୂଆ ପୋଲିସ ଡିଜି ଭାବେ ଦାୟିତ୍ବ ନେଇଛନ୍ତି ସୁନୀଲ ବଂଶଲ । ନୂଆ ଡିଜି ଭାବେ ସୁନୀଲ ବଂଶଲ ଦାୟିତ୍ବ ନେବା ପରେ ବିଦାୟୀ ଡିଜି ଅଭୟଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର । ଅଭୟଙ୍କୁ ନାର୍କୋଟିକ୍ସ ଡ୍ରଗ୍ସ ସମ୍ପର୍କିତ ରାଜ୍ୟ ଟାସ୍କ ଫୋର୍ସର ଅଧ୍ୟକ୍ଷ…