Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୨୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୯ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୯୨ଜଣ ଆକ୍ଟିଭ୍ କେସ୍ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୪ଜଣ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଆଜି ନନ୍ଦନକାନନକୁ ପୁରିଲା ୬୨ ବର୍ଷ

ଭୁବନେଶ୍ୱର: ଆଜି ନନ୍ଦନକାନନର ୬୨ ତମ ପ୍ରତିଷ୍ଠା ଦିବସ । ଏଥିପାଇଁ ଆଜି ନନ୍ଦନକାନରେ ବିଭିନ୍ନ କାର୍ଯ୍ୟକ୍ରମ କରାଯାଉଛି । ହେଲେ ୬୨ ବର୍ଷ ପରେ ମଧ୍ୟ ନନ୍ଦନକାନନରେ ଅନେକ ସମସ୍ୟା ରହିଛି । ଏହି ବିଶାଳ ପ୍ରାଣୀ ଉଦ୍ୟାନର କଳେବର ବଢିବ କ’ଣ, ଦିନକୁ ଦିନ କମିବାରେ ଲାଗିଛି । ଗୋଟିଏ ପରେ ଗୋଟିଏ…

ଓଡ଼ିଶାରୁ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରୁ ଆଉ ଜଣେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ୍ । ସଂପୃକ୍ତ ବ୍ୟକ୍ତିଙ୍କର ଜିନୋମ୍ ସିକ୍ୱେନ୍ସିଂ ହୋଇଥିଲା । ଏହାପରେ ତାଙ୍କ ପାଖରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ସେ ୟୁଏଇରୁ ଫେରିଥିଲେ । ଏହାକୁ ମିଶାଇ…

ଜାନୁଆରୀ ୩ରୁ କିଶୋରଙ୍କ ଟିକାକରଣ ନେଇ ପ୍ରସ୍ତୁତି, ୧୫ରୁ ୧୮ ବର୍ଷର ପିଲା ନେବେ ଟିକା

ଭୁବନେଶ୍ୱର: ବଢ଼ୁଛି ଓମିକ୍ରନ ସଂକ୍ରମଣ । ଏହାର ମୁକାବିଲା ନେଇ ପ୍ରସ୍ତୁତ ହେଉଛନ୍ତି ରାଜ୍ୟ ସରକାର । କିଶୋରଙ୍କୁ ଟିକାକରଣ ପାଇଁ ପ୍ରସ୍ତୁତି ହୋଇଛି । ଆସନ୍ତା ୩ତାରିଖରୁ କିଶୋର ବର୍ଗ ଟିକା ନେବେ । ରାଜ୍ୟରେ ୨୫ଲକ୍ଷ ୫୩ହଜାର କିଶୋର ଭ୍ୟାକସିନ ନେବେ ବୋଲି ସୂଚନା ରହିଛି । କେନ୍ଦ୍ରର…

ଆଉ ଦୁଇ ଦିନ ବର୍ଷା, ନୂଆବର୍ଷରୁ ବଢ଼ିବ ଶୀତ

ଭୁବନେଶ୍ୱର: ପୁଣି ବଢ଼ିବ ଶୀତ । ଆସନ୍ତା ନୂଆବର୍ଷରୁ ରାଜ୍ୟରେ ଶୀତ ବଢ଼ିବ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଦୁଇଦିନ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ହୋଇଛି । ବିଶେଷ କରି ଆଜି ସୁନ୍ଦରଗଡ଼,…

ଗଞ୍ଜେଇ ଚାଲାଣ କରି ୩ ଗିରଫ, କାର ଓ ବାଇକ୍ ଜବତ

କୋରାପୁଟ: ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଜୟପୁର ସଦର ପୋଲିସ ଚଢାଉ କରି ୩ ଜଣଙ୍କୁ ଗିରଫ କରିଛି । ଲମତାପୁଟ ଅଞ୍ଚଳରୁ ଗଞ୍ଜେଇ ଧରି କାରରେ ଜୟପୁର ଦେଇ ହରିୟାନା ଚାଲାଣ ହେଉଥିବା ଜୟପୁର ସଦର ଥାନା ଅଧିକାରି ଇଶ୍ୱର ତାଣ୍ଡି ଖବର ପାଇଥିଲେ । ଖବର ପାଇ ସଦର ଥାନାର ଏକ ଟିମ…

୪ ଦିନ ବନ୍ଦ ରହିବ ସମଲେଶ୍ୱରୀ ମନ୍ଦିର

ସମ୍ବଲପୁର: ନୂଆ ବର୍ଷ ଭିଡ଼କୁ ଦୃଷ୍ଟିରେ ରଖି ୪ ଦିନ ବନ୍ଦ ରହିବ ମା ସମଲେଶ୍ୱରୀଙ୍କ ମନ୍ଦିର । ସଂକ୍ରମଣ ବୃଦ୍ଧି ନହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ନିଷ୍ପତ୍ତି ଅନୁସାରେ ଚଳିତ ମାସ ୩୦ ତାରିଖ ଠାରୁ ୨୦୨୨ ଜାନୁଆରୀ ୨ ପର୍ଯ୍ୟନ୍ତ କଟକଣା ଲାଗୁ ରହିବ । ଏହି…

ଓଡିଶା ରାଜ୍ୟ କୃଷି ବିଭାଗରେ କେନ୍ଦ୍ରୀୟ ଅନୁଦାନର ୨୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ଘୋଟାଲା: ପ୍ରଦୀପ

ଭୁବନେଶ୍ୱର: କୃଷି ବିଭାଗରେ ହଜାର ହଜାର କୋଟି ଟଙ୍କା ଦୁର୍ନୀତି ପଛରେ ବିଭାଗୀୟ ମନ୍ତ୍ରୀ, ସଚିବଙ୍କ ସମେତ ଶାସକ ଦଳର ବହୁ ନେତାଙ୍କ ପ୍ରତ୍ୟକ୍ଷ ସଂପୃକ୍ତି ରହିଛି । କୃଷି ବିଭାଗର ଉଦ୍ୟାନ କୃଷିରେ ହୋଇଥିବା ଘୋଟାଲା ଏକ ଜ୍ୱଳନ୍ତ ଉଦାହରଣ । ରାଷ୍ଟ୍ରୀୟ ବିକାଶ ଯୋଜନା ଅଧିନରେ ଏବଂ ବିଭିନ୍ନ…

ପୂର୍ବତନ ବିଜେଡି ଜିଲ୍ଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କୁ ବିଜେପିରେ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ ଜିଲ୍ଲାର ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ତଥା ବିଜେଡ଼ିର ପୂର୍ବତନ ଜିଲ୍ଲା ସମ୍ପାଦକ ଦୁର୍ଗାଚରଣ ପ୍ରଧାନଙ୍କ ସମେତ ଅନେକ ବିଜେଡ଼ି ସମର୍ଥକଙ୍କୁ ଦଳରେ ସ୍ୱାଗତ କରିଛନ୍ତି ।…

ମୋ ସରକାର ସରକାରୀ କର୍ମଚାରୀଙ୍କ ବ୍ୟବହାରରେ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା । କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ମୋ ସରକାର…