Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରଲୋକରେ ବର୍ଷିୟାନ୍ ରାଜନେତା ରାମକୃଷ୍ଣ ପଟ୍ଟନାୟକ

ଭୁବନେଶ୍ୱର: ଆଉ ନାହାନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକ । ଆଜି ସକାଳ ୯ଟା ୩୦ରେ ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି । ୮୧ ବର୍ଷ ବୟସର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାମକୃଷ୍ଣ ପଟ୍ଟନାୟକଙ୍କ ମୃତ୍ୟୁ ନେଇ ଝିଅ ଅନୀତା ଶୁଭଦର୍ଶିନୀ ସୂଚନା ଦେଇଛନ୍ତି…

ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ମଧ୍ୟରେ ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଦୁଇଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ବନ୍ଧୁ ଘରକୁ ଯିବା ବେଳେ ଦୁର୍ଘଟଣା ନେଲା ୨ ବନ୍ଧୁଙ୍କ ଜୀବନ

ରାୟଗଡ଼ା: ବନ୍ଧୁ ଘରକୁ ଯିବା ରାସ୍ତାରେ ଅପେକ୍ଷା କରି ରହିଥିଲା ମୃତ୍ୟୁ । ବାଇକକୁ ପିଟି ଦେଲା ଅଜଣା ଗାଡ଼ି । ରାୟଗଡ଼ାରେ ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ରାୟଗଡ଼ା ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଗୌଡ଼ଲେଲିବାଡ଼ି ଗାଁ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି…

ଆଜି ରାଜ୍ୟରୁ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣରେ ରହିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୯ ଜିଲ୍ଲାରୁ ବାହାରିଛନ୍ତି ୧୪୧ ନୂଆ ଆକ୍ରାନ୍ତ । କ୍ୱାରେଣ୍ଟିନରୁ ୮୪ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ୫୭ ରହିଛି । ୧୮ ବର୍ଷ ଭିତରେ ଆଉ ୧୯ ଜଣ ପଜିଟିଭ୍ ବାହାରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮…

ଆଜି ଉଠା ଦୋକାନୀଙ୍କୁ କୋଭିଡ୍ ସହୟତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଅନେକଙ୍କ ଜୀବନଜୀବିକା ଉପରେ ପ୍ରଭାବ ପକାଇଛି । ରାଜ୍ୟରେ ବିଶେଷ ଭାବରେ ପ୍ରଭାବିତ ହୋଇଛନ୍ତି ଉଠା ଦୋକାନୀ । ଆଜି ସେମାନଙ୍କୁ କୋଭିଡ୍ ସହାୟତା ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କୁ ୩ ହଜାର ଟଙ୍କା ଲେଖାଏ ସହାୟତା ରାଶି ବଣ୍ଟର ଆଜି ଶୁଭାରମ୍ଭ କରିବେ…

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ । ଅପରାହ୍ନ ୫ଟା ୩୦ମିନିଟରେ ଭର୍ଚୁଆଲ ପ୍ଲାଟଫର୍ମରେ ଏହି ବୈଠକ କରାଯିବ । ବୈଠକରେ ୧୦ରୁ ୧୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା…

ସାରା ରାଜ୍ୟରେ ଶୀତର ଲହରୀ ଜାରି, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା । ଅସହ୍ୟ ହୋଇପଡ଼ୁଛି ଥଣ୍ଡାର ପ୍ରକୋପ । ଆଭ୍ୟନ୍ତରୀଣ ଅଞ୍ଚଳରେ ଅଧିକ ଶୀତ ଅନୁଭୂତ ହେଉଛି । ପଶ୍ଚିମ ଓଡ଼ିଶାରେ ଜାରି ରହିଛି ଶୀତର ଲହରୀ । ଥଣ୍ଡା ଅଧିକ ହେଉଥିବାରୁ ଘରୁ ବାହାରିବା ଲୋକଙ୍କ ପାଇଁ ମୁସ୍କିଲ ହୋଇପଡ଼ିଲାଣି । ଦିନତମାମ ଶୀତବସ୍ତ୍ର ପିନ୍ଧି…

ଦୁର୍ଘଟଣା ନେଲା ଦୁଇ ସାଙ୍ଗଙ୍କ ଜୀବନ

କୋଣାର୍କ(ପୁରୀ): ଭାରସାମ୍ୟ ହରାଇ ପିଟି ହେଲା ବାଇକ୍ । ଦୁର୍ଘଟଣା ନେଲା ଦୁଇ ସାଙ୍ଗଙ୍କର ଜୀବନ । ପୁରୀ ଜିଲ୍ଲା କୋଣାର୍କ-କାକଟପୁର ରାସ୍ତାର ବଢ଼େଇ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣେ ପ୍ରାଣ ହରାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ…

‘ଅଭ୍ୟାସ’ର ସଫଳ ପରୀକ୍ଷଣ

ଭୁବନେଶ୍ୱର: ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ର ସଫଳ ପରୀକ୍ଷଣ ହୋଇଛି । କ୍ଷେପଣାସ୍ତ୍ର ଘାଟିର ଇଣ୍ଟିଗ୍ରେଟେଡ ଟେଷ୍ଟ ରେଞ୍ଜରୁ ଏହି ଡିଆରଡିଓ ଉତ୍କ୍ଷେପଣ କରିଥିଲା । ଅଭ୍ୟାସ ହେଉଛି ଚାଳକ ବାହୀନି ଦ୍ରୁତଗାମୀ ଟାର୍ଗେଟ ଏୟାରକ୍ରାଫ୍ଟ । ଏହା ରାଡାର ଓ ଅପଟି ସିଷ୍ଟମ ଦ୍ୱାରା ପରିଚାଳିତ । ଏହା…

ପୋଲିସ କମିଶନରେଟ୍ ପକ୍ଷରୁ ବସ୍ତିବାସୀଙ୍କୁ କମ୍ବଳ ବଣ୍ଟନ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହେଲା ‘ବସ୍ତିକୁ ଚାଲ’ ଅଭିଯାନ । ଏହି ଅଭିଯାନରେ ପୋଲିସ ପକ୍ଷରୁ ବୁଧବାର ଠାରୁ ଗରିବ ତଥା ବୃଦ୍ଧବୃଦ୍ଧାମାନଙ୍କୁ କମ୍ବଳ ବଣ୍ଟନ କରାଯାଇଛି । ଏହି କ୍ରମରେ ଏୟାରଫିଲ୍ଡ ଥାନା ଅଧିନରେ ଥିବା ଲେପ୍ରୋସି ବସ୍ତି, ବଡ଼ଗଡ଼ ଥାନା ଅଧିନରେ ଥିବା ହରିନଗର…